ଭୁବନେଶ୍ଵରରେ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ ସୋ’

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜଧାନୀ ଭୁବନେଶ୍ଵରରେ ଦ୍ୱିତୀୟ ଥର ପାଇଁ ରୋଡ ସୋ’ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ପଳାଶପଲ୍ଲୀଠାରୁ ଏକାମ୍ର ଛକ ପର୍ଯ୍ୟନ୍ତ ରୋଡ ସୋ’ କରୁଛନ୍ତି। ଏହି ରୋଡ ସୋ’ ପଳାଶପଲ୍ଲୀଠାରୁ...

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ ପୁଣି ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ବିଶାଳ ରୋଡ୍‌ ସୋ’ କରିବା ପରେ ଅନୁଗୁଳରେ ପହଞ୍ଚି ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶ୍ରୀମନ୍ଦିର ଓ ରତ୍ନଭଣ୍ଡାର ଚାବି ପ୍ରସଙ୍ଗକୁ ନେଇ ସେ...

ଓଡ଼ିଶାରେ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ୬୦.୫୫ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶର ପଞ୍ଚମ ଓ ରାଜ୍ୟର ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନରେ ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ଆସନ ପାଇଁ ମତ ସାବ୍ୟସ୍ତ କରିଛନ୍ତି ଭୋଟର। ଶାନ୍ତିଶୃଙ୍ଖଳାର ସହ ସକାଳ ୭ଟାରୁ ଆରମ୍ଭ...

ପୁରୀ ଲୋକସଭା ଆସନରେ ହେବ କଡ଼ା ଟକ୍କର: ଅରୁପ ଓ ସମ୍ବିତଙ୍କ ଭାଗ୍ୟ ପରୀକ୍ଷା

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ପୁରୀ ଲୋକସଭା ଆସନ ଉପରେ ମୋଦୀଙ୍କ ନଜର ରହିଥିବାବେଳେ ନବୀନଙ୍କର ବି ରହିଛି ବହୁତ ଆଶା। ଏହି ଆସନ ହାତେଇବାକୁ ଗୁରୁତ୍ଵ ଦେଉଛନ୍ତି ଉଭୟ ବିଜେପି ଏବଂ ବିଜେଡି। ଏଥିପାଇଁ...

ଭୋଟ ଦେଉଛି ଓଡ଼ିଶା: ଦିନ ୧ଟା ସୁଦ୍ଧା ୨୧.୦୭ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ଆସନ ପାଇଁ ସୋମବାର ସକାଳ ୭ଟାରୁ କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଛି ମତଦାନ। ଦିନ ୧ଟା ସୁଦ୍ଧା ୩୫.୩୧ ପ୍ରତିଶତ ମତଦାନ...

ପୁରୀରେ ନରେନ୍ଦ୍ର ମୋଦୀଙ୍କ ବିଶାଳ ରୋଡ ସୋ’

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀରେ ବିଶାଳ ରୋଡ ସୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସୋମବାର ସକାଳେ ପୁରୀ ଶ୍ରୀମନ୍ଦିର ଯାଇ ବଡ଼ଠାକୁରଙ୍କ ଦର୍ଶନ କରିବା ପରେ ବଡ଼ଦାଣ୍ଡରେ ଆରମ୍ଭ ହୋଇଥିଲା ନରେନ୍ଦ୍ର ମୋଦୀଙ୍କ ରୋଡ...

ଓଡ଼ିଶାରେ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ: ସକାଳ ୯ଟା ସୁଦ୍ଧା ୬.୮୭ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାର ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ଆସନ ପାଇଁ ସୋମବାର ସକାଳ ୭ଟାରୁ କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଛି ମତଦାନ। ସକାଳ ୯ଟା ସୁଦ୍ଧା ୬.୮୭ ପ୍ରତିଶତ ମତଦାନ...

ଭୋଟ୍ ଦେଉଛି ଓଡ଼ିଶା: ରାଜ୍ୟର ୫ ଲୋକସଭା ଓ ୩୫ ବିଧାନସଭା ଆସନ ପାଇଁ ଆରମ୍ଭ ହେଲା ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଓଡ଼ିଶାରେ ଲୋକସଭା ଏବଂ ବିଧାନସଭା ନିର୍ବାଚନ ପାଇଁ ଦ୍ଵିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ରାଜ୍ୟର ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନରେ ଭୋଟରମାନେ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ...

ବିଜେଡି ଛାଡ଼ି ବିଜେପିରେ ମିଶିଲେ ସମୀର ରଞ୍ଜନ ଦାଶ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି ବରିଷ୍ଠ ନେତା ସମୀର ରଞ୍ଜନ ଦାଶ। ରବିବାର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସାମିଲ ହୋଇ ସେ ପଦ୍ମ ଧରିଛନ୍ତି।...

ସୁନ୍ଦରଗଡ଼ ଲୋକସଭା ଆସନ: ପୁଣି ଜୁଏଲଙ୍କ ଭାଗରେ ପଡ଼ିବ ନା ବାଜି ମାରିବେ ଦିଲ୍ଲୀପ?

ସତୀଶ ଶର୍ମା ସୁନ୍ଦରଗଡ଼ ଲୋକସଭା ଆସନରେ ଜୁଏଲ ଓରାମ ପୁଣି ବାଜି ମାରିବେ ନା ଦିଲ୍ଲୀପ ପିନ୍ଧିବେ ବିଜୟ ମୁକୁଟ, ଏପେଟେ ଗଡ଼କୁ ଫେରିବା ଆଶାରେ ରହିଛନ୍ତି ଜନାର୍ଦ୍ଦନ। ସୁନ୍ଦରଗଡ଼ ଲୋକସଭା ଆସନରେ ଏଥର ଦେଖିବାକୁ ମିଳିବ...