ଆସାମରେ କଂଗ୍ରେସର ଭାରତ ଯୋଡ଼ ନ୍ୟାୟ ଯାତ୍ରାବେଳେ ହିଂସା, ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ

ଓଡ଼ିଶାଲାଇଭ୍ ବ୍ୟୁରୋ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ବିରୋଧରେ ଆସାମରେ ମାମଲା ରୁଜୁ ହୋଇଛି। ଆସାମରେ କଂଗ୍ରେସର ଭାରତ ଯୋଡ଼ ନ୍ୟାୟ ଯାତ୍ରାବେଳେ ସେଠାରେ ହିଂସା ସୃଷ୍ଟି କରିବା ଏବଂ ସର୍ବସାଧାରଣ ସମ୍ପତ୍ତି ନଷ୍ଟ...

ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମିଳିବ ଭାରତରତ୍ନ ସମ୍ମାନ

ଓଡ଼ିଶାଲାଇଭ୍ ବ୍ୟୁରୋ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମିଳିବ ଭାରତରତ୍ନ ସମ୍ମାନ। ମରଣୋତ୍ତର ଭାବେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ଏ ନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ଜାରି କରାଯାଇଛି। ଜାନୁଆରି ୨୪...

ହଟିଲା ନିଲମ୍ବନ: କଂଗ୍ରେସକୁ ଫେରିଲେ ମହମ୍ମଦ ମୋକିମ ଓ ଚିରଞ୍ଜୀବ ବିଶ୍ଵାଳ

ଓଡ଼ିଶାଲାଇଭ୍ ବ୍ୟୁରୋ ସାଧାରଣ ନିର୍ବାଚନ ପୂର୍ବରୁ ଘର ସଜାଡ଼ୁଛି କଂଗ୍ରେସ। ଦଳର ଦୁଇ ଜଣ ବରିଷ୍ଠ ନେତାଙ୍କୁ ଉପରୁ ହଟିଛି ନିଲମ୍ବନ ଆଦେଶ। ପୁଣି କଂଗ୍ରେସକୁ ଫେରିଛନ୍ତି କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ...

ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଦିନ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୋଟ ୧୪ଟି ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ ମିଳିଛି। ଏ ସମ୍ପର୍କରେ...

ସରକାରୀ ବଙ୍ଗଳା ଛାଡ଼ିଲେ ମହୁଆ ମୋଇତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ସରକାରୀ ବଙ୍ଗଳା ଖାଲି କଲେ ଟିଏମସି ନେତା ମହୁଆ ମୋଇତ୍ରା। ବଙ୍ଗଳା ଖାଲି କରିବାକୁ ନେଇ ହାଇକୋର୍ଟରେ ମହୁଆଙ୍କ ଆବେଦନ ଖାରଜ ହେବା ପରେ ଶୁକ୍ରବାର ଦିନ ସେ ବଙ୍ଗଳା ଖାଲି...

ବିଭିନ୍ନ ମୋର୍ଚ୍ଚା ପାଇଁ ନୂଆ ପ୍ରଭାରୀ ନିଯୁକ୍ତ କଲା ଓଡ଼ିଶା ବିଜେପି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଜେପିର ବିଭିନ୍ନ ମୋର୍ଚ୍ଚା ପାଇଁ ନୂଆ ପ୍ରଭାରୀ ନିଯୁକ୍ତ ହୋଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଗୁରୁବାର ପ୍ରଭାରୀମାନଙ୍କ ନାମ ଘୋଷଣା କରାଯାଇଛି। ବିଜେପିର ବରିଷ୍ଠ ନେତା...

ଗିରିଧର ଗମାଙ୍ଗଙ୍କ ଘର ବାହୁଡ଼ା: କଂଗ୍ରେସକୁ ଫେରିଲେ ପୂରା ପରିବାର

ଓଡ଼ିଶାଲାଇଭ୍ ବ୍ୟୁରୋ ସାଧାରଣ ନିର୍ବାଚନ ପୂର୍ବରୁ ଗମାଙ୍ଗ ପରିବାରଙ୍କ ଘର ବାହୁଡ଼ା ହୋଇଛି। ବୁଧବାର ଦିନ ଦିଲ୍ଲୀଠାରେ ଗିରିଧର ଗମାଙ୍ଗ, ସ୍ତ୍ରୀ ତଥା କୋରାପୁଟର ପୂର୍ବତନ ସାଂସଦ ହେମା ଗମାଙ୍ଗ, ପୁଅ ଶିଶିର ଗମାଙ୍ଗ...

ବଢ଼ୁଛି ମହୁଆ ମୋଇତ୍ରାଙ୍କ ଅଡ଼ୁଆ, ସରକାରୀ ବଙ୍ଗଳା ଛାଡ଼ିବାକୁ ନୋଟିସ୍ ପରେ ନୋଟିସ୍

ଓଡ଼ିଶାଲାଇଭ୍ ବ୍ୟୁରୋ ବଢ଼ିବାକୁ ଲାଗିଛି ଟିଏମସି ନେତା ମହୁଆ ମୋଇତ୍ରାଙ୍କ ଅଡ଼ୁଆ। ତୁରନ୍ତ ସରକାରୀ ବଙ୍ଗଳା ଖାଲି କରିବାକୁ ମହୁଆଙ୍କୁ ପୁଣି ନୋଟିସ୍ ଜାରି କରାଯାଇଛି। ଲୋକସଭାରୁ ବହିଷ୍କାର ହେବା ପରେ ସରକାରୀ ବଙ୍ଗଳା...

ଖଣି ଦୁର୍ନୀତିର ସିବିଆଇ ତଦନ୍ତ ଦାବି କଲା ଓଡ଼ିଶା ବିଜେପି

ଓଡ଼ିଶାଲାଇଭ୍ ବ୍ୟୁରୋ ଖଣି ଦୁର୍ନୀତିକୁ ନେଇ ତେଜିଲାଣି ରାଜ୍ୟ ରାଜନୀତି। ନିର୍ବାଚନ ପୂର୍ବରୁ ପୁଣି ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇଛି ବିଜେପି। ଖଣି ଦୁର୍ନୀତିର ସିବିଆଇ ତଦନ୍ତ ପାଇଁ ଦାବି କରିଛି ବିଜେପି। ଏ ନେଇ...

ପଞ୍ଚମ ଥର ପାଇଁ ବାଂଲାଦେଶର ପ୍ରଧାନମନ୍ତ୍ରୀ ହେଲେ ଶେଖ୍ ହସିନା

ଓଡ଼ିଶାଲାଇଭ୍ ବ୍ୟୁରୋ ପଞ୍ଚମ ଥର ପାଇଁ ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି ଶେଖ୍ ହସିନା। ମୋଟ ୩୦୦ ଆସନରୁ ୨୨୩ଟି ଆସନରେ ହସିନାଙ୍କ ଦଳ ଆଓ୍ଵାମୀ ଲିଗ୍ ବିପୁଳ ବିଜୟ ହାସଲ କରିଛି। ବିଜୟ...