ଆସିଲା ଆଇପିଏଲ୍ ୨୦୨୪ ଖେଳସୂଚୀ, ଉଦଘାଟନୀ ମ୍ୟାଚରେ ଚେନ୍ନାଇ-ବେଙ୍ଗାଳୁରୁ ଟକ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୪ର ଖେଳସୂଚୀ ଗୁରୁବାର ପ୍ରକାଶ ପାଇଛି। ମାର୍ଚ୍ଚ ୨୨ ତାରିଖରେ ଚେନ୍ନାଇର ଏମଏ ଚଦାମ୍ବରମ ଷ୍ଟାଡିୟମରେ ଆଇପିଏଲର ୧୭ତମ ସଂସ୍କରଣର ଉଦଘାଟନୀ ମ୍ୟାଚ୍‌ ଅନୁଷ୍ଠିତ ହେବ।...

ଶୁକ୍ରବାରରୁ ଭାରତ-ଇଂଲଣ୍ଡ ଚତୁର୍ଥ ଟେଷ୍ଟ: ସିରିଜ୍ ହାତେଇବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଶୁକ୍ରବାରଠାରୁ ରାଞ୍ଚିରେ ଆରମ୍ଭ ହେଉଛି ଭାରତ-ଇଂଲଣ୍ଡ ଚତୁର୍ଥ ଟେଷ୍ଟ ମ୍ୟାଚ। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ଵରେ ମ୍ୟାଚ୍ ପାଇଁ ପ୍ରସ୍ତୁତ ହୋଇଛି ଭାରତୀୟ ଦଳ। ରାଜକୋଟରେ ତୃତୀୟ ଟେଷ୍ଟ ଜିତି ସିରିଜରେ...

ବାରବାଟୀ ଷ୍ଟାଡିୟମର ନବକଳେବର: ୬୦ ହଜାରକୁ ବଢ଼ିବ ଦର୍ଶକ କ୍ଷମତା, ଖର୍ଚ୍ଚ ହେବ ୬୦୦ କୋଟି ଟଙ୍କା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା କ୍ରିକେଟର ଏନ୍ତୁଡ଼ିଶାଳ କଟକ ବାରବାଟୀ ଷ୍ଟାଡିୟମର ନବକଳେବର ହେବାକୁ ଯାଉଛି। ବର୍ତ୍ତମାନର ଷ୍ଟାଡିୟମକୁ ସମ୍ପୂର୍ଣ୍ଣ ଭଙ୍ଗାଯାଇ ସେହି ସ୍ଥାନରେ ଏକ ଅତ୍ୟାଧୁନିକ ବିଶ୍ଵସ୍ତରୀୟ ଷ୍ଟାଡିୟମର ନିର୍ମାଣ କରାଯିବ। ଏଥିରେ ପ୍ରାୟ...

ଖେଲୋ ଇଣ୍ଡିଆ ଓ୍ୱିଣ୍ଟର ଗେମ୍ସ ୨୦୨୪: ଓଡ଼ିଶାରୁ ପ୍ରତିନିଧିତ୍ଵ କରିବେ ‘ସ୍ନୋ ଗାର୍ଲ’ ରଞ୍ଜିତା ବେହେରା

ଓଡ଼ିଶାଲାଇଭ୍ ବ୍ୟୁରୋ (ଅଭିଷେକ ରାୟ): ଶୀତକାଳୀନ କ୍ରୀଡ଼ାରେ ଜାତୀୟ ସ୍ତରରେ ତରକା ଭାବେ ଉଭା ହୋଇଛନ୍ତି ଓଡ଼ିଶାର ‘ସ୍ନୋ ଗାର୍ଲ’ ରଞ୍ଜିତା ବେହେରା। ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ‘ଆଲପାଇନ ସ୍କିଙ୍ଗ୍‌’ରେ ନିଜର...

ଭାରତ-ଇଂଲଣ୍ଡ ତୃତୀୟ ଟେଷ୍ଟ: ୫୦୦ତମ ଟେଷ୍ଟ ୱିକେଟ ହାସଲ କଲେ ରବିଚନ୍ଦ୍ରନ ଅଶ୍ଵିନ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ଓ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ରାଜକୋଟରେ ଖେଳାଯାଉଛି। ଶୁକ୍ରବାର ଏହି ଟେଷ୍ଟର ପ୍ରଥମ ଇନିଂସରେ ଭାରତ ୪୪୫ ରନ କରି ଏକ ମଜବୁତ ସ୍ଥିତିରେ ରହିଛି। ଏହାର...

ଜାତୀୟ ମିନି ଗଲ୍ଫ ଚାମ୍ପିୟନସିପ: ଓଡ଼ିଶା ଦଳରେ ସୋଆ ବିଶ୍ଵବିଦ୍ୟାଳୟର ୬ ଜଣ ଛାତ୍ରଛାତ୍ରୀ ଓ ଜଣେ ଅଧ୍ୟାପକ...

ଓଡ଼ିଶାଲାଇଭ୍ ବ୍ୟୁରୋ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର (ସୋଆ) ୬ ଜଣ ଛାତ୍ରଛାତ୍ରୀ ଏବଂ ଜଣେ ଅଧ୍ୟାପକ ଓଡ଼ିଶା ମିନି ଗଲ୍ଫ ଦଳରେ ମନୋନୀତ ହୋଇଛନ୍ତି। ମାର୍ଚ୍ଚ ମାସ ୩ରୁ ୬ ତାରିଖ ପର୍ଯ୍ୟନ୍ତ...

ଭାରତ-ଇଂଲଣ୍ଡ ତୃତୀୟ ଟେଷ୍ଟ: ରୋହିତ ଓ ଜାଡେଜାଙ୍କ ଶତକ, ପ୍ରଥମ ଦିନ ଟିମ୍ ଇଣ୍ଡିଆର ସ୍କୋର ୩୨୬/୫

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତ ଓ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଗୁରୁବାରଠାରୁ ଆରମ୍ଭ ହୋଇଛି। ରାଜକୋଟରେ ଖେଳାଯାଉଥିବା ଏହି ଟେଷ୍ଟରେ ଦମଦାର ବ୍ୟାଟିଂ ଆରମ୍ଭ କରିଛି ଟିମ୍ ଇଣ୍ଡିଆ। ପ୍ରଥମ ଦିନ ଖେଳ...

ଏଫଆଇଏଚ୍ ପ୍ରୋ-ଲିଗ ହକି: ଆସନ୍ତାକାଲି କଳିଙ୍ଗ ଷ୍ଟାଡିୟମରେ ଅଭିଯାନ ଆରମ୍ଭ କରିବ ଭାରତୀୟ ପୁରୁଷ ଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଏଫଆଇଏଚ୍ ପ୍ରୋ-ଲିଗ ହକି ୨୦୨୩-୨୪ରେ ଶନିବାରଠାରୁ ଅଭିଯାନ ଆରମ୍ଭ କରିବାକୁ ଯାଉଛି ଭାରତୀୟ ପୁରୁଷ ହକି ଦଳ। ଭୁବନେଶ୍ଵରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ସ୍ପେନ ବିପକ୍ଷରେ ମ୍ୟାଚ ଖେଳିବ ଟିମ୍ ଇଣ୍ଡିଆ। ପରେ...

ଶୁକ୍ରବାରରୁ ଭାରତ-ଇଂଲଣ୍ଡ ଦ୍ଵିତୀୟ ଟେଷ୍ଟ: ପ୍ରମୁଖ ଖେଳାଳିଙ୍କ ଅନୁପସ୍ଥିତି ବଢ଼ାଇଛି ଟିମ୍ ଇଣ୍ଡିଆର ଚିନ୍ତା

ଓଡ଼ିଶାଲାଇଭ୍ ବ୍ୟୁରୋ ଶୁକ୍ରବାରଠାରୁ ଆରମ୍ଭ ହେଉଛି ଭାରତ-ଇଂଲଣ୍ଡ ଦ୍ଵିତୀୟ ଟେଷ୍ଟ ମ୍ୟାଚ। ବିଶାଖାପାଟଣାରେ ଏହି ମ୍ୟାଚ ଖେଳାଯିବ। ତେବେ ପ୍ରଥମ ଟେଷ୍ଟରେ ହାରିବା ପରେ ଭାରତୀୟ ଦଳ ସିରିଜରେ ୧-୦ରେ ପଛୁଆ ରହିଛି। ଏବେ...

ଭୁବନେଶ୍ୱର: ପ୍ରଥମ ସୋଆ ଅନ୍ତର୍ଜାତୀୟ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ପ୍ରତିଯୋଗିତା ଉଦ୍‌ଘାଟିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରସ୍ଥିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ଵବିଦ୍ୟାଳୟରେ ଆରମ୍ଭ ହୋଇଛି ପ୍ରଥମ ଅନ୍ତର୍ଜାତୀୟ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ପ୍ରତିଯୋଗିତା। ଏଥିରେ ୧୨ଟି ଦେଶର ଚେସ୍ ଖେଳାଳି ଅଂଶଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ...