ନାସନାଲ ଗେମ୍ସ ପୂର୍ବରୁ ପଦକ ବିଜେତା ଓଡ଼ିଆ ଖେଳାଳିଙ୍କ ପାଇଁ ଆର୍ଥିକ ପୁରସ୍କାର ଘୋଷଣା

ଓଡ଼ିଶାଲାଇଭ୍ ବ୍ୟୁରୋ ଚଳିତବର୍ଷ ଗୋଆରେ ଅନୁଷ୍ଠିତ ହେବାକୁ ଥିବା ୩୭ତମ ନାସନାଲ ଗେମ୍ସ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହି ପ୍ରତିଯୋଗିତାରେ ପଦକ ବିଜେତା ଓଡ଼ିଆ ଖେଳାଳିଙ୍କୁ ଆର୍ଥିକ ପୁରସ୍କାର ମିଳିବ।...

ଏସିଆନ ପାରା ଗେମ୍ସ: ପ୍ରତି ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କାର ଆର୍ଥିକ ପ୍ରୋତ୍ସାହନ

ଓଡ଼ିଶାଲାଇଭ୍ ବ୍ୟୁରୋ ଏସିଆନ ପାରା ଗେମ୍ସରେ ଖେଳିବେ ଓଡ଼ିଶାର ୭ ଖେଳାଳି ପ୍ରତ୍ୟେକ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କାର ଆର୍ଥିକ ପ୍ରୋତ୍ସାହନ ଟ୍ରେନିଂ ଓ ଅନ୍ୟାନ୍ୟ ପ୍ରସ୍ତୁତିକୁ ଦୃଷ୍ଟିରେ ରଖି ପ୍ରୋତ୍ସାହନ ରାଶି ଘୋଷଣା ଚୀନର ହାଙ୍ଗଝୌଉରେ ହେବାକୁ...

ଆଇସିସି ବିଶ୍ଵକପ: ଅଷ୍ଟ୍ରେଲିଆର ଭଲ ବ୍ୟାଟିଂ ପ୍ରଦର୍ଶନ, ପାକିସ୍ତାନ ଆଗରେ ୩୬୮ ରନର ବିଜୟ ଲକ୍ଷ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ଶୁକ୍ରବାର ଖେଳାଯାଉଛି ଅଷ୍ଟ୍ରେଲିଆ-ପାକିସ୍ତାନ ମଧ୍ୟରେ ମ୍ୟାଚ। ଏଥିରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ଆଗରେ ୩୬୮ ରନର ବିଶାଳ ବିଜୟ ଲକ୍ଷ୍ୟ ରଖିଛି। ଅଷ୍ଟ୍ରେଲିଆ ପକ୍ଷରୁ...

ଆଇସିସି ବିଶ୍ଵକପରେ ଭାରତ-ବାଂଲାଦେଶ ଟକ୍କର, ଟିମ୍ ଇଣ୍ଡିଆ ଆଗରେ ୨୫୭ ରନର ବିଜୟ ଲକ୍ଷ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ଗୁରୁବାର ବାଂଲାଦେଶ ସହ ମୁକାବିଲା କରୁଛି ଟିମ୍ ଇଣ୍ଡିଆ। ମହାରଷ୍ଟ୍ରର ପୁଣେରେ ଖେଳାଯାଉଥିବା ଏହି ମ୍ୟାଚର ପ୍ରଥମ ଇନିଂସରେ ବାଂଲାଦେଶର ବ୍ୟାଟିଂ ସରିଛି। ଭାରତ ଆଗରେ ୨୫୭...

ଆଇସିସି କ୍ରିକେଟ ବିଶ୍ଵକପ: ଆଜି ଦକ୍ଷିଣ ଆଫ୍ରିକା ଓ ନେଦରଲାଣ୍ଡସ୍ ମଧ୍ୟରେ ଚାଲିଛି ମୁକାବିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ମଙ୍ଗଳବାର ଜାରି ରହିଛି ଦକ୍ଷିଣ ଆଫ୍ରିକା ଓ ନେଦରଲାଣ୍ଡସ୍ ମଧ୍ୟରେ ମୁକାବିଲା। ଏଥିରେ ଦକ୍ଷିଣ ଆଫ୍ରିକା ପ୍ରଥମେ ଟସ୍ ଜିତି ବୋଲିଂ କରୁଛି। ହିମାଚଳ ପ୍ରଦେଶର ଧର୍ମଶାଳାରେ...

ଆଇସିସି କ୍ରିକେଟ ବିଶ୍ଵକପ: ଆଜି ଅଷ୍ଟ୍ରେଲିଆ ଓ ଶ୍ରୀଲଙ୍କା କରୁଛନ୍ତି ମୁକାବିଲା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ସୋମବାର ଚାଲିଛି ଅଷ୍ଟ୍ରେଲିଆ-ଶ୍ରୀଲଙ୍କା ମଧ୍ୟରେ ମୁକାବିଲା। ଏଥିରେ ଶ୍ରୀଲଙ୍କା ପ୍ରଥମେ ଟସ୍ ଜିତି ବ୍ୟାଟିଂ କରୁଛି। ଉତ୍ତରପ୍ରଦେଶର ଲକ୍ଷ୍ନୌସ୍ଥିତ ଏକାନା ଷ୍ଟାଡିୟମରେ ଏହି ମ୍ୟାଚଟି ଖେଳାଯାଉଛି। ତେବେ ଅଷ୍ଟ୍ରେଲିଆ...

ଆଇସିସି ବିଶ୍ଵକପ: ପାକିସ୍ତାନ ବିପକ୍ଷରେ ଟିମ୍ ଇଣ୍ଡିଆର ଦମଦାର ବିଜୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ପାକିସ୍ତାନ ବିପକ୍ଷରେ ଦମଦାର ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ। ଶନିବାର ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପାକିସ୍ତାନକୁ ୭ ୱିକେଟରେ ହରାଇଛି ଭାରତ। ଏହାସହ...

ଆଇସିସି ବିଶ୍ଵକପ: ଭାରତର ଚମତ୍କାର ବୋଲିଂ, ପାକିସ୍ତାନ ୧୯୧ ରନରେ ଅଲଆଉଟ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ଶନିବାର ଚାଲିଛି ଭାରତ-ପାକିସ୍ତାନ ମୁକବିଲା। ଏଥିରେ ପ୍ରଥମ ଇନିଂସରେ ଭାରତୀୟ ବୋଲର ମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ପାକିସ୍ତାନକୁ ୧୯୧ ରନରେ ଅଲଆଉଟ୍ କରିଛି ଟିମ୍ ଇଣ୍ଡିଆ।...

ଆଇସିସି ବିଶ୍ଵକପରେ ଆରମ୍ଭ ହେଲା ଭାରତ-ପାକିସ୍ତାନ ମହାମୁକାବିଲା, ପ୍ରଥମେ ବୋଲିଂ କରୁଛି ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ଆରମ୍ଭ ହେଲା ଭାରତ-ପାକିସ୍ତାନ ମହାମୁକାବିଲା। ମ୍ୟାଚ ପାଇଁ ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମ କ୍ରିକେଟପ୍ରେମୀଙ୍କ ଜନସମୁଦ୍ରରେ ପରିପୂର୍ଣ୍ଣ ହୋଇଛି। ମ୍ୟାଚରେ ଭାରତ ଟସ୍ ଜିତି ପ୍ରଥମେ ବୋଲିଂ...

ଆଇସିସି କ୍ରିକେଟ ବିଶ୍ଵକପ: ଆଜି ବହୁ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ଟକ୍କର

ଓଡ଼ିଶାଲାଇଭ୍ ବ୍ୟୁରୋ ଆଇସିସି କ୍ରିକେଟ ବିଶ୍ଵକପରେ ଆଜି ଭାରତ-ପାକିସ୍ତାନ ଟକ୍କର। ମ୍ୟାଚକୁ ନେଇ ଉଭୟ ଦଳର ଖେଳାଳି ପ୍ରସ୍ତୁତ ହୋଇଛନ୍ତି। ଗୁଜୁରାଟର ଅହମଦାବାଦସ୍ଥିତ ନରେନ୍ଦ୍ର ଷ୍ଟାଡିୟମରେ ଏହି ହାଇ ଭୋଲଟେଜ ମ୍ୟାଚକୁ ଉପଭୋଗ କରିବା...