ଆସନ୍ତାକାଲି ଘୋଷଣା ହେବ ନିର୍ବାଚନ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି, ଶନିବାର ଦିନ ଘୋଷଣା ହେବ ସାଧାରଣ ନିର୍ବାଚନ ତାରିଖ। ଲୋକସଭା ନିର୍ବାଚନ ସହ କିଛି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯିବ। ଶନିବାର ଅପରାହ୍ଣ ୩ଟାରେ ମୁଖ୍ୟ...

ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଅବସ୍ଥା ଗୁରୁତର, ଭୁବନେଶ୍ଵରକୁ ଏୟାରଲିଫ୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୁର୍ଘଟଣାର ଶିକାର ହୋଇ ଗୁରୁତର ଭାବେ ଆହତ ହୋଇଥିବା ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଚିକିତ୍ସା ପାଇଁ ସମ୍ବଲପୁରରୁ ଭୁବନେଶ୍ଵରକୁ ଏୟାରଲିଫ୍ଟ କରାଯାଉଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସ୍ଵତନ୍ତ୍ର...

ନିର୍ବାଚନ କମିଶନର ଭାବେ ଦାୟିତ୍ଵ ଗ୍ରହଣ କଲେ ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତବର୍ଷ ସାଧାରଣ ନିର୍ବାଚନ ପୂର୍ବରୁ ଶୁକ୍ରବାର ଦାୟିତ୍ଵ ଗ୍ରହଣ କରିଛନ୍ତି ଦୁଇ ନୂଆ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର...

୩ ବର୍ଷରୁ ଊର୍ଦ୍ଧ୍ଵ ସମୟ ଧରି ଗୋଟିଏ ସ୍ଥାନରେ ଅବସ୍ଥାପିତ ଅଧିକାରୀମାନଙ୍କ ବଦଳି ଦାବି କଲା ରାଜ୍ୟ ବିଜେପି

ଓଡ଼ିଶାଲାଇଭ୍ ବ୍ୟୁରୋ ଗୋଟିଏ ସ୍ଥାନରେ ୩ ବର୍ଷରୁ ଊର୍ଦ୍ଧ୍ଵ ସମୟ ଧରି ଅବସ୍ଥାପିତ ଥିବା ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ତୁରନ୍ତ ବଦଳି କରିବାକୁ ଦାବି କଲା ଓଡ଼ିଶା ବିଜେପି। ଏ ସଂକ୍ରାନ୍ତରେ ଶନିବାର ଦିନ...

ବିଜେଡିରେ ଯୋଗଦେଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡିରେ ଯୋଗଦେଲେ ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର। ଗୁରୁବାର ଦିନ ଅରବିନ୍ଦ ମହାପାତ୍ର ନିଜ ସମର୍ଥକଙ୍କ ସହ ନବୀନ ନିବାସରେ ପହଞ୍ଚି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ...

ଆଜି ବିଜେଡି ଓ ବିଜେପିର ଦଳୀୟ ବୈଠକ, ସାଧାରଣ ନିର୍ବାଚନ ପୂର୍ବରୁ ମେଣ୍ଟ ନେଇ ବଢ଼ିଲା ଚର୍ଚ୍ଚା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗାମୀ ସାଧାରଣ ନିର୍ବାଚନକୁ ଆଉ ଅଳ୍ପ ଦିନ ରହିଥିବାବେଳେ ରାଜ୍ୟ ରାଜନୀତି ସରଗରମ ହୋଇଛି। ବୁଧବାର ଭୁବନେଶ୍ଵରରେ ବିଜେଡିର ଓ ନୂଆଦିଲ୍ଲୀରେ ବିଜେପିର ଦଳୀୟ ବୈଠକ ରାଜନୈତିକ ଜନମାନସରେ ଉଷ୍ମତା ଭରିଛି।...

‘ବିଜୁ ପଟ୍ଟନାୟକ – ଦି ଟଲ୍ ମ୍ୟାନ’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=rqufn-ZYSyM ‘ଦି ଟଲ୍ ମ୍ୟାନ’ ନାଁରେ ଖ୍ୟାତ ବିଜୁ ପଟ୍ଟନାୟକ ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଚିର ସ୍ମରଣୀୟ କଳିଙ୍ଗବୀର ବିଜୁ ପଟ୍ଟନାୟକଙ୍କର ବ୍ୟକ୍ତିତ୍ୱ ଓଡ଼ିଶାର ଲୋକମାନଙ୍କୁ ସବୁବେଳେ ପ୍ରେରଣା ଯୋଗାଇ ଆସିଛି। ବିଜୁବାବୁଙ୍କ ଦୂରଦୃଷ୍ଟି...

ବିଜେପିରେ ଯୋଗ ଦେଲେ ବିଧାୟକ ପ୍ରେମାନନ୍ଦ ନାୟକ, ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଓ ନରେନ ପଲେଇ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଜେପି କାର୍ଯ୍ୟାଳୟରେ ସୋମବାର ଦିନ ଚାଲିଛି ମିଶ୍ରଣ ପର୍ବ। ଆଜି ବିଜେପିରେ ସାମିଲ ହୋଇଛନ୍ତି ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ, ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଓ ଭଦ୍ରକର...

ବିଜେଡି ଛାଡ଼ିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି, ବିଜେପିରେ ହେବେ ସାମିଲ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡିରୁ ଇସ୍ତଫା ଦେଇଛନ୍ତି ଜୟଦେବ ବିଧାୟକ ଅରବିନ୍ଦ ଢାଲି। ଶନିବାର ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦ ଛାଡ଼ିଛନ୍ତି। ଅରବିନ୍ଦ ଢାଲି ନିଜ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଛନ୍ତି। ଏହାପରେ...

କଂଗ୍ରେସରୁ ଇସ୍ତଫା ଦେଲେ ଓଡ଼ିଶା ପିସିସି ଉପସଭାପତି ରଜତ ଚୌଧୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ସାଧାରଣ ନିର୍ବାଚନ ପୂର୍ବରୁ ନେତାଙ୍କ ଦଳ ଡିଆଁ ପର୍ବ ଏବେ ବିଭିନ୍ନ ରାଜନୈତିକ ଦଳ ପାଇଁ ଚିନ୍ତାର କାରଣ ପାଲଟିଛି। ଶୁକ୍ରବାର ଦିନ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦବୀରୁ ଇସ୍ତଫା ଦେଇଛନ୍ତି...