ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବିଧାନସଭା ନିର୍ବାଚନ ଲାଗି ଚାଲିଛି ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଶୁକ୍ରବାର ଦିନ ମଧ୍ୟପ୍ରଦେଶରେ ପ୍ରଥମ ପର୍ଯ୍ୟାୟ ଏବଂ ଛତିଶଗଡ଼ରେ ଦ୍ଵିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ଚାଲିଛି ମତଦାନ। ଆଜି ସକାଳ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୫ଟା ଯାଏଁ...

ନଭେମ୍ବର ୨୧ରେ ଓଡ଼ିଶା ବିଧାନସଭା ଉପବାଚସ୍ପତି ନିର୍ବାଚନ

ଓଡ଼ିଶାଲାଇଭ୍ ବ୍ୟୁରୋ ନଭେମ୍ବର ୨୧ ତାରିଖରେ ଓଡ଼ିଶା ବିଧାନସଭା ଉପବାଚସ୍ପତି ନିର୍ବାଚନ। ସକାଳ ୯ଟା ୩୦ ମିନିଟରେ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ବିଧାନସଭାର ସମସ୍ତ ସଦସ୍ୟଙ୍କୁ ଚିଠିଲେଖି ଜଣାଇଛନ୍ତି ବିଧାନସଭା ସଚିବ ଦାସରଥୀ...

ନଭେମ୍ବର ୨୦ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଓଡ଼ିଶା ଆବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ନଭେମ୍ବର ୨୦ ଓ ୨୧ ତାରିଖ ଦୁଇଦିନିଆ ମୟୂରଭଞ୍ଜ ଗସ୍ତରେ ଆସିବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବିଧିବଦ୍ଧ...

ନିର୍ବାଚନ ପ୍ରଚାର ବେଳେ ଅଘଟଣ, ଅଳ୍ପକେ ବର୍ତ୍ତିଲେ ତେଲେଙ୍ଗାନା ମନ୍ତ୍ରୀ କେଟିଆର

 ଓଡ଼ିଶାଲାଇଭ୍ ବ୍ୟୁରୋ (ବିଶାଖାପାଟଣାରୁ ଯଶୋବନ୍ତ ପାଢ଼ୀ): ନଭେମ୍ବର ୩୦ ତାରିଖରେ ତେଲେଙ୍ଗାନାରେ ବିଧାନସଭା ନିର୍ବାଚନ। ଏଥିପାଇଁ ନିଜ ନିଜ ଦଳର ପ୍ରାର୍ଥୀଙ୍କ ପାଇଁ ଚାଲିଛି ପ୍ରଚାର। ଗୁରୁବାର ଦିନ ଆର୍ମୋର ନିର୍ବାଚନମଣ୍ଡଳୀରେ ନିର୍ବାଚନ ପ୍ରଚାର...

ପୁରୀ ଶ୍ରୀମନ୍ଦିର ଚାରିଦ୍ଵାର ଖୋଲିବା ଦାବିରେ ସାରା ରାଜ୍ୟରେ କଂଗ୍ରେସର ସଂକୀର୍ତ୍ତନ ସତ୍ୟାଗ୍ରହ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁରୀ ଶ୍ରୀମନ୍ଦିରର ଚାରିଦ୍ଵାର ଖୋଲିବା ଏବଂ ରତ୍ନ ଭଣ୍ଡାରର ମରାମତି କରିବା ଦାବିରେ କଂଗ୍ରେସ ପକ୍ଷରୁ ସାରା ରାଜ୍ୟରେ ଗୁରୁବାର ଦିନ ସଂକୀର୍ତ୍ତନ ସତ୍ୟାଗ୍ରହ ହେଉଛି। ରାଜ୍ୟର ସମସ୍ତ ଶ୍ରୀ ଜଗନ୍ନାଥ ମନ୍ଦିରରେ...

ଉପବାଚସ୍ପତି ପଦବୀରୁ ଇସ୍ତଫା ଦେଲେ ରଜନୀକାନ୍ତ ସିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭାର ଉପବାଚସ୍ପତି ପଦବୀରୁ ଇସ୍ତଫା ଦେଇଛନ୍ତି ରଜନୀକାନ୍ତ ସିଂ। ବୁଧବାର ଦିନ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଭେଟି ସେ ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଗତ ୨୦୧୯ ମସିହା ଜୁନ ମାସଠାରୁ...

ମହେଶ୍ଵର ମହାନ୍ତିଙ୍କୁ ଅନ୍ତିମ ବିଦାୟ, ପୁରୀ ସ୍ଵର୍ଗଦ୍ଵାରରେ ଶେଷକୃତ୍ୟ ସମ୍ପନ୍ନ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପୁରୀ ସ୍ଵର୍ଗଦ୍ଵାରଠାରେ ବିଜେଡିର ବରିଷ୍ଠ ନେତା ତଥା ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅଶ୍ରୁଳ ପରିବେଶ ମଧ୍ୟରେ ସବୁଦିନ ପାଇଁ...

ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ବିଶିଷ୍ଟ ବ୍ୟକ୍ତି ବିଶେଷ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହେଶ୍ଵର ମହାନ୍ତିଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।...

ଆଜି ଛତିଶଗଡ଼ ଓ ମିଜୋରାମରେ ବିଧାନସଭା ନିର୍ବାଚନ, କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି ଭୋଟ ଗ୍ରହଣ

ଓଡ଼ିଶାଲାଇଭ୍ ବ୍ୟୁରୋ ଛତିଶଗଡ଼ ଓ ମିଜୋରାମରେ ବିଧାନସଭା ନିର୍ବାଚନ ଆରମ୍ଭ ହୋଇଛି ମତଦାନ। ମଙ୍ଗଳବାର ଛତିଶଗଡ଼ର ମୋଟ ୯୦ ଆସନ ମଧ୍ୟରୁ ୨୦ଟି ଆସନରେ ମତଦାନ ହେଉଥିବାବେଳେ ମିଜୋରାମର ସମସ୍ତ ୪୦ଟି ଯାକ ଆସନରେ...

ପ୍ରତାପ କୁମାର ଜେନା ଓ ସଞ୍ଜୟ ଦାସବର୍ମାଙ୍କୁ ବିଜେଡିର ନୂଆ ଦାୟିତ୍ଵ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଧାୟକ ପ୍ରତାପ କୁମାର ଜେନା ଏବଂ ବିଜେଡିର ବରିଷ୍ଠ ନେତା ସଞ୍ଜୟ ଦାସବର୍ମାଙ୍କୁ ମିଳିଛି ବିଜେଡିର ନୂଆ ଦାୟିତ୍ଵ। ପ୍ରତାପ କୁମାର ଜେନାଙ୍କୁ କେନ୍ଦ୍ରାପଡ଼ା ବିଜେଡି ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ଵ ଦିଆଯାଇଥିବାବେଳେ...