କଂଗ୍ରେସ ଛାଡ଼ିଲେ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ଵାଳ
ଓଡ଼ିଶାଲାଇଭ୍ ବ୍ୟୁରୋ
କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ। ଶନିବାର ଦିନ ସେ ନିଜ ଇସ୍ତଫା ପତ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଦଳର ପ୍ରାଥମିକ ସଦସ୍ୟ...
ବିଜେଡିରୁ ଇସ୍ତଫା ଦେଲେ ସାଂସଦ ଅନୁଭବ ମହାନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ନିର୍ବାଚନ ସମୟ ଯେତିକି ପାଖେଇ ଆସୁଛି ଦଳ ଡିଆଁ ନେତାଙ୍କ ସଂଖ୍ୟା ସେତିକି ବଢ଼ିବାରେ ଲାଗିଛି। ଶନିବାର ସକାଳୁ ସକାଳୁ ବିଜେଡିରୁ ଇସ୍ତଫା ଦେଇଛନ୍ତି ସାଂସଦ ଅନୁଭବ ମହାନ୍ତି। ନିଜ ଇସ୍ତଫା...
ବିଜେଡି ଛାଡ଼ି ବିଜେପିରେ ମିଶିଲେ ଭୁବନେଶ୍ଵର ଉତ୍ତର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି ଭୁବନେଶ୍ଵର ଉତ୍ତର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ଶନିବାର ସକାଳେ ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ସେ ବିଜେପି...
ବିଜେଡି ଛାଡ଼ିଲେ କୋରେଇର ପୂର୍ବତନ ବିଧାୟକ ଆକାଶ ଦାସନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେଡି ଛାଡ଼ିଲେ ଯାଜପୁର ଜିଲ୍ଲା କୋରେଇର ପୂର୍ବତନ ବିଧାୟକ ତଥା ଅଭିନେତା ଆକାଶ ଦାସନାୟକ। ଶନିବାର ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ବିଜେଡି...
କଂଗ୍ରେସ ଛାଡ଼ିଲେ, ବିଜେଡିରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ସୁରେନ୍ଦ୍ର ସିଂ ଭୋଇ ଶୁକ୍ରବାର ଦିନ ବିଜେଡିରେ ଯୋଗ ଦେଇଛନ୍ତି। ନିଜ ସମର୍ଥକଙ୍କ ସହ ଶୁକ୍ରବାର ଦିନ ଶଙ୍ଖ ଭବନକୁ ଯାଇ ମନ୍ତ୍ରୀ...
କାହିଁକି ବିଜେପି ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ?
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେପିରୁ ଇସ୍ତଫା ଦେଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ। ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସୁକାନ୍ତ ନାୟକ ଶୁକ୍ରବାର ଦିନ ରାଜ୍ୟ ବିଜେପି ସଭାପତିଙ୍କୁ ନିଜ ଇସ୍ତଫା...
ବିଜେପି ଛାଡ଼ିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେପି ଛାଡ଼ିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା। ଶୁକ୍ରବାର ସେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ...
ବିଜେଡିରୁ ଇସ୍ତଫା ଦେଲେ ଯାଜପୁରର ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ସତୀଶ ବିଶ୍ଵାଳ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେଡିରୁ ଇସ୍ତଫା ଦେଲେ ଯାଜପୁରର ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ସତୀଶ ବିଶ୍ଵାଳ। ଚଳିତ ନିର୍ବାଚନରେ ଯାଜପୁର ଧର୍ମଶାଳା ବିଧାନସଭା କ୍ଷେତ୍ରରୁ ଟିକେଟ ଆଶାୟୀ ଥିଲେ ସତୀଶ।
ଆଗାମୀ ଲୋକସଭା ଏବଂ ବିଧାନସଭା...
ପୁଣି ରାଜନୀତି ମୁହାଁ ବଲିଉଡ ଅଭିନେତା ଗୋବିନ୍ଦା
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୀର୍ଘ ବର୍ଷର ବ୍ୟବଧାନ ପରେ ପୁଣି ରାଜନୀତି ମୁହାଁ ହୋଇଛନ୍ତି ବଲିଉଡ ଅଭିନେତା ଗୋବିନ୍ଦା। ଗୁରୁବାର ଦିନ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଦଳ ଶିବସେନାରେ ଯୋଗ ଦେଇଛନ୍ତି ଗୋବିନ୍ଦା। ମୁଖ୍ୟମନ୍ତ୍ରୀଙ୍କୁ...
ଏଥର ଲୋକସଭା ଆସନରେ ଲଢ଼େଇ ହେବ ଜୋରଦାର: କେନ୍ଦ୍ରାପଡ଼ା, ସମ୍ବଲପୁର ଓ ଭୁବନେଶ୍ଵରରେ ମୁହାଁମୁହିଁ ହେବେ ହେଭିଓ୍ଵେଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏଥର ଓଡ଼ିଶାରେ ଲୋକସଭା ନିର୍ବାଚନ ପାଇଁ ଲଢ଼େଇ ହେବ ଜୋରଦାର, ସମ୍ବଲପୁର, କେନ୍ଦ୍ରାପଡ଼ା ଏବଂ ଭୁବନେଶ୍ଵର ଲୋକସଭା ଆସନ ଦଖଲ ଲାଗି ମୁହାଁମୁହିଁ ହେବେ ହେଭିଓ୍ଵେଟ।
ଆସନ୍ତା ସାଧାରଣ ନିର୍ବାଚନ ଲାଗି ସରଗରମ...




















