ବିଜେପିରେ ଯୋଗ ଦେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେପିରେ ସାମିଲ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବୁଧବାର ଦିନ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ଅନ୍ୟ ବରିଷ୍ଠ ନେତୃତ୍ଵଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଛନ୍ତି।...
ରାଜ୍ୟସଭାକୁ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହେଲେ ଓଡ଼ିଶାର ୩ ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ, ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟସଭାକୁ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହେଲେ ଓଡ଼ିଶାର ୩ ଜଣ ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ, ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ। ଏ ନେଇ ମଙ୍ଗଳବାର ଦିନ ସୂଚନା ଦେଇଛନ୍ତି ରିଟର୍ଣ୍ଣିଂ ଅଫିସର...
କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ
ଓଡ଼ିଶାଲାଇଭ୍ ବ୍ୟୁରୋ
କଂଗ୍ରେସ ଛାଡ଼ିଲେ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ। ସୋମବାର ଦିନ ଏ ନେଇ ନବୀନ ଚନ୍ଦ୍ର ନାରାୟଣ ଦାସ ସୂଚନା ଦେବା ସହ ନିଜ...
ମାର୍ଚ୍ଚ ପହିଲାରେ ପ୍ରଥମ ପର୍ଯ୍ୟାୟ ଟିକେଟ ଘୋଷଣା କରିବ କଂଗ୍ରେସ
ଓଡ଼ିଶାଲାଇଭ୍ ବ୍ୟୁରୋ
ପାଖେଇ ଆସୁଛି ସାଧାରଣ ନିର୍ବାଚନ ସମୟ। ନିର୍ବାଚନ ବିଗୁଲ ବାଜିବା ଆଗରୁ ଜୋରସୋର ପ୍ରସ୍ତୁତି ଆରମ୍ଭ କରିଛନ୍ତି ସବୁ ରାଜନୈତିକ ଦଳ। ନିର୍ବାଚନ ତାରିଖ ଘୋଷଣା ହେବା ପୂର୍ବରୁ ମାର୍ଚ୍ଚ ପହିଲାରେ...
୨୦୨୪ ନିର୍ବାଚନ ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ – ରାଜୀବ କୁମାର
ଓଡ଼ିଶାଲାଇଭ୍ ବ୍ୟୁରୋ
“୨୦୨୪ ନିର୍ବାଚନ ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛୁ”, ଓଡ଼ିଶାରେ ନିର୍ବାଚନ ସମୀକ୍ଷା ପରେ ଏଭଳି କହିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର।
ପାଖେଇ ଆସୁଛି ନିର୍ବାଚନ ସମୟ। ଓଡ଼ିଶାରେ ଲୋକସଭା...
ଓଡ଼ିଶାରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର: ଚାଲିଛି ନିର୍ବାଚନ ପ୍ରସ୍ତୁତି ସମୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର। ମୁଖ୍ୟ ନିର୍ବାଚନ କମିଶନର ୮ ଜଣିଆ ପ୍ରତିନିଧି ଦଳଙ୍କ ସହ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଓଡ଼ିଶା ଗସ୍ତର ଦ୍ଵିତୀୟ ଦିନରେ...
ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅଶ୍ଵିନୀ ବୈଷ୍ଣବ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। ଗୁରୁବାର ଦିନ ୧୧ଟା ସମୟରେ ଅଶ୍ଵିନୀ ବୈଷ୍ଣବ ବିଜେପି କାର୍ଯ୍ୟାଳୟରୁ ସିଧାସଳଖ ବିଧାନସଭାରେ ପହଞ୍ଚି ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ...
ରାଜ୍ୟସଭା ନିର୍ବାଚନ: ଆସନ୍ତାକାଲି ପ୍ରାର୍ଥିପତ୍ର ଦାଖଲ କରିବେ ଅଶ୍ଵିନୀ ବୈଷ୍ଣବ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି, ଗୁରୁବାର ଦିନ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। ଓଡ଼ିଶାରୁ ଦ୍ଵିତୀୟ ଥର ପାଇଁ ଅଶ୍ଵିନୀ ବୈଷ୍ଣବଙ୍କୁ ରାଜ୍ୟସଭା ନିର୍ବାଚନ ଲାଗି ପ୍ରାର୍ଥୀ କରିଛି...
ପ୍ରଥମ ଥର ପାଇଁ ରାଜ୍ୟସଭା ନିର୍ବାଚନ ଲଢ଼ିବେ ସୋନିଆ ଗାନ୍ଧୀ, ରାଜସ୍ଥାନରୁ କଲେ ପ୍ରାର୍ଥିପତ୍ର ଦାଖଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟସଭା ନିର୍ବାଚନ ପାଇଁ ବୁଧବାର ରାଜସ୍ଥାନରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ଥାନରେ ସୋନିଆ ଗାନ୍ଧୀ ରାଜସ୍ଥାନରୁ ରାଜ୍ୟସଭା ସାଂସଦ...
ଦଳ ଛାଡ଼ିଲେ କଂଗ୍ରେସର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
କଂଗ୍ରେସକୁ ପୁଣି ଝଟକା। ଦଳ ଛାଡ଼ିଲେ କଂଗ୍ରେସର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି। ଅଂଶୁମାନ ମହାନ୍ତି କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ବୁଧବାର ଦିନ ସେ ନିଜ ଇସ୍ତଫା...




















