ଓଡ଼ିଶାଲାଇଭ୍‌ରେ ଦେଖନ୍ତୁ ବାହୁଡ଼ା, ସୁନାବେଶ, ଅଧରପଣା ଓ ନୀଳାଦ୍ରି ବିଜେର ସିଧାପ୍ରସାରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ସରିଛି ମହାପ୍ରଭୁ ଜଗନ୍ନାଥଙ୍କର ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା। ରତ୍ନବେଦୀ ଛାଡ଼ି ଭକ୍ତଙ୍କ ଗହଣକୁ ଚାଲି ଆସିଛନ୍ତି ଶ୍ରୀଜୀଉ। ମହାପ୍ରଭୁଙ୍କ ଏହି ଘୋଷଯାତ୍ରାକୁ ଦେଖିବା ପାଇଁ ପୃଥିବୀର ବିଭିନ୍ନ କୋଣରୁ ହଜାର ହଜାର...

ବଡ଼ଦାଣ୍ଡରେ ଗଡ଼ିଲା ନନ୍ଦିଘୋଷ ରଥ

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=JEHO6ZTIOak] ପ୍ରତୀକ୍ଷାର ଅନ୍ତ ଘଟିଛି। ମହାପ୍ରଭୁ ଜଗନ୍ନାଥଙ୍କ ରଥଟଣା ଆରମ୍ଭ ହୋଇଛି। ବର୍ଷା ପାଣିକୁ ଖାତିର ନକରି ଭକ୍ତମାନେ ନନ୍ଦିଘୋଷ ରଥକୁ ଟାଣିନେଉଛନ୍ତି। ପ୍ରଭୁ ବଳଭଦ୍ରଙ୍କ ପରେ ରଥ ଗଡ଼ିବା ପରେ ଏବେ...

ମଥାରେ ସିନ୍ଦୂର, ହାତରେ ମେହେନ୍ଦୀ: କୋଲକାତାରେ ଜଗନ୍ନାଥଙ୍କ ରଥ ଟାଣିଲେ ନୁସରତ

ଓଡ଼ିଶାଲାଇଭ ବ୍ୟୁରୋ [youtube https://www.youtube.com/watch?v=p7I59uWU4FY] ଓଡ଼ିଶା ଭଳି ପଶ୍ଚିମବଙ୍ଗରେ ମଧ୍ୟ ଧୁମଧାମରେ ଆରମ୍ଭ ହୋଇଛି ରଥଯାତ୍ରା। ଏହି ପିବତ୍ର ଉତ୍ସବରେ ସାମିଲ ହୋଇଛନ୍ତି ଅଭିନେତ୍ରୀରୁ ସାଂସଦ ହୋଇଥିବା ନୁସରତ ଜହାଁ। ଏହି ଉତ୍ସବରେ ନୁସରତ ମୁଖ୍ୟ...

ଉତ୍କଣ୍ଠା ଶେଷ: ଗଡ଼ିଲା ତାଳଧ୍ୱଜ, ତା’ପଛକୁ ଦେବଦଳନ ଓ ନନ୍ଦିଘୋଷ

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=p7I59uWU4FY] ପ୍ରତୀକ୍ଷାର ଅନ୍ତ ଘଟିଛି। ଭକ୍ତଙ୍କ ଉତ୍କଣ୍ଠା ଶେଷ ହୋଇଛି। ଆରମ୍ଭ ହୋଇଛି ରଥଟଣା। ପ୍ରଭୁ ବଳଭଦ୍ରଙ୍କ ରଥ ତାଳଧ୍ଵଜକୁ ଭକ୍ତମାନେ ଟାଣି ନେଉଛନ୍ତି ମାଉସୀ ମା’ ମନ୍ଦିରକୁ। ତା’ପଛକୁ ଦେବଦଳନ ଓ...

ସରିଲା ଛେରାପହଁରା, ଏବେ ରଥଟଣା ପାଇଁ ଭକ୍ତଙ୍କ ଭିତରେ ବଢ଼ିଲା ଉତ୍କଣ୍ଠା

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=p7I59uWU4FY] ସରିଲା ତିନି ରଥର ଛେରାପହଁରା ସେବା। ପ୍ରଥମେ ଗଜପତି ମହାରାଜ ବଳଭଦ୍ର ରଥରେ ଛେରାପହଁରା କରିବା ପରେ ଶ୍ରୀଜଗନ୍ନାଥଙ୍କ ରଥରେ ତା’ପରେ ଦେବୀ ସୁଭଦ୍ରାଙ୍କ ରଥରେ ଛେରାପହଁରା କାର୍ଯ୍ୟ ସମ୍ପନ୍ନ...

ଛେରାପହଁରା ନୀତି ଆରମ୍ଭ

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=p7I59uWU4FY] ତାମଦାନିରେ ଆସି ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କାର୍ଯ୍ୟ ଆରମ୍ଭ କରିଛନ୍ତି। ପରମ୍ପରା ଅନୁଯାୟୀ ତିନି ରଥରେ ଛେରାପହଁରା କରିବେ ଗଜପତି। ଗଜପତିଙ୍କ ବାର୍ଷିକ ସବୁଠାରୁ ବଡ଼ କାର୍ଯ୍ୟକ୍ରମ...

ମହାବାହୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ଲାଗି ଜନସମୁଦ୍ର ପାଲଟିଲା ଶ୍ରୀକ୍ଷେତ୍ର

ଓଡ଼ିଶାଲାଇଭ ବ୍ୟୁରୋ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ପବିତ୍ର ଗୁଣ୍ଡିଚା ଯାତ୍ରା ପାଇଁ ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର। ଦେଶ ବିଦେଶର କୋଣ ଅନୁକୋଣରୁ ଲକ୍ଷାଧିକ ଭକ୍ତ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି। ଭକ୍ତଙ୍କ ହରିବୋଲ, ହୁଳହୁଳି, ଘଣ୍ଟ,...

ତିନି ରଥ ପରିକ୍ରମା କଲେ ପୁରୀ ଶଙ୍କରାଚାର୍ଯ୍ୟ ନିଶ୍ଚିଳାନନ୍ଦ ସରସ୍ୱତୀ

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=p7I59uWU4FY] ତିନି ରଥ ପରିକ୍ରମା କରିଛନ୍ତି ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ। ବିଶ୍ଵ ପ୍ରସିଦ୍ଧ ରଥଯାତ୍ରାର ଆଜି ସବୁଠାରୁ ବଡ଼ ପର୍ବ ଶ୍ରୀଗୁଣ୍ଡିଚା ଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି ଶ୍ରୀବଳଦେବ, ଦେବୀ ସୁଭଦ୍ରା,...

ଶ୍ରୀଗୁଣ୍ଡିଚା ପାଇଁ ପୁରୀରେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=p7I59uWU4FY] ରତ୍ନ ସିଂହାସନରୁ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ନଅଦିନ ପର୍ଯ୍ୟନ୍ତ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଛନ୍ତି କାଳିଆ ଠାକୁର। ଏଥିପାଇଁ ବଡ଼ଦାଣ୍ଡ ଲୋକାରଣ୍ୟ ହୋଇପଡ଼ିଛି। ଘଣ୍ଟ ହୁଳହୁଳିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ଭକ୍ତମାନେ...

ସରିଲା ପହଣ୍ଡି, ଛେରାପହଁରାକୁ ଅପେକ୍ଷା

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=p7I59uWU4FY] ଚତୁର୍ଦ୍ଧାମୁର୍ତ୍ତିଙ୍କ ପହଣ୍ଡି ଶେଷ ହୋଇଛି। ଧାଡ଼ି ପହଣ୍ଡିରେ ତିନି ରଥକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୁର୍ତ୍ତି। ପ୍ରଥମେ ଶ୍ରୀ ସୁଦର୍ଶନ ଏବଂ ପରେ ବଡ଼ଠାକୁର, ତା’ପରେ ଦେବୀ ସୁଭଦ୍ରା ଏବଂ ପରି...