କଳାପାହାଡ଼ର କାଳା କାହାଣୀ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=MDtncV7cBs4&t=626s ‘ଆଇଲା କଳାପାହାଡ଼, ଭାଙ୍ଗିଲା ଲୁହାର ବାଡ଼, ପିଇଲା ମହାନଦୀ ପାଣି, ସୁବର୍ଣ୍ଣ ଥାଳିରେ ହେଡ଼ା ପରଷିଲେ ମୁକୁନ୍ଦଦେବଙ୍କ ରାଣୀ।’ କଳାପାହାଡ଼ ନାଁ ଶୁଣିଲେ ଆଜି ବି ଓଡ଼ିଶାବାସୀଙ୍କ ମନରେ ଜଣେ କ୍ରୁର, ନିଷ୍ଠୁର...

ଆଇଟିରୁ ବିଉଟି ଇଣ୍ଡଷ୍ଟ୍ରି: ସୁକୀର୍ତ୍ତି ପଟ୍ଟନାୟକଙ୍କ ସଫଳତାର କାହାଣୀ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=0AOLwy8Btvk&t=15s ଓଡ଼ିଶାର ଜଣେ ସଫଳ ମହିଳା ଉଦ୍ୟୋଗୀ ସୁକୀର୍ତ୍ତି ପଟ୍ଟନାୟକ। ଚାକିରି ଛାଡ଼ି ଉଦ୍ୟୋଗୀ ହେବାକୁ ମନ ବଳାଇଥିଲେ। ଆଇଟି ସେକ୍ଟର ଛାଡ଼ି ଓଡ଼ିଶାରେ ବିଉଟି ଇଣ୍ଡଷ୍ଟ୍ରିକୁ ନୂଆ ଦିଗ ଦେଇଛନ୍ତି ସୁକୀର୍ତ୍ତି। ଓଡ଼ିଶାଲାଇଭ୍‌ର...

ପ୍ରସନ୍ନ ଆଚାର୍ଯ୍ୟଙ୍କ ଉପରକୁ କାହିଁକି ହାତ ଉଠେଇଲେ ବିଜୁବାବୁ?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=geWQeTCQLS4 ଓଡ଼ିଶା ରାଜନୀତିରେ ବରିଷ୍ଠ ନେତା ତଥା ୧୭ତମ ଓଡ଼ିଶା ବିଧାନସଭାର ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ଛାତ୍ର ସଂଗଠନରୁ ଯୁବମୋର୍ଚ୍ଚା ଏବଂ ଏହାପରେ ବିଜୁବାବୁଙ୍କ ପ୍ରେରଣାରେ ସେ ପ୍ରତ୍ୟକ୍ଷ ରାଜନୀତିକୁ...

ଟପ୍ପରଙ୍କ ଟିପ୍ସ: ପ୍ରିୟାଂଶୁ କହିଲେ କେମିତି ପଢ଼ିଲେ ପାଇବେ ଓଏଏସ?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=mkB9vmmBSiY&t=10s ଓଡ଼ିଶା ସିଭିଲ ସର୍ଭିସେସ୍ (ଓସିଏସ) ପରୀକ୍ଷା ୨୦୨୩ର ଟପ୍ପର ହେଉଛନ୍ତି ପ୍ରିୟାଂଶୁ ପାଲ। କଠିନ ପରିଶ୍ରମ ଓ ଦୃଢ଼ ବିଶ୍ୱାସ ଯୋଗୁଁ ଏହି ପରୀକ୍ଷାରେ ୧ ନମ୍ବର ରାଙ୍କ ହାସଲ କରିଛନ୍ତି...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଯୁବପିଢ଼ିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ: ‘ଷ୍ଟ୍ରୋକ୍‌କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’

ଓଡ଼ିଶାଲାଇଭ୍ ବ୍ୟୁରୋ (ବ୍ରହ୍ମପୁର): ‘ବ୍ରେନ୍‌ ଷ୍ଟ୍ରୋକ୍’ ବା ‘ମସ୍ତିଷ୍କାଘାତ’ ଆଜି ସାରା ବିଶ୍ୱରେ ଏକ ବଡ଼ ଜନସ୍ୱାସ୍ଥ୍ୟ ସମସ୍ୟା ହୋଇଛି। ତେଣୁ, ଏ ବିଷୟରେ ଯୁବପିଢ଼ିଙ୍କ ଭିତରେ ସଚେତନତା ସୃଷ୍ଟି କରିବା ଲାଗି ବ୍ରହ୍ମପୁର...

କାହିଁକି କାନ୍ଦିଲେ ହାସ୍ୟ ଅଭିନେତା ଅରବିନ୍ଦ ଷଡ଼ଙ୍ଗୀ?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=WFtbJMTVeEM ଓଡ଼ିଆ ସିନେମା ଜଗତର ଜଣେ ପରିଚିତ ଚେହେରା ଅରବିନ୍ଦ ଷଡ଼ଙ୍ଗୀ। ପିଲାବେଳୁ ନାଟକ ଓ ଅଭିନୟ ପ୍ରତି ଆକର୍ଷିତ ହୋଇଥିଲେ ସେ। ନିଜ ଦକ୍ଷ ଅଭିନୟ ଜରିଆରେ ବହୁ ବର୍ଷ ଧରି...

ଓଡ଼ିଶାରେ କାହିଁକି ରହିଗଲେ ଝିଲିକ?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=aIxdMh8jJgo ଓଡ଼ିଆ ସିନେମା ଜଗତର ଜଣେ ପରିଚିତ ଚେହେରା ଝିଲିକ ଭଟ୍ଟାଚାର୍ଯ୍ୟ। ଓଡ଼ିଆ ଚଳଚ୍ଚିତ୍ର ‘ଟାର୍ଗେଟ’ ଦେଇଥିଲା ଝିଲିକଙ୍କୁ ନୂଆ ପରିଚୟ। ଓଡ଼ିଆ ସିନେମାରେ ଅଭିନୟ ପାଇଁ ଅଫର ଆସିଲା ପରେ ଝିଲିକ ଖୁସି...

ନରସିଂହ ମିଶ୍ର କହିଲେ – ବିଜୁବାବୁଙ୍କ ସହ କେମିତି ସମ୍ପର୍କ ହେଲା?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=x93Dt3fmBSU ଓଡ଼ିଶା ରାଜନୀତିରେ ଜଣେ ବରିଷ୍ଠ ନେତା ନରସିଂହ ମିଶ୍ର। ମାତ୍ର ୧୮ ବର୍ଷ ବୟସରେ କମ୍ୟୁନିଷ୍ଟ ପାର୍ଟିରେ ଯୋଗଦେଇ ଆରମ୍ଭ କରିଥିଲେ ତାଙ୍କର ରାଜନୈତିକ ଜୀବନ। ୬ ଦଶନ୍ଧିରୁ ଅଧିକ ଦିନ...

ପ୍ରଶାନ୍ତ ନନ୍ଦ କହିଲେ – କୋଲକାତା ଅନୁଭୂତି କେବେ ଭୁଲି ହେବନି

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=PNZBaYEIpIs&t=4s ଓଡ଼ିଆ ସିନେମା ଜଗତର ପ୍ରତିଷ୍ଠିତ ନାଁ ପ୍ରଶାନ୍ତ ନନ୍ଦ। ‘ଶେଷ ଶ୍ରାବଣ’, ‘ସ୍ୱପ୍ନ ସାଗର’, ‘ଡୋରା’ ଭଳି ଅନେକ ସୁପରହିଟ୍ ଓଡ଼ିଆ ସିନେମା ସେ ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଅଭିନେତା, ନିର୍ଦ୍ଦେଶକ,...

କାହିଁକି ଦେବାଳିଆ ହୋଇଗଲେ ମଧୁସୂଦନ ଦାସ?

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=_Fqb9z82ZZI ଉତ୍କଳର ବରପୁତ୍ର, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପଛର ପ୍ରମୁଖ ବିନ୍ଧାଣି ମଧୁସୂଦନ ଦାସଙ୍କ ଶେଷ ଜୀବନ ଚରମ ଆର୍ଥିକ ଦୁଃସ୍ଥିତି ଭିତରେ କଟିଥିଲା। ଉତ୍କଳ ସଭା ଓ ଉତ୍କଳ ସମ୍ମିଳନୀ...