ବ୍ରିକ୍ସରେ ଯୋଡ଼ି ହେବ ଆଉ ୬ଟି ଦେଶ, ଏଣିକି ନାଁ ହେବ ବ୍ରିକ୍ସ ପ୍ଲସ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ବ୍ରିକ୍ସ ସହ ଯୋଡ଼ି ହେବାକୁଯାଉଛି ୬ଟି ନୂଆ ଦେଶ। ଆଗକୁ ବ୍ରିକ୍ସର ନାଁ ହେବ ବ୍ରିକ୍ସ ପ୍ଲସ୍। ଏ ନେଇ ଦକ୍ଷିଣ ଆଫ୍ରିକାର ଜୋହନସବର୍ଗଠାରେ ଚାଲିଥିବା ବ୍ରିକ୍ସର ୧୫ତମ ସମ୍ମିଳନୀରେ ଗୁରୁବାର ଦିନ ଘୋଷଣା...
ଓଡ଼ିଶାରେ ଅନେକ ‘ମେଡିକାଲ ଅଫିସର’ ପଦବୀ ପାଇଁ ନିଯୁକ୍ତି ସୁଯୋଗ, ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୧୮
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅନେକ ଡାକ୍ତର (ମେଡିକାଲ ଅଫିସର) ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ରାଜ୍ୟର ବିଭିନ୍ନ ଡାକ୍ତରଖାନା ପାଇଁ ୭...
ନୂଆ କଂଗ୍ରେସ କାର୍ଯ୍ୟକାରିଣୀ କମିଟିରେ ଓଡ଼ିଶା ନେତାଙ୍କୁ ଅଣଦେଖା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଗାମୀ ୨୦୨୪ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ଆରମ୍ଭ କରିଛି କଂଗ୍ରେସ। ରବିବାର ଦିନ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (ସିଡବ୍ଲ୍ୟୁସି) ଘୋଷଣା କରାଯାଇଛି। ନୂଆ କମିଟିରେ ଓଡ଼ିଶାର କୌଣସି ଦଳୀୟ...
ମଧ୍ୟପ୍ରଦେଶ ଓ ଛତିଶଗଡ଼ ବିଧାନସଭା ନିର୍ବାଚନ ପାଇଁ ବିଜେପିର ରଣନୀତି, ଘୋଷଣା କଲା ପ୍ରଥମ ପ୍ରାର୍ଥୀ ତାଲିକା
ଓଡ଼ିଶାଲାଇଭ୍ ବ୍ୟୁରୋ
ମଧ୍ୟପ୍ରଦେଶ ଓ ଛତିଶଗଡ଼ ବିଧାନସଭା ନିର୍ବାଚନ ପାଇଁ ଅଣ୍ଟା ଭିଡ଼ିଛି ବିଜେପି। ଚଳିତବର୍ଷ ଶେଷ ଆଡ଼କୁ ଉଭୟ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ଦଳ ନିଜର ପ୍ରଥମ...
କେନ୍ଦ୍ର କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି: ପିଏମ୍ ଇ-ବସ୍ ସେବା ଓ ବିଶ୍ଵକର୍ମା ଯୋଜନାକୁ ମଞ୍ଜୁରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ର କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ବୁଧବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ (ପିଏମ୍) ଇ-ବସ୍ ସେବା ଏବଂ ବିଶ୍ଵକର୍ମା ଯୋଜନାକୁ ମଞ୍ଜୁରୀ ପ୍ରଦାନ...
ଆଜିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ସେ ବୁଧବାର ରାତିରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ସେ ରାଜ୍ୟ ବିଜେପି ମୁଖ୍ୟାଳୟରେ ଏକ ଦଳୀୟ କାର୍ଯ୍ୟକ୍ରମରେ...
ସ୍ୱାଧୀନତା ଦିବସ ଅବସରରେ ଲାଲକିଲାରୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ – ‘କୋଭିଡ ବେଳେ ସାରା ବିଶ୍ଵକୁ ମାନବିକତା ଶିଖାଇଛି ଭାରତ”
ଓଡ଼ିଶାଲାଇଭ୍ ବ୍ୟୁରୋ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୭୭ ତମ ସ୍ଵାଧୀନତା ଦିବସ ଅବସରରେ ଲାଲକିଲାଠାରେ ଜାତୀୟ ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ପତାକା ଉତ୍ତୋଳନ କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ ରାଜଘାଟଠାରେ ମହାତ୍ମା...
ଅନଓ୍ଵର ଉଲ ହକ୍ କାକର ହେବେ ପାକିସ୍ତାନର କାମଚଳା ପ୍ରଧାନମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ପାକିସ୍ତାନରେ ନାସନାଲ ଆସେମ୍ବଲି ଭଙ୍ଗ ହେବା ସହ ରାଜନୈତିକ ଅସ୍ଥିରତା ଲାଗିରହିଛି। ଏହାରି ମଧ୍ୟରେ ଅନଓ୍ଵର ଉଲ ହକ କାକରଙ୍କୁ ପାକିସ୍ତାନର କାମଚଳା ପ୍ରଧାନମନ୍ତ୍ରୀ ଭାବେ ଚୟନ କରାଯାଇଛି। ଏ ନେଇ...
ତାଜାକିସ୍ତାନର ଅନ୍ତର୍ଜାତୀୟ ବ୍ୟାଡମିଣ୍ଟନ ସିରିଜରେ ଓଡ଼ିଆ ଝିଅଙ୍କ କମାଲ: ସ୍ୱର୍ଣ୍ଣ ଜିତିଲେ ଶ୍ୱେତପର୍ଣ୍ଣା ଓ ଋତୁପର୍ଣ୍ଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ଦୁଇ ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ଶ୍ୱେତପର୍ଣ୍ଣା ପଣ୍ଡା ଓ ଋତୁପର୍ଣ୍ଣା ପଣ୍ଡା ଭାରତ ପାଇଁ ଆଣିଛନ୍ତି ଗୌରବ। ଏହି ଦୁଇ ବ୍ୟାଡମିଣ୍ଟନ ଖେଳାଳି ବିଡବ୍ଲ୍ୟୁଏଫ୍ ତାଜାକିସ୍ତାନ ଅନ୍ତର୍ଜାତୀୟ ସିରିଜର ମହିଳା...
ବଦଳିବ ବ୍ରିଟିଶ ଅମଳର ଆଇପିସି, ସିଆରପିସି ଓ ଆଇଇଏ ଧାରା, ଆସିବ ନୂଆ ଆଇନ
ଓଡ଼ିଶାଲାଇଭ୍ ବ୍ୟୁରୋ
ବ୍ରିଟିଶ ଅମଳର ୩ଟି ଗୁରୁତ୍ଵପୂର୍ଣ୍ଣ ଆଇନ ବ୍ୟବସ୍ଥାରେ ପରିବର୍ତ୍ତନ କରାଯିବ। ଆଇପିସି, ସିଆରପିସି ଏବଂ ଆଇଇଏ ଧାରା ବଦଳି ଆସିବ ନୂଆ ଆଇନ। ଶୁକ୍ରବାର ଦିନ ଏ ନେଇ ସଂସଦରେ ୩ଟି...




















