ଆଜିଠୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୩ ଦିନିଆ ଓଡ଼ିଶା ଗସ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ମଙ୍ଗଳବାର ଦିନଠାରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବାୟୁସେନାର ସ୍ଵତନ୍ତ୍ର ବିମାନ ଯୋଗେ ମଙ୍ଗଳବାର ସନ୍ଧ୍ୟା ୬ଟା...

ଆଇଭିଏଫ୍ ପଦ୍ଧତିରେ କେମିତି କରିବେ ଗର୍ଭଧାରଣ ?

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ବିଶ୍ଵ ଆଇଭିଏଫ୍ ଦିବସ। ଯେଉଁମାନେ ସାଧାରଣ ଭାବେ ଗର୍ଭଧାରଣ କରିବାକୁ ସକ୍ଷମ ହେଉନାହାନ୍ତି, ସେମାନେ କିଭଳି ଆଇଭିଏଫ୍ ମାଧ୍ୟମରେ କରିପାରିବେ ଗର୍ଭଧାରଣ ଆସନ୍ତୁ ଜାଣିବା। ଇନ ଭିଟ୍ରୋ ଫର୍ଟିଲାଇଜେସନ ବା ଆଇଭିଏଫ୍,...

ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ପାଇଁ ଜୋରଦାର ପ୍ରସ୍ତୁତି, ମୁତୟନ ହେବେ ୩୬ ପ୍ଲାଟୁନ ଫୋର୍ସ

ଓଡ଼ିଶାଲାଇଭ୍ ବ୍ୟୁରୋ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ଦିନ ବାୟୁସେନାର ସ୍ଵତନ୍ତ୍ର ବିମାନ ଯୋଗେ ଭୁବନେଶ୍ଵରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।...

ଜ୍ଞାନବାପୀ ମସଜିଦ ମାମଲା: ଦୁଇ ଦିନ ପାଇଁ ଏଏସଆଇ ସର୍ଭେ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ଓଡ଼ିଶାଲାଇଭ୍ ବ୍ୟୁରୋ ବାରାଣାସୀ ସ୍ଥିତ ଜ୍ଞାନବାପୀ ମସଜିଦ୍‌ ପରିସରରେ ଏଏସଆଇର ସର୍ଭେ କାମ ବନ୍ଦ କରିବା ଲାଗି ସୋମବାର ଦିନ ନିର୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଆସନ୍ତା ଜୁଲାଇ ୨୬ ତାରିଖ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ...

କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ: ୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତ ହେଲା ରଣନୀତି

ଓଡ଼ିଶାଲାଇଭ୍ ବ୍ୟୁରୋ କନ୍ଦଳ ଭିତରେ ଅନୁଷ୍ଠିତ ହୋଇଛି ଓଡ଼ିଶା ପ୍ରଦେଶ କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ। ପ୍ରସ୍ତୁତ ହୋଇଛି ଆଗାମୀ ନିର୍ବାଚନ ପାଇଁ ରଣନୀତି I  ଶନିବାର ଦିନ କନ୍ଦଳ ଭିତରେ ଅନୁଷ୍ଠିତ ହୋଇଛି ଓଡ଼ିଶା ପ୍ରଦେଶ...

ଭାରତର ଦ୍ଵିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ରେକର୍ଡ। ସେ ଏବେ ଭାରତର ଦ୍ଵିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ନବୀନ ପଟ୍ଟନାୟକ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି...

୧୭ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟର ମୋହର

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକରେ ୧୭ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ଲୋକସେବା ଭବନରେ ଆୟୋଜିତ ରାଜ୍ୟ କ୍ୟାବିନେଟର ୬୨ତମ ବୈଠକରେ...

ସଂସଦରେ ମଣିପୁର ହିଂସାର ତାତି, ସୋମବାର ଯାଏଁ ଉଭୟ ଲୋକସଭା ଓ ରାଜ୍ୟସଭା ମୁଲତବୀ

ଓଡ଼ିଶାଲାଇଭ୍ ବ୍ୟୁରୋ ମଣିପୁର ହିଂସା ପ୍ରସଙ୍ଗକୁ ନେଇ ଏବେ ସାରା ଦେଶରେ ରାଜନୈତିକ ମାହୋଲ ସରଗରମ ରହିଛି। ଏହାର ପ୍ରଭାବ ସଂସଦର ମୌସୁମୀ ଅଧିବେଶନର ଦ୍ଵିତୀୟ ଦିନରେ ମଧ୍ୟ ଦେଖିବାକୁ ମିଳିଛି। ଏହି ହିଂସା...

‘ମୋଦୀ ସରନେମ’ ମାମଲା: ଅଗଷ୍ଟ ୪ରେ ହେବ ରାହୁଲଙ୍କ ଫଇସଲା

ଓଡ଼ିଶାଲାଇଭ୍ ବ୍ୟୁରୋ ‘ମୋଦୀ ସରନେମ’ ମାମଲାରେ ଗୁଜରାଟ ହାଇକୋର୍ଟଙ୍କଠାରୁ ଝଟକା ମିଳିବା ପରେ ସୁପ୍ରିୟମକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ଦିନ ରାହୁଲଙ୍କ ଆବେଦନ ଉପରେ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ।...

ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ

ଓଡ଼ିଶାଲାଇଭ୍ ବ୍ୟୁରୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ। ଏହି ବୈଠକରେ ୧୨ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ଲାଗିବାର ସମ୍ଭବନା ରହିଛି। କୃଷି, ସ୍ଵାସ୍ଥ୍ୟ,...