ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ସୁଶୀଳା କାର୍କୀ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/DygTRpszmFc ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ସୁଶୀଳା କାର୍କୀ। ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲ। ୨୦୨୬ ମାର୍ଚ୍ଚ...

ଶପଥ ନେଲେ ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରପତି ଭବନରେ ଭାରତର ପଞ୍ଚଦଶ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ସିପି ରାଧାକ୍ରିଷ୍ଣନ। ନୂଆ ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ...

ସିପି ରାଧାକ୍ରିଷ୍ଣନ ଭାରତର ନୂଆ ଉପରାଷ୍ଟ୍ରପତି

ଓଡ଼ିଶାଲାଇଭ୍ ବ୍ୟୁରୋ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଭାରତର ନୂଆ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ। ରାଧାକ୍ରିଷ୍ଣନ ୪୫୨ ଖଣ୍ଡ ଭୋଟ ସହ ବିଜୟ ହାସଲ କରିଛନ୍ତି। ସେପ୍ଟେମ୍ବର...

ହିଂସାରେ ଜଳୁଛି ନେପାଳ: ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/JAcsadMjpek ଇସ୍ତଫା ଦେଇଛନ୍ତି ନେପାଳର ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି। ସୋସିଆଲ ମିଡିଆ ବ୍ୟାନକୁ ନେଇ ସରକାରଙ୍କ ବିରୋଧରେ ଆରମ୍ଭ ହୋଇଥିବା ଜେନ୍-ଜି ବା ଯୁବପିଢ଼ିଙ୍କ ଆନ୍ଦୋଳନ ଉଗ୍ର ରୂପ ଧାରଣ କରିବା...

ଉପରାଷ୍ଟ୍ରପତି ନିର୍ବାଚନ: ଭୋଟ ଦେବନି ବିଜେଡି

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/lQ6ne1kpoRc ଭାରତର ପରବର୍ତ୍ତୀ ଉପରାଷ୍ଟ୍ରପତିଙ୍କ ଚୟନ ପାଇଁ ଜାରି ରହିଛି ମତଦାନ। ଏଥିରେ ଏନଡିଏ ପକ୍ଷରୁ ମହାରାଷ୍ଟ୍ରର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ପ୍ରାର୍ଥୀ କରାଯାଇଥିବାବେଳେ ବିରୋଧୀ ଇଣ୍ଡି ମେଣ୍ଟ ପକ୍ଷରୁ ସୁପ୍ରିମକୋର୍ଟର ପୂର୍ବତନ...

ଓଡ଼ିଶାର ଲୋକପ୍ରିୟ ରାଜନେତା ସୁର ରାଉତରାୟ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=mlNERdeqtEk&t=136s ଓଡ଼ିଶାର ଲୋକପ୍ରିୟ ରାଜନେତା ସୁରେଶ କୁମାର ରାଉତରାୟ। ସୁର ରାଉତରାୟଙ୍କ ନାଁରେ ସେ ଘରେ ଘରେ ପରିଚିତ। ଛାତ୍ରନେତା ଭାବେ ସେ ରାଜନୀତିରେ ପାଦ ଦେଇଥିଲେ। ୧୯୬୭ ମସିହାରେ ଜଟଣୀ ବ୍ଲକ ଚେୟାରମ୍ୟାନ...

ପରଲୋକରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ପରଲୋକରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ। ହୃଦଘାତର ଶିକାର ହେବା ପରେ ରାଜେନ୍ଦ୍ର ଢୋଲକିଆଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ...

ବିଜେଡିର ଗୁମର ଖୋଲିଲେ ବିଧାୟକ ଗୌତମବୁଦ୍ଧ ଦାସ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=Ib9rNKi4rSE&t=10s ସାମ୍ବାଦିକତାରୁ ରାଜନୀତି କ୍ଷେତ୍ରରେ ପାଦ ଦେଇ ସଫଳ ହୋଇଛନ୍ତି ଗୌତମବୁଦ୍ଧ ଦାସ। ୨୦୨୪ ନିର୍ବାଚନରେ ପ୍ରଥମ ଥର ନିର୍ବାଚନ ଲଢ଼ି ଭୋଗରାଇରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ସେ। ଦିବଙ୍ଗତ ନେତା ଦୁର୍ଗାଶଙ୍କର...

ଉପରାଷ୍ଟ୍ରପତି ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ଇଣ୍ଡିଆ ବ୍ଲକ ପ୍ରାର୍ଥୀ ଜଷ୍ଟିସ ବି ସୁଦର୍ଶନ ରେଡ୍ଡୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଉପରାଷ୍ଟ୍ରପତି ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲ କଲେ ଇଣ୍ଡିଆ ବ୍ଲକର ପ୍ରାର୍ଥୀ ଜଷ୍ଟିସ ବି ସୁଦର୍ଶନ ରେଡ୍ଡୀ। ଗୁରୁବାର ଦିନ କଂଗ୍ରେସ ନେତା ସୋନିଆ ଗାନ୍ଧୀ, ସାଂସଦ ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ...

ଉପରାଷ୍ଟ୍ରପତି ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ

ଓଡ଼ିଶାଲାଇଭ୍ ବ୍ୟୁରୋ ଉପରାଷ୍ଟ୍ରପତି ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲ କଲେ ଏନଡିଏର ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ। ବୁଧବାର ଦିନ ନିଜ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ରାଧାକ୍ରିଷ୍ଣନ। ସିପି ରାଧାକ୍ରିଷ୍ଣନଙ୍କ ପ୍ରଥମ ପ୍ରସ୍ତାବକ ହୋଇଥିଲେ ପ୍ରଧାନମନ୍ତ୍ରୀ...