ଓଡ଼ିଶାଲାଇଭ୍‌ରେ ଦେଖନ୍ତୁ ପୁରୀ ରଥଯାତ୍ରାର ସିଧାପ୍ରସାରଣ

ଓଡ଼ିଶାଲାଇଭ୍ ବ୍ୟୁରୋ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ଶ୍ରୀଗୁଣ୍ଡିଚା ଯାତ୍ରାର ସିଧାପ୍ରସାରଣ ଦେଖନ୍ତୁ ଓଡ଼ିଶାଲାଇଭ୍‌ରେ। ଜୁଲାଇ ୪ ତାରିଖରେ ମହାପ୍ରଭୁ ଜଗନ୍ନାଥଙ୍କର ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରତ୍ନବେଦୀ ଛାଡ଼ି ଭକ୍ତଙ୍କ ଗହଣକୁ ଚାଲି ଆସିବେ ଶ୍ରୀଜୀଉ।...
jagannath

ରାତି ସାଢ଼େ ୧୧ଟା ଯାଏଁ ବଢ଼ିଲା ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଆଉ ମାତ୍ର ଗୋଟଏ ଦିନ ପରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଆଜି ହେଉଛି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ। ନବଯୌବନ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ପୁରୀରେ କୋଟି କୋଟି ଭକ୍ତଙ୍କ ସମାଗମ ଦେଖିବାକୁ...

ରଥଯାତ୍ରା ସ୍ୱତନ୍ତ୍ର ଟ୍ରେନ ସମ୍ପର୍କରେ ସବୁ ଖବର ଦେବ ମୋବାଇଲ ଆପ୍

ଓଡ଼ିଶାଲାଇଭ୍ ବ୍ୟୁରୋ ରଥଯାତ୍ରା ସମୟରେ ରେଳଯାତ୍ରା ସମ୍ପର୍କିତ ସମସ୍ତ ବିଷୟରେ ଜାଣିବା ପାଇଁ ରେଳବାଇ ପକ୍ଷରୁ ଏକ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ରେଳବାଇ ECoR Yatra ନାମରେ ଏକ ମୋବାଇଲ୍ ଆପର ବ୍ୟବସ୍ଥା କରିଛି।...

ଆଜି ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀର୍ଘ ୧୫ ଦିନର ଅଣସର ଘରେ ରହିବା ପରେ ଆଜି ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ। ଜୁଲାଇ ୪ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଜି ନବଯୌବନ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀଜୀଉଙ୍କର ଏହି ନବ ଯୌବନ ଦର୍ଶନ ପାଇଁ କାହିଁ କେଉଁ ସ୍ଥାନରୁ ଦର୍ଶକଙ୍କ ସୁଅ...

ଆଜି ବନକଲାଗି ନୀତି, ଆସନ୍ତାକାଲି ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଜୁଲାଇ ୪ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ୧୦୮ ଗରା ଜଳରେ ସ୍ନାନ କରି ଅସୁସ୍ଥ ହୋଇପଡ଼ିଥିବା ଶ୍ରୀବିଗ୍ରହ ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି। ସୁସ୍ଥ ମହାପ୍ରଭୁଙ୍କର ଆଜି ବନକଲାଗି ନୀତି ଅନୁଷ୍ଠିତ...

ରଥଯାତ୍ରାରେ କେଉଁଠି କରିବେ ଗାଡ଼ି ପାର୍କିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ରଥଯାତ୍ରାକୁ ଆଉ ୫ଦିନ। ରଥଯାତ୍ରା ଦେଖିବା ପାଇଁ ପୁରୀରେ ଗହଳ ଚହଳ ଆରମ୍ଭ ହୋଇଗଲାଣି। ରଥଯାତ୍ରା ଦିନ ଲକ୍ଷାଧିକ ଭକ୍ତ ହେବାର ସମ୍ଭାବନା ଥିବାରୁ  ପୁରୀ ପୋଲିସ ପକ୍ଷରୁ ଟ୍ରାଫିକ ବ୍ୟବସ୍ଥା...

ଆଜି ମହାପ୍ରଭୁଙ୍କୁ ଲାଗି ହେବ ଦଶମୂଳ ଔଷଧ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଉ ୫ଦିନ ପରେ ରଥଯାତ୍ରା। ଅଣସର ଗୃହରେ ଚାଲିଛି ମହାପ୍ରଭୁଙ୍କ ଗୋପନ ସେବା। ଦଇତାପତି ସେବାୟତମାନେ ଶ୍ରୀଜିଉଙ୍କର କରୁଛନ୍ତି ସେବା। ଆଜି ଏକାଦଶୀରେ ତିଥିରେ ମହାପ୍ରଭୁଙ୍କୁ ଲାଗି ହେବ ଦଶମୂଳ। ଗମ୍ଭାରୀ,...

ଆଜି ମହାପ୍ରଭୁଙ୍କ ଚକାବିଜେ ନୀତି

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀଜୀଉଙ୍କର ଆଜି ଚକା ବିଜେ ନୀତି। ଦଶମୀ ତିଥିରେ ମହାପ୍ରଭୁ ଚକା ଉପରେ ବିଜେ କରିବେ। ମହାପ୍ରଭୁଙ୍କ ମଧ୍ୟାହ୍ନ ଭୋଗ ସରିବା ପରେ ମେଲଣ ଦ୍ୱାର ଫିଟିବ। ଏହାପରେ ଦଇତାପତିମାନେ ମହାପ୍ରଭୁଙ୍କ...

ଘୋଷଯାତ୍ରା ଲାଗି ଟୋଲ ଗେଟ୍ ଫ୍ରି

ଓଡ଼ିଶାଲାଇଭ୍ ବ୍ୟୁରୋ ଏଣକି ରଥଯାତ୍ରା, ବାହୁଡ଼ା ଓ ସୁନାବେଶ ଦିନ ଟୋଲ ଗେଟରେ ଟଙ୍କା ଦେବାକୁ ପଡ଼ିବ ନାହିଁ। ଜୁଲାଇ ୪ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ପ୍ରସ୍ତୁତି ପାଇଁ ଆଜି ବସିଥିଲା ଶେଷ ସମନ୍ୱୟ ବୈଠକ। ଏହି...

ଘୋଷଯାତ୍ରା ପାଇଁ ଆଜି ବସିବ ଶେଷ ସମନ୍ୱୟ ବୈଠକ: ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଘୋଷଯାତ୍ରା ପ୍ରସ୍ତୁତି ପାଇଁ ବସିବ ଶେଷ ସମନ୍ୱୟ ବୈଠକ। ଏଥିରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ। ଜୁଲାଇ ୪ରେ ଘୋଷଯାତ୍ରା। ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ବସିବ ଶେଷ ସମନ୍ୱୟ ବୈଠକ।...