ଇଭିଏମରେ ସିଲ୍ ପ୍ରାର୍ଥୀଙ୍କ ଭାଗ୍ୟ, କାହାର ହେବ ଝାରସୁଗୁଡ଼ା ବିଧାନସଭା ଆସନ?
ଓଡ଼ିଶାଲାଇଭ୍ ବ୍ୟୁରୋ
ସରିଲା ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚ। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଷ୍ଟ୍ରଙ୍ଗରୁମରେ ଇଭିଏମରେ ସିଲ ହୋଇ ରହିଛି ପ୍ରାର୍ଥୀଙ୍କ ଭାଗ୍ୟ। କିଏ ମାରିବ ବାଜି ଓ କାହାର ହେବ ଝାରସୁଗୁଡ଼ା ବିଧାନସଭା...
ଇମ୍ରାନ ଖାନଙ୍କୁ ତୁରନ୍ତ ମୁକ୍ତ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗିରଫଦାରୀକୁ ବେଆଇନ ବୋଲି ଦର୍ଶାଇବା ସହ ତାଙ୍କୁ ତୁରନ୍ତ ମୁକ୍ତ କରିବାକୁ ଗୁରୁବାର ଦିନ ନିର୍ଦ୍ଦେଶ ଦେଇଛନ୍ତି ପାକିସ୍ତାନ ସୁପ୍ରିମକୋର୍ଟ।
ଏହାର କିଛି ସମୟ ପୂର୍ବରୁ...
ଇମ୍ରାନ ଖାନଙ୍କ ଗିରଫଦାରୀ ବେଆଇନ – ସୁପ୍ରିମକୋର୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗିରଫଦାରୀକୁ ବେଆଇନ ବୋଲି ଦର୍ଶାଇଛନ୍ତି ପାକିସ୍ତାନ ସୁପ୍ରିମକୋର୍ଟ। ଏକ ଘଣ୍ଟା ମଧ୍ୟରେ ଇମ୍ରାନଙ୍କୁ କୋର୍ଟରେ ହାଜର କରାଇବା ପାଇଁ ଗୁରୁବାର ଦିନ ନିର୍ଦ୍ଦେଶ ଦେଇଛନ୍ତି...
ଅଧିକାରୀଙ୍କ ନିଯୁକ୍ତି ଓ ବଦଳି କ୍ଷମତା ଦିଲ୍ଲୀ ସରକାରଙ୍କ ହାତରେ ରହିବ: ସୁପ୍ରିମକୋର୍ଟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀ ସରକାର ଏବଂ ଉପରାଜ୍ୟପାଳଙ୍କ ମଧ୍ୟରେ ଲାଗି ରହିଥିବା ବିବାଦ ଉପରେ ଗୁରୁବାର ଦିନ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି ସୁପ୍ରିମକୋର୍ଟ। ଅଧିକାରୀମାନଙ୍କ ନିଯୁକ୍ତି ଏବଂ ବଦଳି କ୍ଷମତା ଦିଲ୍ଲୀ ସରକାରଙ୍କ ହାତରେ...
ଆଜି ପ୍ରଧାନମନ୍ତ୍ରୀଙ୍କୁ ନୂଆଦିଲ୍ଲୀରେ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚାରିଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ଅପରାହ୍ଣ ୪ ଟା ୩୦ରେ ନୂଆଦିଲ୍ଲୀଠାରେ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟର ସ୍ଵାର୍ଥ...
ଶାନ୍ତିଶୃଙ୍ଖଳାର ସହ ସରିଲା ଝାରସୁଗୁଡ଼ା ଉପନିର୍ବାଚନ, ଇଭିଏମରେ ସିଲ୍ ପ୍ରାର୍ଥୀଙ୍କ ଭାଗ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶାନ୍ତିଶୃଙ୍ଖଳାର ସହ ସରିଲା ଝାରସୁଗୁଡ଼ା ଉପନିର୍ବାଚନ ଲାଗି ମତଦାନ। ଏବେ ଇଭିଏମରେ ସିଲ୍ ହୋଇ ରହିଛି ପ୍ରାର୍ଥୀଙ୍କ ଭାଗ୍ୟ। ଆସନ୍ତା ୧୩ ତାରିଖରେ ଜଣାପଡ଼ିବ ଝାରସୁଗୁଡ଼ା ଭୋଟର କାହା ଉପରେ କରିଛନ୍ତି...
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ: ଅପରାହ୍ଣ ୫ଟା ସୁଦ୍ଧା ୬୮.୧୨ ପ୍ରତିଶତ ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ବୁଧବାର ଦିନ ଭୋଟ ଗ୍ରହଣ କରାଯାଇଛି। ଏଠାରେ ଅପରାହ୍ଣ ୫ଟା ସୁଦ୍ଧା ୬୮.୧୨ ପ୍ରତିଶତ ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ...
ଇମ୍ରାନଙ୍କ ଗିରଫ ପରେ ପାକିସ୍ତାନରେ ଗୃହଯୁଦ୍ଧ ପରିସ୍ଥିତି
ଓଡ଼ିଶାଲାଇଭ୍ ବ୍ୟୁରୋ
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗିରଫ ହେବା ପରେ ଦେଶରେ ଗୃହଯୁଦ୍ଧ ଭଳି ପରିସ୍ଥିତି ଉପୁଜିଛି। ଇମ୍ରାନଙ୍କ ସମର୍ଥକମାନେ ଅସନ୍ତୋଷ ଜାହିର କରିଛନ୍ତି। ବିଭିନ୍ନ ସ୍ଥାନରେ ଭଙ୍ଗାରୁଜା ସହ ନିଆଁ...
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ: ଅପରାହ୍ଣ ୩ଟା ସୁଦ୍ଧା ୫୫.୨୦ ପ୍ରତିଶତ ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ଶାନ୍ତିଶୃଙ୍ଖଳା ମଧ୍ୟରେ ମତଦାନ ଜାରି ରହିଛି। ଏଠାରେ ଅପରାହ୍ଣ ୩ଟା ସୁଦ୍ଧା ୫୫.୨୦ ପ୍ରତିଶତ ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ...
ଝାରସୁଗୁଡ଼ା ଉପନିର୍ବାଚନ: ଭୋଟ ଦେଲେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ
ଓଡ଼ିଶାଲାଇଭ୍ ବ୍ୟୁରୋ
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଏହି ନିର୍ବାଚନରେ ଭୋଟ ଦେଇଛନ୍ତି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ। ସେ ଝାରସୁଗୁଡ଼ା ପୌରପରିଷଦ ଅନ୍ତର୍ଗତ ୧୭ ନମ୍ବର ୱାର୍ଡର ପୁରୁଣା...




















