ଜାତୀୟ କ୍ରୀଡ଼ା ଦିବସ ଅବସରରେ ଓଡ଼ିଶାର କ୍ରୀଡ଼ା ବ୍ୟକ୍ତିତ୍ଵଙ୍କୁ ‘ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର’

ଓଡ଼ିଶାଲାଇଭ୍ ବ୍ୟୁରୋ ଜାତୀୟ କ୍ରୀଡ଼ା ଦିବସ ଅବସରରେ ଓଡ଼ିଶା ସରକାରଙ୍କ ତରଫରୁ ‘ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର’ ପ୍ରଦାନ କରାଯାଇଛି। କ୍ରୀଡ଼ା କ୍ଷେତ୍ରରେ ରାଜ୍ୟ ପାଇଁ ଗୌରବ ଆଣିଥିବା କ୍ରୀଡ଼ା ବ୍ୟକ୍ତିତ୍ଵମାନଙ୍କୁ ଏଠାରେ ପୁରସ୍କୃତ...

ସଉନାମରା: ହକି ପାଇଁ ସମର୍ପିତ ଗାଁ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=YnvpX042JZ8 ସୁନ୍ଦରଗଡ଼ ଜିଲ୍ଲା ବାଲିଶଙ୍କରା ବ୍ଲକର ସଉନାମରା ଗାଁ। ହକି ସହିତ ଏ ଗାଁର ନାଁ ଏମିତି ଯୋଡ଼ି ହୋଇଯାଇଛି ଯେ, ଏଠାକାର ପିଲାଠାରୁ ବୁଢ଼ା ସଭିଁଙ୍କ ହାତରେ ଦେଖିବାକୁ ମିଳେ ହକି...

ଆଜି ଜାତୀୟ କ୍ରୀଡ଼ା ଦିବସ: ମନେ ପଡ଼ନ୍ତି ହକିର ଯାଦୁଗର ମେଜର ଧ୍ୟାନଚାନ୍ଦ 

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ଜାତୀୟ ଖେଳ ‘ହକି’ର ଯାଦୁଗର ହେଉଛନ୍ତି ମେଜର ଧ୍ୟାନଚାନ୍ଦ। ତାଙ୍କ ଜନ୍ମଦିନକୁ ଦେଶରେ ‘ଜାତୀୟ କ୍ରୀଡା ଦିବସ’ ଭାବେ ପାଳନ କରାଯାଏ। ଆସନ୍ତୁ ଜାଣିବା ଧ୍ୟାନଚାନ୍ଦଙ୍କ ବିଷୟରେ କିଛି ଅଜଣା କଥା। ଭାରତରେ ଆଜି ପାଳିତ...

ଜୟ ଶାହ: ଆଇସିସିର ନୂଆ ଅଧ୍ୟକ୍ଷ ନିର୍ବାଚିତ

ଓଡ଼ିଶାଲାଇଭ୍ ବ୍ୟୁରୋ ବିସିସିଆଇର ସମ୍ପାଦକ ଜୟ ଶାହ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦର (ଆଇସିସି) ନୂଆ ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି। ମଙ୍ଗଳବାର ଆଇସିସି ପରିଚାଳନା କମିଟି ବୈଠକରେ ସେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଥିଲେ। ସେ ଡିସେମ୍ବର...

୨୦୨୪ ଆଇସିସି ମହିଳା ଟି-ଟ୍ୱେଣ୍ଟି ବିଶ୍ଵକପ: ୧୫ ଜଣିଆ ଭାରତୀୟ ଦଳ ଘୋଷଣା

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୨୪ ଆଇସିସି ମହିଳା ଟି-ଟ୍ୱେଣ୍ଟି ବିଶ୍ଵକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ପାଇଁ ହରମନପ୍ରିତ କୌର ଦଳର ଅଧିନାୟକ ଦାୟିତ୍ଵ ତୁଲାଇବେ। ସେହିପରି ସ୍ମୃତି...

ୟୁଏଇରେ ସେପ୍ଟେମ୍ବର ୨୯ରୁ ସର୍ବବୃହତ୍ ପ୍ରବାସୀ ଓଡ଼ିଆ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ‘ଓଡ଼ିଶା କପ୍-୨୦୨୪’

ଓଡ଼ିଶାଲାଇଭ୍ ବ୍ୟୁରୋ ୟୁଏଇରେ ଅନୁଷ୍ଠିତ ହେବାକୁ ଯାଉଛି ବିଶ୍ୱର ସର୍ବବୃହତ୍ ପ୍ରବାସୀ ଓଡ଼ିଆ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ‘ଓଡ଼ିଶା କପ୍-୨୦୨୪’। ଚଳିତ ବର୍ଷ ଏହି ଟୁର୍ଣ୍ଣାମେଣ୍ଟର ଏକାଦଶ ତମ ସଂସ୍କରଣ ଆୟୋଜିତ ହେବ। ଏନେଇ ଓଡ଼ିଶା...

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଭାରତୀୟ ହକି ଦଳର ଖେଳାଳି

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ପୁରୁଷ ହକି ଦଳର ଖେଳାଳି ଗୁରୁବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏଠାରେ ସେ ଖେଳାଳିମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଅଲିମ୍ପିକ୍ସରେ...

ଭାରତୀୟ ହକି ଦଳର ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟ ସରକାର

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ପୁରୁଷ ହକି ଦଳକୁ ସମ୍ବର୍ଦ୍ଧିତ କରିଛନ୍ତି ଓଡ଼ିଶା ସରକାର। ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନଭେନସନ୍‌ ସେଣ୍ଟରଠାରେ ଦଳର ଖେଳାଳିମାନଙ୍କୁ ସମ୍ମାନିତ...

ଭୁବନେଶ୍ୱରରେ ପ୍ୟାରିସ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ହକି ଟିମ୍

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ପୁରୁଷ ହକି ଦଳ ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ବୁଧବାର ଭୁବନେଶ୍ୱର ବିମାନବନ୍ଦରରେ ଦଳର ଖେଳାଳିମାନଙ୍କୁ ଭବ୍ୟ ସ୍ଵାଗତ କରାଯାଇଛି। ଅପରାହ୍ଣରେ ରାଜ୍ୟ ସରକାରଙ୍କ...

ଆସନ୍ତାକାଲି ଓଡ଼ିଶା ଆସିବେ ଭାରତୀୟ ପୁରୁଷ ହକି ଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ୟାରିସ୍ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ପୁରୁଷ ହକି ଦଳ ବୁଧବାର ଓଡ଼ିଶା ଆସିବେ। ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦଳର ଖେଳାଳିମାନଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏନେଇ ସୂଚନା ଦେଇଛନ୍ତି...