ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି: ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ କ୍ୟାବିନେଟରେ ୧୫ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ରାଜ୍ୟ ସରକାର। ସୋମବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟର ୫୮ତମ ବୈଠକ। ଏହି ବୈଠକରେ...

ଦ୍ଵିତୀୟ ପର୍ଯ୍ୟାୟରେ ୩୫ ଲକ୍ଷ ଚାଷୀଙ୍କୁ ମିଳିଲା ୪୪୧ କୋଟିର ସୁଧ ରିହାତି

ଓଡ଼ିଶାଲାଇଭ୍ ବ୍ୟୁରୋ ବିନା ସୁଧରେ ଚାଷୀଙ୍କୁ ମିଳିଲା ଋଣ। ଏଥିପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ଚାଷୀଙ୍କୁ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃଷି...

ଝାରସୁଗୁଡ଼ା ଉପନିର୍ବାଚନ ଲାଗି ଆଜି ଆସିବ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ଲାଗି ସୋମବାର ଦିନ ଆସିବ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା। ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ସନ୍ଧ୍ୟା ସୁଦ୍ଧା ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବା...

ଚର୍ଚ୍ଚାରେ ‘ପିକେ’ଙ୍କ ପଦଯାତ୍ରା: ବଦଳିବ କି ରାଜନୈତିକ ପାଣିପାଗ?

ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ ଚାଲିଛି ପ୍ରଶାନ୍ତ କିଶୋରଙ୍କ ପଦଯାତ୍ରା। ନିର୍ବାଚନ ରଣନୀତି ପ୍ରସ୍ତୁତିରୁ ଦୂରେଇ ରହିଥିବା ପିକେ କାହା ସ୍ଵାର୍ଥରେ ବିହାରରେ ବ୍ୟସ୍ତ ରହିଛନ୍ତି ତାକୁ ନେଇ ଉଠିଛି ପ୍ରଶ୍ନ। ପ୍ରଶାନ୍ତ କିଶୋର, ରାଜନୀତି ପ୍ରତି...

ଉଠୁଛି ପଡୁଛି ରାଜସ୍ଥାନ ରାଜନୀତି: ‘ପାଇଲଟ୍‌-ଗେହଲଟ୍‌’ ଲଢ଼େଇ

ଓଡ଼ିଶାଲାଇଭ୍‌ ପଲିଟିକାଲ ବ୍ୟୁରୋ ରାଜସ୍ଥାନରେ କ୍ଷମତା ହାତେଇବାକୁ ସଚିନ ପାଇଲଟ ଏବଂ ଆଶୋକ ଗେହଲଟଙ୍କ ମଧ୍ୟରେ ଚାଲିଛି ରାଜନୈତିକ ଲଢ଼େଇ। ରାଜସ୍ଥାନ ରାଜନୀତି ଏବେ ଉଠୁଛି ପଡ଼ୁଛି। ଗୋଟିଏ ମୁଖ୍ୟ ଆସନ ଉପରେ ଦୁଇଜଣ ତୁଙ୍ଗ...

ବିଜୟ ପଟ୍ଟନାୟକ ହେଲେ ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ନୂଆ ଅଧ୍ୟକ୍ଷ

ଓଡ଼ିଶାଲାଇଭ୍ ବ୍ୟୁରୋ କଂଗ୍ରେସ ନେତା ତଥା ପୂର୍ବତନ ପ୍ରଶାସକ ବିଜୟ କୁମାର ପଟ୍ଟନାୟକ ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ନୂଆ ଅଧ୍ୟକ୍ଷ ହୋଇଛନ୍ତି। ଏନେଇ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ଅନୁମୋଦନ ପରେ ବିଜୟଙ୍କ...

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ୩ ହଜାର ପୃଷ୍ଠାର ଚାର୍ଜସିଟ ଦାଖଲ କଲା ଭିଜିଲାନ୍ସ

ଓଡ଼ିଶାଲାଇଭ୍ ବ୍ୟୁରୋ   ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ୩ ହଜାର ପୃଷ୍ଠାର ଚାର୍ଜସିଟ ଦାଖଲ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ମାମଲାରେ ଭୁବନେଶ୍ଵର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ପ୍ରଦୀପଙ୍କ ନାଁରେ ଚାର୍ଜସିଟ...

ପରଲୋକରେ ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋ

ଓଡ଼ିଶାଲାଇଭ୍ ବ୍ୟୁରୋ ବରିଷ୍ଠ ନେତା, ପୂର୍ବତନ ସାଂସଦ, କଟକ ମ୍ୟୁନିସିପାଲିଟିର ପୂର୍ବତନ ନଗରପାଳ ତ୍ରିଲୋଚନ କାନୁନଗୋଙ୍କର ଶୁକ୍ରବାର ଦିନ ଦେହାନ୍ତ ହୋଇଛି। କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ...

କର୍ଣ୍ଣାଟକ ନିର୍ବାଚନ: ବରିଷ୍ଠ ନୁହେଁ ବିଜେପିକୁ ଭରସା ନୂଆ ଚେହେରା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗକୁ କର୍ଣ୍ଣାଟକ ବିଧାନସଭା ନିର୍ବାଚନ। ନିର୍ବାଚନ ବୈତରଣୀ ପାର ହେବାକୁ ବଡ଼ ନେତାଙ୍କୁ ଛାଡ଼ି ନୂଆ ଚେହେରା ଉପରେ ଭରସା କରିଛି ବିଜେପି। କର୍ଣ୍ଣାଟକରେ ଆସନ୍ତା ମେ’ ୧୦ ତାରଖରେ ହେବାକୁ ଯାଉଛି...

ଝାରସୁଗୁଡ଼ା ଉପନିର୍ବାଚନ: ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କଲା ବିଜେଡି

ଓଡ଼ିଶାଲାଇଭ୍ ବ୍ୟୁରୋ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ଗୁରୁବାର ଦିନ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୫ କ୍ୟାବିନେଟ୍ ମନ୍ତ୍ରୀ,...