ଅନାସ୍ଥା ପ୍ରସ୍ତାବ ଉପରେ ଲୋକସଭାରେ ବିତର୍କ ଜାରି, ମଣିପୁର ମାମଲାରେ କେନ୍ଦ୍ରକୁ ବିରୋଧୀଙ୍କ ଟାର୍ଗେଟ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ର ସରକାରଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ମଙ୍ଗଳବାର ଲୋକସଭାରେ ଆଲୋଚନା ଆରମ୍ଭ ହୋଇଛି। ଏହି ଅନାସ୍ଥା ବିତର୍କବେଳେ ଇ-ଣ୍ଡି-ଆ ମେଣ୍ଟର ସାଂସଦମାନେ ମଣିପୁର ପ୍ରସଙ୍ଗରେ ସରକାରଙ୍କୁ ସମାଲୋଚନା କରିଛନ୍ତି।...
୧୩୭ ଦିନ ପରେ ପୁଣି ସଂସଦକୁ ଫେରିଲେ ରାହୁଲ,‘ଇଣ୍ଡିଆ’ର ସେଲିବ୍ରେସନ
ଓଡ଼ିଶାଲାଇଭ୍ ବ୍ୟୁରୋ
ସାଂସଦ ପଦ ଫେରି ପାଇଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଦୀର୍ଘ ୧୩୭ ଦିନର ବ୍ୟବଧାନ ପରେ ସୋମବାର ଦିନ ସଂସଦ ଭବନରେ ପହଞ୍ଚିଲେ ରାହୁଲ। ରାହୁଲ ଗାନ୍ଧୀ ସାଂସଦ ପଦ...
ସୁପ୍ରିମକୋର୍ଟରୁ ଆଶ୍ଵସ୍ତି ମିଳିବାପରେ ସାଂସଦ ପଦ ଫେରି ପାଇଲେ ରାହୁଲ ଗାନ୍ଧୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ସାଂସଦ ପଦ ଫେରି ପାଇଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ମୋଦୀ ସରନେମ ମାମଲାରେ ସୁପ୍ରିମକୋର୍ଟ ରାହୁଲଙ୍କ ଦଣ୍ଡାଦେଶ ଉପରେ ରୋକ ଲଗାଇବାପରେ ସେ ନିଜ ଲୋକସଭା ସଦସ୍ୟତା ଫେରିପାଇଛନ୍ତି। ଏନେଇ...
ବିଜେପିର ମିଶନ ୨୦୨୪: ଭୁବନେଶ୍ଵରରେ ଦଳୀୟ କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ଅମିତ ଶାହ
ଓଡ଼ିଶାଲାଇଭ୍ ବ୍ୟୁରୋ
ତୃଣମୂଳସ୍ତରରୁ ସଂଗଠନକୁ ମଜଭୁତ କରି ଆଗାମୀ ନିର୍ବାଚନରେ ଭଲ ପ୍ରଦର୍ଶନ ପାଇଁ ଭୁବନେଶ୍ଵରରେ ଦଳୀୟ କର୍ମୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବାବେଳେ...
ତୋଷାଖାନା ମାମଲାରେ ଇମ୍ରାନ ଖାନଙ୍କୁ ୩ ବର୍ଷ ଜେଲ, ୫ ବର୍ଷ ଯାଏଁ ଲଢ଼ିପାରିବେନି ନିର୍ବାଚନ
ଓଡ଼ିଶାଲାଇଭ୍ ବ୍ୟୁରୋ
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ବଡ଼ ଝଟକା ଲାଗିଛି। ଶନିବାର ଦିନ ତୋଷାଖାନା ଭ୍ରଷ୍ଟାଚାର ମାମଲାରେ ଇମ୍ରାନ ଖାନଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ...
ଭୁବନେଶ୍ଵରରେ ଅମିତ ଶାହ: ଆଜି ରାଜ୍ୟ ସରକାରଙ୍କ ସହ ଗୁରୁତ୍ଵପୂର୍ଣ୍ଣ ବୈଠକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସେ ଶୁକ୍ରବାର ରାତି ୧୨ଟା ବେଳେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ। ତାଙ୍କୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଭୁବନେଶ୍ଵର ସାଂସଦ ଅପରାଜିତା...
‘ମୋଦୀ ସରନେମ’ ମାମଲାରେ ରାହୁଲ ଗାନ୍ଧୀଙ୍କୁ ଆଶ୍ଵସ୍ତି, ଦଣ୍ଡ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
‘ମୋଦୀ ସରନେମ’ ମାମଲାରେ ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ଵସ୍ତି। ସୁରଟ ସେସନ୍ସ କୋର୍ଟଙ୍କ ଦଣ୍ଡ ଉପରେ ଶୁକ୍ରବାର ଦିନ ରୋକ ଲଗାଇଲେ ସୁପ୍ରିମକୋର୍ଟ। ଚୂଡ଼ାନ୍ତ ଶୁଣାଣି ନହେବା ପର୍ଯ୍ୟନ୍ତ...
୨୦୨୪ ନିର୍ବାଚନ ପାଇଁ ରଣନୀତି: ଓଡ଼ିଶା ବିଜେପି ଗଠନ କଲା ନୂଆ ଟିମ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟ ବିଜେପି ପକ୍ଷରୁ ୩୫ ଜଣିଆ ନୂଆ ଟିମ୍ ଘୋଷଣା
ଟିମରେ ୧୦ ଉପସଭାପତି ଏବଂ ୫ ସାଧାରଣ ସମ୍ପାଦକ ସାମିଲ
ଦଳ ପକ୍ଷରୁ ବିଭିନ୍ନ ମୋର୍ଚ୍ଚା ସଭାପତିଙ୍କ ନାଁ...
ଦିଲ୍ଲୀ ସେବା ବିଲ୍ ଲୋକସଭାରେ ପାରିତ, ସମର୍ଥନ କଲା ବିଜେଡି
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀ ସେବା ବିଲ୍ ଗୁରୁବାର ଲୋକସଭାରେ ପାରିତ ହୋଇଛି। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଏବଂ ହୋହଲ୍ଲା ମଧ୍ୟରେ ଏହି ବିଲ୍ ପାରିତ ହୋଇଥିଲା। ଏହି ବିଲକୁ ବିଜେଡି ପକ୍ଷରୁ ସମର୍ଥନ କରାଯାଇଛି।...
ଅଗଷ୍ଟ ୪ରେ ଓଡ଼ିଶା ଆସିବେ ଅମିତ ଶାହ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅଗଷ୍ଟ ୪ ତାରିଖରେ ଦୁଇଦିନିଆ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଏହି ଗସ୍ତ ସମୟରେ ଅମିତ ଶାହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏପଟେ ଶାହଙ୍କ...




















