ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ – ଜାଣନ୍ତୁ କେଉଁ ଠାକୁର କେଉଁ ଅଳଙ୍କାର ପିନ୍ଧିଥାନ୍ତି?
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରୁ ସୁନାବେଶ ଅନ୍ୟତମ। ମହାପ୍ରଭୁଙ୍କ ଏହି ବେଶ ଅତ୍ୟନ୍ତ ଦୁର୍ଲଭ ଓ ଆକର୍ଷଣୀୟ। ମହଣ ମହଣ ସୁନା ଅଳଙ୍କାରରେ ସଜେଇ ହେବେ ମହାପ୍ରଭୁ।
ଶ୍ରୀଗୁଣ୍ଡିଚା ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟରେ...
ଆଜି ପବିତ୍ର ସୁନାବେଶ – ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଗୁଣ୍ଡିଚା ମନ୍ଦିର ଛାଡ଼ି ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଆଜି ମହାପ୍ରଭୁ ସୁନାବେଶରେ ଦର୍ଶନ ଦେବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି।
ମହଣ ମହଣ ସୁନା ଅଳଙ୍କାରରେ ସଜେଇ ହୋଇ...
ସିଂହଦ୍ୱାର ସମ୍ମୁଖରେ ଲାଗିଲା ତିନି ରଥ
ଓଡ଼ିଶାଲାଇଭ୍ ବ୍ୟୁରୋ
ଜନ୍ମବେଦୀରେ ୯ ଦିନର ଲୀଳାଖେଳା ଶେଷ କରି ଆଜି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ। ପୂର୍ବ ନିର୍ଦ୍ଧାରିତ ସମସ୍ତ ନୀତି ନିର୍ଘଣ୍ଟ ଅନୁସାରେ ଶ୍ରୀଜୀଉଙ୍କ...
ଛେରାପହଁରା ନୀତିରେ ଗଜପତିଙ୍କ ୫୦ ବର୍ଷ
ଓଡ଼ିଶାଲାଇଭ୍ ବ୍ୟୁରୋ
ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରୀମନ୍ଦିର ଇତିହାସରେ ଏକ ନୂଆ ଫର୍ଦ୍ଦ ଯୋଡ଼ିଛନ୍ତି। ଚଳିତ ବର୍ଷ ରଥଯାତ୍ରାରେ ଗଜପତି ମହାରାଜା ବିରଳ ରେକର୍ଡ଼ ସୃଷ୍ଟି କରିଛନ୍ତି। ଏବର୍ଷକୁ ମିଶାଇ ଛେରାପହଁରାରେ ୫୦ବର୍ଷ...
ଶ୍ରୀଜିଉଙ୍କ ‘ଛେରା ପହଁରା’ ନୀତି ସମ୍ପନ୍ନ – ଆରମ୍ଭ ହୋଇଛି ରଥ ଟଣା କାର୍ଯ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦୀରେ ଲୀଳାଖେଳା ସାରିବାପରେ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ରତ୍ନସିଂହାସନକୁ ଫେରୁଛନ୍ତି ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ଵାର ନିକଟରେ ଦଣ୍ଡାୟମାନ ହୋଇଥିବା ତିନି ରଥର...
ବାହୁଡ଼ାଯାତ୍ରାରେ ଶ୍ରୀଜଗନ୍ନାଥଙ୍କ ପ୍ରିୟ ପୋଡ଼ ପିଠା ଭୋଗ ନୀତି
ଓଡ଼ିଶାଲାଇଭ୍ ବ୍ୟୁରୋ
ପୋଡ଼ ପିଠା ହେଉଛି ଏକ ପାରମ୍ପରିକ ପିଠା। ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ପାଇଁ ପ୍ରସ୍ତୁତ ହୁଏ ଏହି ପୋଡ଼ ପିଠା। ଓଡ଼ିଶାରେ ଏହି ପିଠାର ସ୍ଵତନ୍ତ୍ର ପରିଚୟ ରହିଛି। ବାହୁଡ଼ାଯାତ୍ରାରେ ମାଉସୀଙ୍କ ପ୍ରସ୍ତୁତ...
ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା – ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାପ୍ରଭୁଙ୍କ ବାହୁଡ଼ାଯାତ୍ରାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆସନ୍ତାକାଲି ଚତୁର୍ଦ୍ଧାମୂର୍ତ୍ତି ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ। ଏଥିପାଇଁ ସେବାୟତମାନେ ରାଘବ ଦାସ ମଠ ଠାରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମସ୍ତକର ଶୋଭା...
ମହାପ୍ରଭୁଙ୍କ ଦକ୍ଷିଣମୋଡ଼ ପୂର୍ବରୁ ତିନି ରଥରେ ଫାଟ, ଚାଲିଛି ମରାମତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ମନ୍ଦିରରେ ପୂଜା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଜୁଲାଇ ୧୭ତାରିଖରେ ତିନିରଥର ହେବ ଦକ୍ଷିଣ ମୋଡ଼। ପ୍ରତିବର୍ଷ ଦକ୍ଷିଣ ମୋଡ଼ ପୂର୍ବରୁ ତିନି ରଥର ଯାଞ୍ଚ କରାଯାଇଥାଏ। ଆଜି ମଧ୍ୟ ଏକ ସ୍ଵତନ୍ତ୍ର...
ଶ୍ରୀମନ୍ଦିରର ୨୦ ବିଲୁପ୍ତ ସେବା
ଶୁଭ୍ରାଂଶୁ ପଣ୍ଡା
ଶ୍ରୀମନ୍ଦିରର ସେବାଗୁଡ଼ିକ ସମ୍ବନ୍ଧରେ ବହୁ ଆଲେଖ, ଆଲୋଚନା ଉପଲବ୍ଧ ଥିବା ବେଳେ ବିଲୁପ୍ତ ସେବା ବିଷୟରେ ଆସନ୍ତୁ ଜାଣିବା।
ପ୍ରାତରୁତ୍ଥାୟ ନିର୍ମାଲ୍ୟ ମାନୟାମି ଦିନେ ଦିନେ
ବନ୍ଧୁଭିଃ ଜ୍ଞାତିଭିଃ ସାର୍ଦ୍ଧଂ ଜୀବାମ୍ୟେତେନ ସର୍ବଦା
ଇତି ବିଶ୍ଵାବସୋର୍ବାଣୀଂ...
ଆଜିଠୁ ମିଳିବ ମହାପ୍ରଭୁଙ୍କ ଆଡ଼ପ ଅବଢ଼ା
ଓଡ଼ିଶାଲାଇଭ୍ ବ୍ୟୁରୋ
ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିବ ଆଡ଼ପ ଅବଢ଼ା। ଶ୍ରୀଜିଉଙ୍କୁ ଅର୍ପଣ ପରେ ଭକ୍ତମାନେ ଅବଢ଼ା ପାଇବାର ସୁଯୋଗ ପାଇବେ। ବୁଧବାରଠାରୁ ଗୁଣ୍ଡିଚା ମନ୍ଦିର ନିକଟ ନୃସିଂହ ମନ୍ଦିର ଓ ବସ୍ ଷ୍ଟାଣ୍ଡରେ ଅବଢ଼ା...




















