ନିତ୍ୟାନନ୍ଦ କାନୁନଗୋ- ଜଣେ ଅନନ୍ୟ ମଣିଷ
ଭାସ୍କର ପରିଚ୍ଛା
ଜାତୀୟ ରାଜନୀତିରେ ଯଦି ଓଡ଼ିଶାର ତୃତୀୟ ବ୍ୟକ୍ତି କେହି ପ୍ରତିଷ୍ଠା ଅର୍ଜନ କରିଥାନ୍ତି ସେ ହେଉଛନ୍ତି ନିତ୍ୟାନନ୍ଦ କାନୁନଗୋ।
ଡକ୍ଟର ହରେକୃଷ୍ଣ ମହତାବଙ୍କ ସମସାମୟିକ ଓ ବିଜୟାନନ୍ଦ ପଟ୍ଟନାୟକଙ୍କ ପୂର୍ବରୁ ଜାତୀୟ ରାଜନୀତିରେ...
ମାନସ ମଙ୍ଗରାଜ ହେଲେ ରାଜ୍ୟସଭାରେ ବିଜେଡିର ମୁଖ୍ୟ ସଚେତକ
ଓଡ଼ିଶାଲାଇଭ୍ ବ୍ୟୁରୋ
ସାଂସଦ ମାନସ ମଙ୍ଗରାଜ ହେଲେ ରାଜ୍ୟସଭାରେ ବିଜେଡିର ମୁଖ୍ୟ ସଚେତକ। ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏ ନେଇ...
ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନ: ଯମୁନା ନାୟକ ନିର୍ବାଚିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନରେ ଯମୁନା ନାୟକ ନିର୍ବାଚିତ ହୋଇଛନ୍ତି। ଏହି ଉପନିର୍ବାଚନ ଲାଗି ଅନ୍ୟ କୌଣସି ପ୍ରତିଦ୍ଵନ୍ଦ୍ଵୀ ପ୍ରାର୍ଥିପତ୍ର ଦାଖଲ କରିନଥିବାରୁ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଛନ୍ତି ଯମୁନା...
ଆରମ୍ଭରୁ ହଟ୍ଟଗୋଳ: ଅପରାହ୍ଣ ୪ଟା ଯାଏଁ ବିଧାନସଭା ମୁଲତବୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଠିକ୍ ଭାବେ ଚାଲିପାରୁନି ବିଧାନସଭା। ବିଧାନସଭାର ମୌସୁମୀ ଅଧିବେଶନ ବୁଧବାର ଦିନ ଶେଷ ହେବାକୁ ଥିବାବେଳେ ମଙ୍ଗଳବାର ଦିନ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା...
ଭୁବନେଶ୍ୱରରେ ଦୁଇ କେନ୍ଦ୍ରମନ୍ତ୍ରୀ, ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁର ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ କେନ୍ଦ୍ରମନ୍ତ୍ରୀ। ମଙ୍ଗଳବାର...
ଆରମ୍ଭ ହେଲା ବିଜେଡିର ଜନସମ୍ପର୍କ ପଦଯାତ୍ରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଅକ୍ଟୋବର ୨ ତାରିଖ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଆରମ୍ଭ ହୋଇଛି ବିଜୁ ଜନତା ଦଳ (ବିଜେଡି)ର ଜନସମ୍ପର୍କ ପଦଯାତ୍ରା। ମୁଖ୍ୟମନ୍ତ୍ରୀ ନବନୀ ପଟ୍ଟନାୟକ ଭୁବନେଶ୍ଵର ଏକାମ୍ର ନିର୍ବାଚନ ମଣ୍ଡଳିରୁ ଜନସମ୍ପର୍କ...
ବୌଦ୍ଧ ନଗରରେ ମହାନଦୀ ଆଳତୀ ସହ ‘ମୋ ମାଟି ମୋ ଦେଶ’ କାର୍ଯ୍ୟକ୍ରମ ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବୌଦ୍ଧରୁ ଦେବବ୍ରତ ଦାଶ): ବୌଦ୍ଧ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୌଦ୍ଧ ଗ୍ରାମୀଣ ୬ ନମ୍ବର ମଣ୍ଡଳ ଏବଂ ବୌଦ୍ଧ ନଗର ୧୦ ନମ୍ବର ମଣ୍ଡଳର ବିଭିନ୍ନ ଗ୍ରାମ ବୁଲି କେନ୍ଦ୍ର ସରକାରଙ୍କ...
ବିଜେପିରେ ସାମିଲ ହେଲେ କଳାହାଣ୍ଡିର ପୂର୍ବତନ ସାଂସଦ ଅର୍କକେଶରୀ ଦେଓ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଜେଡି ଛାଡ଼ି ବିଜେପିରେ ସାମିଲ ହେଲେ କଳାହାଣ୍ଡିର ପୂର୍ବତନ ସାଂସଦ ଅର୍କକେଶରୀ ଦେଓ ଏବଂ ତାଙ୍କ ପତ୍ନୀ ମାଳବିକା ଦେଓ। ବୁଧବାର ଦିନ ଭୁବନେଶ୍ଵରସ୍ଥିତ ବିଜେପି କାର୍ଯ୍ୟାଳୟରେ ଉଭୟ ଦଳରେ ମିଶିଛନ୍ତି।
ବିଜେପିର...
ବିଧାନସଭାରେ ଓଡ଼ିଶା ଆପାର୍ଟମେଣ୍ଟ ବିଲ୍ ସମେତ ୬ଟି ବିଲ୍ ପାରିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ବିଧାନସଭାରେ ମଙ୍ଗଳବାର ଦିନ ୬ଟି ବିଲ୍ ପାରିତ ହୋଇଛି। ଏଗୁଡ଼ିକ ହେଲା ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ବିଲ୍ ୨୦୨୩, ପଦ ଓ ସେବା ସଂରକ୍ଷଣ ବିଲ୍, ଓଡ଼ିଶା...
ସିସୋର ଚିଟଫଣ୍ଡ ଠକେଇ ମାମଲା: ପ୍ରଭାତ ରଞ୍ଜନ ବିଶ୍ଵାଳଙ୍କ ନାଁରେ ଅତିରିକ୍ତ ଚାର୍ଜସିଟ୍ ଦାଖଲ କଲା ଇଡି
ଓଡ଼ିଶାଲାଇଭ୍ ବ୍ୟୁରୋ
ସିସୋର ଚିଟଫଣ୍ଡ ଠକେଇ ମାମଲାରେ କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ଵାଳଙ୍କ ନାଁରେ ଅତିରିକ୍ତ ଚାର୍ଜସିଟ୍ ଦାଖଲ କରିଛି ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି)। ପ୍ରଭାତ ରଞ୍ଜନ ବିଶ୍ଵାଳଙ୍କ ପତ୍ନୀ ଲକ୍ଷ୍ମୀ...




















