‘ବାତ୍ୟା ନୁହେଁ ଗଭୀର ଅବପାତ ’
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପଟି ଶୁକ୍ରବାର ଅବପାତରେ ପରିଣତ ହୋଇଛି। ତେବେ ତୀବ୍ର ଅବପାତ ପରେ ବାତ୍ୟା ସମ୍ଭାବନାକୁ ଖଣ୍ଡନ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ...
ଦୁର୍ବଳ ହେଉଛି ବାତ୍ୟା ‘ଅସାନି’: ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାତ୍ୟା ‘ଅସାନି’ ଲାଗି ସତର୍କ ରହିଛନ୍ତି ରାଜ୍ୟବାସୀ। ସରକାରଙ୍କ ପକ୍ଷରୁ ବାତ୍ୟା ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି। ବୁଧବାର ବାତ୍ୟା ନେଇ ମାଲକାନଗିରି ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା...
ଆସୁଛି ବାତ୍ୟା ‘ଅସାନି’: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ଏସଆରସିଙ୍କ ପରାମର୍ଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାତ୍ୟା ‘ଅସାନି’ ପାଇଁ ଅଶାନ୍ତ ରହିଛି ସମୁଦ୍ର। ରାଜ୍ୟରେ ଏହା ପ୍ରଭାବରେ ବର୍ଷା ସହ ପବନ ମଧ୍ୟ ବହୁଛି। ଆସନ୍ତା ମେ’ ୧୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ...
ବାତ୍ୟା ‘ଅସାନି’ ପ୍ରଭାବ: ଆଜିଠୁ ୩ ଦିନ ପ୍ରବଳ ବର୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ବାତ୍ୟା ‘ଅସାନି’ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଛି। ଆଗକୁ ଆହୁରି ବର୍ଷିବ। ମଙ୍ଗଳବାରଠାରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ...
ଓଡ଼ିଶା ଉପକୂଳ ଛୁଇଁବ ନାହିଁ ବାତ୍ୟା: ଏସଆରସି
ଓଡ଼ିଶାଲାଇଭ୍ ବ୍ୟୁରୋ
ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇଛି। ଏହା କାର-ନିକୋବର ଦୀପପୁଞ୍ଜଠାରୁ ୧୫୦ କିମି ଦୂରରେ ପଶ୍ଚିମରେ ରହିଛି। ପୁରୀଠାରୁ ଏହା ୧,୨୫୦ କିମି ଦୂର...
ବାତ୍ୟା ନେଇ ସ୍ପଷ୍ଟ ହେଇପାରୁନି ଚିତ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର କ୍ରମଶଃ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତା ମେ’ ୭ ତାରିଖ ସୁଦ୍ଧା ଅବପାତରେ ପରିଣତ...
ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ: ଆଜି ସ୍ପଷ୍ଟ ହେବ ବାତ୍ୟାର ଚିତ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ଦକ୍ଷିଣ ଆଣ୍ଡାମାନ ସାଗରରେ ଶୁକ୍ରବାର ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଏହା ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଶୁକ୍ରବାର ରାତି ସୁଦ୍ଧା ବାତ୍ୟାର...
ବାତ୍ୟାକୁ ନେଇ ଭୟଭୀତ ନହୋଇ ସତର୍କ ରହିବାକୁ ଏସଆରସିଙ୍କ ପରାମର୍ଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ସାମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭୀତ ନହୋଇ ସତର୍କ ରହିବା ପାଇଁ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି ସ୍ଵତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ ଜେନା। ସେ କହିଛନ୍ତି ଦକ୍ଷିଣ ଆଣ୍ଡାମାନ ସାଗରରେ...
ବାଲେଶ୍ଵରରେ ବାତ୍ୟା ଅଘଟଣ – ନଡ଼ିଆ ଗଛ ପଡ଼ି ଜଣେ ମୃତ
ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦୁଝର ପରେ ବାଲେଶ୍ଵର ଜିଲ୍ଲା ଭାସ୍କରଗଞ୍ଜରେ ଆଉ ଏକ ବାତ୍ୟା ଅଘଟଣ ଦେଖିବାକୁ ମିଳିଛି। ବୁଧବାର ସକାଳେ ଜଣେ ବ୍ୟକ୍ତିଙ୍କ ଉପରେ ଏକ ନଡ଼ିଆ ଗଛ ଭାଙ୍ଗି ପଡ଼ିଯିବାରୁ ତାଙ୍କର ମୃତ୍ୟୁ...
ସମ୍ଭାବ୍ୟ ବାତ୍ୟା ପାଇଁ ସତର୍କତା – ଗର୍ଭବତୀଙ୍କୁ ଆଗୁଆ ମେଡ଼ିକାଲରେ ଭର୍ତ୍ତି କରିବାକୁ ଏସଆରସିଙ୍କ ପରାମର୍ଶ
ଓଡ଼ିଶାଲାଇଭ୍ ବ୍ୟୁରୋ
ବାତ୍ୟା ପୂର୍ବରୁ ଗର୍ଭବତୀ ମହିଳାମାନଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ନ ଆଣି ଆଗୁଆ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ସ୍ଵତନ୍ତ୍ର ରିଲିଫ୍ କମିସନର ପ୍ରଦୀପ କୁମାର ଜେନା ପରାମର୍ଶ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ମୁକାବିଲା...