ଆସନ୍ତାକାଲି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବ, ଯୋଗଦେବେ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବୁଧବାର ଶପଥଗ୍ରହଣ କରିବେ ନୂଆ ମୁଖ୍ୟମନ୍ତ୍ରୀ। ଏହି ଦୁଇ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଥିପାଇଁ ଉଭୟ ଭୋପାଳ ଓ ରାୟପୁରରେ...

ସରକାରୀ ବଙ୍ଗଳା ଖାଲି କରିବାକୁ ମହୁଆ ମୈତ୍ରଙ୍କୁ ନୋଟିସ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକସଭାରୁ ବହିଷ୍କାର ହେବା ପରେ ସରକାରୀ ବଙ୍ଗଳା ଖାଲି କରିବାକୁ ଟିଏମସି ସାଂସଦ ମହୁଆ ମୈତ୍ରଙ୍କୁ ନୋଟିସ୍ ଜାରି କରାଯାଇଛି। ୩୦ ଦିନ ମଧ୍ୟରେ ଘର ଖାଲି କରିବାକୁ ନୋଟିସରେ ଦର୍ଶାଯାଇଛି।...

ମୋହନ ଯାଦବ ହେବେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ଲାଗି ରହିଥିବା ସବୁ କଳ୍ପନା ଜଳ୍ପନାର ଅନ୍ତ ହୋଇଛି। ମୋହନ ଯାଦବ ହେବେ ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ। ସୋମବାର ଦିନ ମଧ୍ୟପ୍ରଦେଶରେ ବସିଥିବା ବିଧାୟକ ଦଳର...

ମିଜୋରାମର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଜେଡପିଏମ୍‌ ନେତା ଲାଲଦୁହୋମା

ଓଡ଼ିଶାଲାଇଭ୍ ବ୍ୟୁରୋ ମିଜୋରାମର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ‘ଜୋରମ୍‌ ପିପୁଲ୍ସ ମୁଭମେଣ୍ଟ’ର (ଜେଡପିଏମ୍‌) ନେତା ଲାଲଦୁହୋମା। ଶୁକ୍ରବାର ମିଜୋରାମର ରାଜ୍ୟପାଳ ଡକ୍ଟର ଖମ୍ଭମପତି ହରି ବାବୁ ତାଙ୍କୁ ପଦ ଓ ଗୋପନୀୟତାର...

ଟଙ୍କା ନେଇ ଲୋକସଭାରେ ପ୍ରଶ୍ନ ପଚାରିବା ମାମଲା: ରଦ୍ଦ ହେଲା ଟିଏମସି ସାଂସଦ ମହୁଆ ମୈତ୍ରଙ୍କ ସଦସ୍ୟତା

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକସଭାରେ ଟଙ୍କା ନେଇ ପ୍ରଶ୍ନ ପଚାରିବା ମାମଲାରେ ଟିଏମସି ସାଂସଦ ମହୁଆ ମୈତ୍ରଙ୍କ ସଦସ୍ୟତା ରଦ୍ଦ ହୋଇଛି। ଏହି ମାମଲାରେ ସଂସଦୀୟ ଏଥିକ୍ସ କମିଟିର ରିପୋର୍ଟ ଆଧାରରେ ଶୁକ୍ରବାର ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...

କିଏ ହେବେ ମୁଖ୍ୟମନ୍ତ୍ରୀ ଚାଲିଛି ବିଜେପିର ମାନସ ମନ୍ଥନ: ତିନି ରାଜ୍ୟକୁ ଗଲେ ୯ ପର୍ଯ୍ୟବେକ୍ଷକ

ଓଡ଼ିଶାଲାଇଭ୍ ବ୍ୟୁରୋ ତିନି ରାଜ୍ୟରେ କିଏ ହେବେ ମୁଖ୍ୟମନ୍ତ୍ରୀ, ତାକୁ ନେଇ ଚାଲିଛି ବିଜେପିର ମାନସ ମନ୍ଥନ। ଛତିଶଗଡ଼, ରାଜସ୍ଥାନ ଏବଂ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଚେହେରା କିଏ ହେବେ ତା’ର ନିଷ୍ପତ୍ତି କରିବେ ବିଜେପିର...

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଛୋଟ ଅଦଳବଦଳ, ୪ ମନ୍ତ୍ରୀଙ୍କୁ ଅତିରିକ୍ତ ଦାୟିତ୍ଵ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତରେ ୫ଟି ରାଜ୍ୟର ବିଧାନସଭା ନିର୍ବାଚନ ପରେ ଏବେ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଛୋଟ ଅଦଳବଦଳ ଦେଖିବାକୁ ମିଳିଛି। ନିର୍ବାଚନରେ ବିଜେପି ଟିକେଟରୁ ବିଜୟୀ ହୋଇଥିବା ୩ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମର,...

ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବାନ୍ତ ରେଡ୍ଡୀ

ଓଡ଼ିଶାଲାଇଭ୍ ବ୍ୟୁରୋ ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ରେବାନ୍ତ ରେଡ୍ଡୀ। ଗୁରୁବାର ତେଲେଙ୍ଗାନାର ରାଜ୍ୟପାଳ ଡାକ୍ତର ତାମିଲିସାଇ ସୌନ୍ଦରାଜନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହାସହିତ ଅନ୍ୟ...

ଇସ୍ତଫା ଦେଲେ ନିର୍ବାଚନ ଜିତିଥିବା ୧୦ ଜଣ ବିଜେପି ସାଂସଦ

ଓଡ଼ିଶାଲାଇଭ୍ ବ୍ୟୁରୋ ଇସ୍ତଫା ଦେଲେ ନିର୍ବାଚନରେ ବିଜୟ ହାସଲ କରିଥିବା ୧୦ ଜଣ ବିଜେପି ସାଂସଦ। ଦେଶର ୫ଟି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ ଜିତିବା ପରେ ବିଜେପି ସାଂସଦମାନେ ନିଜ ଇସ୍ତଫାପତ୍ର ବୁଧବାର...

ରାଜସ୍ଥାନ: ଜାତୀୟ ରାଜପୁତ କରଣୀ ସେନାର ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଗୁଳିକରି ହତ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜସ୍ଥାନରେ ଦିନ ଦ୍ୱି’ପହରରେ ଜାତୀୟ ରାଜପୁତ କରଣୀ ସେନାର ରାଷ୍ଟ୍ରୀୟ ଅଧ୍ୟକ୍ଷକ ସୁଖଦେବ ସିଂହ ଗୋଗାମେଡୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମଙ୍ଗଳବାର ଦିନ ଦୁଇ ଜଣ ଆକ୍ରମଣକାରୀ ସୁଖଦେବଙ୍କ ଘରେ...