ମହାପ୍ରଭୁ ଖାଇବେ ପୋଡ଼ ପିଠା: ମାଉସୀ ମା’ ମନ୍ଦିରରେ ଚାଲିଛି ପ୍ରସ୍ତୁତି
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାପ୍ରଭୁ ଖାଇବେ ପୋଡ଼ ପିଠା। ବଡ଼ଠାକୁରଙ୍କ ରଥଯାତ୍ରା ସମୟରେ ମାଉସୀ ମା’ ମନ୍ଦିରରେ ପୋଡ଼ ପିଠା ଭୋଗ ହୋଇଥାଏ। ଆଉ ଗୋଟିଏ ଦିନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ବାହୁଡ଼ା ଯାତ୍ରା। ଶରଧାବାଲିରୁ ଶ୍ରୀମନ୍ଦିର...
ଆଜି ବନକଲାଗି ନୀତି: ଗୁପ୍ତ ନୀତି ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ରତ୍ନବେଦୀରୁ ଯାଇ ଆଡ଼ପ ମଣ୍ଡପରେ ଚାଲିଛି ମହାପ୍ରଭୁଙ୍କର ନିତ୍ୟରାସ। ଜନ୍ମବେଦୀରେ ବିରାଜିତ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ କରୁଛନ୍ତି ଲକ୍ଷ ଲକ୍ଷ ଭକ୍ତ। ଦୁଇ ବର୍ଷ ପରେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ...
ଶ୍ରୀ ଗୁଣ୍ଡିଚା ମନ୍ଦିର ରୋଷ ଘରେ ପଶି ୨୦ରୁ ଅଧିକ ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
ପୁଣି ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି ଶ୍ରୀକ୍ଷେତ୍ରରେ। ଶୁକ୍ରବାର ରାତିରେ ଶ୍ରୀ ଗୁଣ୍ଡିଚା ମନ୍ଦିର ରୋଷ ଘରେ ପଶି ୨୦ରୁ ଅଧିକ ଚୁଲିକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଥିବା ସୂଚନା...
ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଭକ୍ତ-ଭଗବାନ ଏକାଠି
ଓଡ଼ିଶାଲାଇଭ୍ ବ୍ୟୁରୋ
ଦୁଇ ବର୍ଷ ପରେ ବଡ଼ଦାଣ୍ଡ ଆଜି ଭକ୍ତାରଣ୍ୟ। ହୁଳହୁଳି ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହୋଇଛି ଶ୍ରୀକ୍ଷେତ୍ର ଧାମ। ଭକ୍ତଙ୍କ ଗହଣରେ ଜନ୍ମବେଦୀକୁ ଯାତ୍ରା କରିଛନ୍ତି ମହାବାହୁ।ଦୁଇ ବର୍ଷ ପରେ ଭକ୍ତ-ଭଗବାନଙ୍କ...
ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ତାଳଧ୍ଵଜ ଓ ଦର୍ପଦଳନ ରଥ – ଧୀରେ ଧୀରେ ଆସୁଛି କାଳିଆର ନନ୍ଦିଘୋଷ
ଓଡ଼ିଶାଲାଇଭ୍ ବ୍ୟୁରୋ
ଘଣ୍ଟ, ଘଣ୍ଟା, କାହାଳୀ, ଶଙ୍ଖ ନାଦର ତାଳେ ତାଳେ ଗୁଣ୍ଡିଚା ମନ୍ଦିର ପାଖରେ ପହଞ୍ଚିଛି ବଡ଼ ଠାକୁର ବଳଭଦ୍ରଙ୍କ ତାଳଧ୍ଵଜ ରଥ। ବଡ଼ ଭାଇଙ୍କ ପଛେ ପଛେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ...
ନୟାଗଡ଼ରେ ଶ୍ରୀଗୁଣ୍ଡିଚା ଯାତ୍ରା, ଦୁଇ ବର୍ଷ ପରେ ବଡ଼ଠାକୁରଙ୍କୁ ପାଖରେ ପାଇଲେ ଭକ୍ତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ନୟାଗଡ଼ରୁ ନିଶିକାନ୍ତ ରଥ ଓ କିଶୋର କୁମାର ମହାପାତ୍ର): ମହା ଆଡ଼ମ୍ବରରେ ଆରମ୍ଭ ହୋଇଛି ପୁରୀର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ପୁରୀ ବ୍ୟତୀତ ବିଭିନ୍ନ ସ୍ଥାନରେ ମଧ୍ୟ ରଥଯାତ୍ରା ପାଳନ କରୁଛନ୍ତି...
ବଡ଼ଦାଣ୍ଡରେ ଗଡୁଛି ନନ୍ଦିଘୋଷ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଡ଼ଦାଣ୍ଡରେ ଗଡୁଛି କାଳିଆର ରଥ ନନ୍ଦିଘୋଷ। ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ସଙ୍ଗେ ଘେନି ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରୁଛନ୍ତି ମହାବାହୁ। ଭକ୍ତାରଣ୍ୟ ହୋଇଉଠିଛି ବଡ଼ଦାଣ୍ଡ। ଶ୍ରଦ୍ଧାର ଦଉଡ଼ିରେ ତିନି...
ବଡ଼ଦାଣ୍ଡରେ ରଥ ଟାଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଶୁକ୍ରବାର ଦିନ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହୋଇଛି। ଦୁଇ ବର୍ଷ ପରେ ରଥଯାତ୍ରାରେ ସାମିଲ ହୋଇଛନ୍ତି ଲକ୍ଷ ଲକ୍ଷ ଭକ୍ତ। ଶ୍ରୀଗୁଣ୍ଡିଚା...
ଆରମ୍ଭ ହେଲା ରଥଟଣା – ବଡ଼ଦାଣ୍ଡରେ ଗଡ଼ିଲା ତାଳଧ୍ୱଜ
ଓଡ଼ିଶାଲାଇଭ୍ ବ୍ୟୁରୋ
ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି। ବଡ଼ଦାଣ୍ଡରେ ଆରମ୍ଭ ହୋଇଛି ରଥଟଣା। ଚାରମାଳ ଫିଟା ଓ ଘୋଡ଼ା ସଂଯୋଗ ହେବା ପରେ ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ବଡ଼ଦାଣ୍ଡରେ ଗଡ଼ିଛି। ଘଣ୍ଟଘଣ୍ଟା...
ସୁରକ୍ଷିତ ଏବଂ ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ଓଡ଼ିଶାଲାଇଭ୍ ବ୍ୟୁରୋ
ସୁରକ୍ଷିତ ଏବଂ ଶୃଙ୍ଖଳିତ ରଥଯାତ୍ରା ନିମନ୍ତେ ପୁରୀରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପୁରୀ ଡିଜିପି ସୁନିଲ ବଂଶଲ ସମୀକ୍ଷା କରିଛନ୍ତି। ଆଗକୁ ପୁରୀରେ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା...