ସରିଲା ଲୀଳାଖେଳା: ଆଜି ନୀଳାଦ୍ରି ବିଜେ କରିବେ ବଡ଼ଠାକୁର
ଓଡ଼ିଶାଲାଇଭ୍ ବ୍ୟୁରୋ
ସରିଲା ଲୀଳାଖେଳା, ଆଜି ନୀଳାଦ୍ରି ବିଜେ କରିବେ ବଡ଼ଠାକୁର। ରଥାରୁଢ଼ ଚତୁର୍ଦ୍ଧାମୂର୍ତ୍ତି ରତ୍ନସିଂହସନକୁ ଫେରିବେ। ୧୨ ଦିନ ପରେ ଆଜି ଶ୍ରୀମନ୍ଦିର ମଧ୍ୟକୁ ଗୋଟି ପହଣ୍ଡିରେ ପ୍ରବେଶ କରିବେ ଦାରୁଦିଅଁ।
ବିଶ୍ଵ ପ୍ରସିଦ୍ଧ...
ଆଜି ବଡ଼ଠାକୁରଙ୍କ ଅଧରପଣା ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ମହଣ ମହଣ ସୁନାରେ ସଜେଇ ହୋଇ ବୁଧବାର ଦିନ ରାଜରାଜେଶ୍ଵର ବେଶରେ ଦର୍ଶନ ଦେଇଥିଲେ ଦାରୁବ୍ରହ୍ମ। ବଡ଼ଠାକୁରଙ୍କ ସୁନାବେଶ ଅନୁଷ୍ଠିତ ହେବା ପରେ ଗୁରୁବାର ଦିନ ମହାପ୍ରଭୁଙ୍କ ଅଧରପଣା ନୀତି ଅନୁଷ୍ଠିତ...
ରାତି ୧୧ଟା ସୁଦ୍ଧା ସରିବ ବଡ଼ଠାକୁରଙ୍କ ସୁନାବେଶ ଦର୍ଶନ – ଡକ୍ଟର ଅରବିନ୍ଦ ପାଢ଼ୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଦର୍ଶନ ଦେଉଛନ୍ତି ବଡ଼ଠାକୁର। ମହାପ୍ରଭୁଙ୍କର ଏହି ଦୁର୍ଲଭ ବେଶ ଦର୍ଶନ କରିବା ଲାଗି ପୁରୀ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଜମିଛି। ଦାରୁବ୍ରହ୍ମଙ୍କୁ ରାଜରାଜେଶ୍ୱର...
ମହଣ ମହଣ ସୁନାରେ ସଜେଇ ହୋଇ ରାଜରାଜେଶ୍ୱର ବେଶରେ ଦର୍ଶନ ଦେଉଛନ୍ତି ଦାରୁବ୍ରହ୍ମ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜନ୍ମବେଦୀରେ ଲୀଳାଖେଳା ସାରି ଏବେ ଶ୍ରୀମନ୍ଦିର ସମ୍ମୁଖରେ ଦାରୁବ୍ରହ୍ମ। ଆରମ୍ଭ ହୋଇଛି ମହାପ୍ରଭୁଙ୍କର ସୁନାବେଶ ଦର୍ଶନ। ଆଜି ରଥ ଉପରେ ମହଣ ମହଣ ସୁନାରେ ସଜେଇ ହୋଇ ରାଜରାଜେଶ୍ୱର ବେଶରେ ଦର୍ଶନ...
ଆସନ୍ତାକାଲି ମହାପ୍ରଭୁଙ୍କ ସୁନାବେଶ: ପୁରୀରେ ମୁତୟନ ହେବେ ୧୯୦ ପ୍ଲାଟୁନ ଫୋର୍ସ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜୀଉ। ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏନେଇ...
ବାହୁଡ଼ିବେ ବଡ଼ଠାକୁର: ତିନି ରଥରେ ସୁନା ଖଡ଼ିକା ଧରି ଛେରାପହଁରା କଲେ ଗଜପତି ମହାରାଜା
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରାର ଅନନ୍ୟ ପରମ୍ପରା ହେଉଛି ଛେରାପହଁରା। ସୋମବାର ଦିନ ଚତୁର୍ଦ୍ଧାମୂର୍ତ୍ତିଙ୍କ ବାହୁଡ଼ା ଯାତ୍ରା ଅବସରରେ ତିନି ରଥରେ ସୁନା ଖଡ଼ିକା ଧରି ଛେରାପହଁରା ନୀତି ସମ୍ପନ୍ନ କରିଛନ୍ତି...
ବାହୁଡ଼ା ଯାତ୍ରା: ପହଣ୍ଡି ବିଜେ କରି ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରୁ ୯ ଦିନର ଯାତ୍ରା ସାରି ଶ୍ରୀମନ୍ଦିରକୁ ବାହୁଡୁଛନ୍ତି ମହାପ୍ରଭୁ। ସୋମବାର ଦିନ ୧୧ଟା ସମୟରେ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପହଣ୍ଡି ପରେ ରଥ ଉପରେ ବିଜେ...
ଆଜି ପବିତ୍ର ବାହୁଡ଼ା ଯାତ୍ରା: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବେ ଶ୍ରୀଜୀଉ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଚଳଚଞ୍ଚଳ ହୋଇଛି ଶ୍ରୀକ୍ଷେତ୍ର। ନଅ ଦିନର ଯାତ୍ରା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାପ୍ରଭୁ। ଏନେଇ ବଡଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଲାଗି ରହିଛି। ପୋଲିସ...
ପୁରୀ: ଆରମ୍ଭ ହେଲା ବାହୁଡ଼ା ଯାତ୍ରା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ହେଲା ତିନି ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ପବିତ୍ର ହେରା ପଞ୍ଚମୀ ଦିନ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ଆସି ନନ୍ଦିଘୋଷ ରଥର ଚକ ଭାଙ୍ଗିବାପରେ ଆରମ୍ଭ ହୋଇଛି ବାହୁଡ଼ା ଯାତ୍ରା ଲାଗି ପ୍ରସ୍ତୁତି। ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଥିବା ତିନି ରଥର...
ଆଜି ହେରାପଞ୍ଚମୀ – ନନ୍ଦିଘୋଷ ରଥର ଚକା ଭାଙ୍ଗିବେ ମହାଲକ୍ଷ୍ମୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଶେଷ ହୋଇଥିବାବେଳେ ଆଜି ହେରାପଞ୍ଚମୀ ନୀତି ଅନୁଷ୍ଠିତ ହେବ। କାଳିଆ ସାଆନ୍ତଙ୍କ ଉପରେ ଅଭିମାନ କରି ନନ୍ଦିଘୋଷ ରଥର ଚକା ଭାଙ୍ଗିବେ ମା’ ଲକ୍ଷ୍ମୀ।
ବଡ଼...





















