ବିଧାନସଭାରେ ୧ ଲକ୍ଷ ୧୮ ହଜାର କୋଟି ଟଙ୍କାର କାମଚଳା ବଜେଟ ଉପସ୍ଥାପିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ବିଧାନସଭାରେ ଗୁରୁବାର ଦିନ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ସାଧାରଣ ନିର୍ବାଚନ ପୂର୍ବରୁ ୧ ଲକ୍ଷ ୧୮ ହଜାର କୋଟି ଟଙ୍କାର କାମଚଳା ବଜେଟ...
ଓଡ଼ିଶା ଆସୁଛନ୍ତି ଭାରତର ମୁଖ୍ୟ ନିର୍ବାଚନ କମିଶନର
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଆସିବେ ଭାରତର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର। ଫେବ୍ରୁଆରି ୧୫ରୁ ୧୭ ତାରିଖ ମୁଖ୍ୟ ନିର୍ବାଚନ କମିଶନର ଓଡ଼ିଆ ଆସିବେ। ଏହି ତିନିଦିନିଆ ଗସ୍ତ ସମୟରେ ନିର୍ବାଚନ କମିଶନର...
ଆରମ୍ଭ ହେଲା ବିଧାନସଭା ବଜେଟ ଅଧିବେଶନ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୋମବାରଠାରୁ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭା ବଜେଟ ଅଧିବେଶନ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଗୃହରେ ଅଭିଭାଷଣ ରଖିଥିଲେ ରାଜ୍ୟପାଳ ରଘୁବର ଦାସ। ପ୍ରାରମ୍ଭରେ ଦିବଙ୍ଗତ ସଦସ୍ୟ ଏବଂ ସହିଦ ଯବାନମାନଙ୍କୁ...
ରିମାଣ୍ଡରେ ଗଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ
ଓଡ଼ିଶାଲାଇଭ୍ ବ୍ୟୁରୋ
ରିମାଣ୍ଡରେ ଗଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଜମି ଦୁର୍ନୀତି ଏବଂ ଅର୍ଥ ହେରଫେର ଅଭିଯୋଗରେ ଗିରଫ ହୋଇଥିବା ହେମନ୍ତ ସୋରେନଙ୍କୁ ଶୁକ୍ରବାର ଦିନ ୫ ଦିନିଆ ରିମାଣ୍ଡରେ ନେଇଛି...
ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପଇ ସୋରେନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପଇ ସୋରେନ। ରାଞ୍ଚିସ୍ଥିତ ରାଜଭବନଠାରେ ଶୁକ୍ରବାର ଦିନ ଚମ୍ପଇ ସୋରେନଙ୍କୁ ପଦ ଏବଂ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ।
ଜମି ଦୁର୍ନୀତି...
ଜମି ଦୁର୍ନୀତି ମାମଲା: ଜେଲ ଗଲେ ହେମନ୍ତ ସୋରେନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜେଲ ଗଲେ ଜମି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ଵାରା ଗିରଫ ହୋଇଥିବା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ୬୦୦ କୋଟିରୁ ଅଧିକ ଟଙ୍କା ମୂଲ୍ୟର ଜମି ଦୁର୍ନୀତି...
କଂଗ୍ରେସର ଘୋଷଣା: ନିର୍ବାଚନ ଟିକେଟ୍ ପାଇଁ କରିବାକୁ ହେବ ଅନଲାଇନ୍ ଆବେଦନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଗକୁ ସାଧାରଣ ନିର୍ବାଚନ। ନିର୍ବାଚନ ପୂର୍ବରୁ ସବୁ ଦଳ ଆରମ୍ଭ କରିଦେଇଛନ୍ତି ଅଙ୍କକଷା। ଏହାରି ମଧ୍ୟରେ ନିର୍ବାଚନକୁ ନେଇ ବଡ଼ ଘୋଷଣା କରିଛି କଂଗ୍ରେସ। ଓଡ଼ିଶା କଂଗ୍ରେସ ପ୍ରଭାରୀ ଡାକ୍ତର ଅଜୟ...
ଗିରଫ ପୂର୍ବରୁ ପଦ ଛାଡ଼ିଲେ ହେମନ୍ତ ସୋରେନ, ଚମ୍ପଇ ସୋରେନ ହେବେ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରାୟ ୬୦୦ କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ ଛନ୍ଦି ହୋଇଥିବା ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ହେମନ୍ତ ସୋରେନ ଗିରଫ ହେବା ପରେ...
ମୀନାକ୍ଷୀ ବାହିନୀପତି ହେଲେ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ନୂଆ ସଭାପତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ନୂଆ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ମୀନାକ୍ଷୀ ବାହିନୀପତି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସର ସାଂଗଠନିକ ପରିବର୍ତ୍ତନ କରାଯାଇଛି। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ...
ସାଇଫର ମାମଲାରେ ଇମ୍ରାନ ଖାନଙ୍କୁ ୧୦ ବର୍ଷ ଜେଲ ଦଣ୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
ସାଧାରଣ ନିର୍ବାଚନ ପୂର୍ବର ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ବଡ଼ ଝଟକା। ସାଇଫର ମାମଲାରେ ପାକିସ୍ତାନର ସ୍ଵତନ୍ତ୍ର କୋର୍ଟ ପିଟିଆଇ ମୁଖ୍ୟ ଇମ୍ରାନ ଖାନଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡରେ...




















