ବିଶ୍ଵ ଆଥଲେଟିକ୍ସ ଚାମ୍ପିୟନସିପ: ଜାଭେଲିନ ଥ୍ରୋ ଫାଇନାଲରେ ଓଡ଼ିଆ ଆଥଲେଟ କିଶୋର ଜେନା
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵ ଆଥଲେଟିକ୍ସ ଚାମ୍ପିୟନସିପରେ ଚମକିଛନ୍ତି ଓଡ଼ିଆ ଆଥଲେଟ କିଶୋର ଜେନା। ହଙ୍ଗେରୀର ବୁଡାପେଷ୍ଟରେ ଚାଲୁଥିବା ଏହି ଟୁର୍ଣ୍ଣାମେଣ୍ଟର ଜାଭେଲିନ ଥ୍ରୋ ଫାଇନାଲ ରାଉଣ୍ଡରେ ପ୍ରବେଶ କରିଛନ୍ତି କିଶୋର। ସେ ଯୋଗ୍ୟତା ପର୍ଯ୍ୟାୟରେ...
ଚେସ୍ ବିଶ୍ଵକପ ଫାଇନାଲ: ଆଜି ସର୍ବକନିଷ୍ଠ ଭାରତୀୟ ବିଜେତା ହେବାପାଇଁ ପ୍ରଜ୍ଞାନନନ୍ଦଙ୍କ ପାଖେ ସୁଯୋଗ
ଓଡ଼ିଶାଲାଇଭ୍ ବ୍ୟୁରୋ
ଚଳିତ ଚେସ୍ ବିଶ୍ଵକପରେ ସୁନ୍ଦର ପ୍ରଦର୍ଶନ ଜାରି ରଖିଛନ୍ତି ଭାରତୀୟ ଗ୍ରାଣ୍ଡମାଷ୍ଟର ଆର୍ ପ୍ରଜ୍ଞାନନନ୍ଦ। ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲରେ ସେ ବିଶ୍ଵର ଏକ ନମ୍ବର ଚେସ୍ ଖେଳାଳି ନରୱେର ମ୍ୟାଗ୍ନସ୍ କାର୍ଲେସନଙ୍କ...
କଳିଙ୍ଗ ଷ୍ଟାଡିୟମ ଆକ୍ୱାଟିକ୍ ସେଣ୍ଟର: ସନ୍ତରଣକାରୀଙ୍କ ଜାତୀୟସ୍ତରର ପ୍ରଶିକ୍ଷଣ ପାଇଁ ଶ୍ରେଷ୍ଠ ସ୍ଥାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ସନ୍ତରଣକାରୀଙ୍କ ପାଇଁ ନୂଆ ଠିକଣା ପାଲଟିଛି ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମର ଆକ୍ୱାଟିକ୍ ସେଣ୍ଟର। ଏଠାରେ ସନ୍ତରଣ ପ୍ରଶିକ୍ଷଣ ପାଇଁ ସବୁ ପ୍ରକାର ସୁବିଧା ରହିଛି। ଏହା ଜାତୀୟସ୍ତରର ସନ୍ତରଣ ପ୍ରଶିକ୍ଷଣ...
୨୦୨୩ ଏସିଆ କପ୍ କ୍ରିକେଟ: ୧୭ ଜଣିଆ ଭାରତୀୟ ଦଳ ଘୋଷିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏସିଆ କପ୍ କ୍ରିକେଟ ୨୦୨୩ ପାଇଁ ଘୋଷଣା ହୋଇଛି ଭାରତୀୟ ଦଳ। ଏହି ଟୁର୍ଣ୍ଣାମେଣ୍ଟ ପାଇଁ ଟିମ୍ ଇଣ୍ଡିଆରେ ୧୭ ଜଣ ଖେଳାଳି ସାମିଲ ହୋଇଛନ୍ତି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ...
କ୍ରୀଡ଼ାର ବିକାଶରେ ଓଡ଼ିଶାର ଅବଦାନ ଅତି ପ୍ରଶଂସନୀୟ – ମହିଳା ହକି ତାରକା ରାନୀ ରାମପାଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମର ଟେନିସ ସେଣ୍ଟରଠାରେ ବିଶିଷ୍ଟ କ୍ରୀଡ଼ା ସାମ୍ବାଦିକ ଡକ୍ଟର ଅଶୋକ ପଟ୍ଟନାୟକ ସ୍ମାରକୀ ବକ୍ତୃତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏଠାରେ ଭାରତୀୟ ମହିଳା ହକି ତାରକା ରାନୀ ରାମପାଲ...
କର୍କଟ ରୋଗ କାରଣରୁ ଡୋପ୍ ଟେଷ୍ଟରେ ବିଫଳ ହୋଇଛନ୍ତି ଦୂତୀ, ବାସନ୍ଦ ବିରୋଧରେ କରିବେ ଆବେଦନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଡୋପ୍ ଟେଷ୍ଟରେ ବିଫଳ ହୋଇ ୪ ବର୍ଷ ପାଇଁ କ୍ରୀଡ଼ାରୁ ବାସନ୍ଦ ହୋଇଛନ୍ତି ଓଡ଼ିଆ ଆଥଲେଟ ଦୂତୀ ଚାନ୍ଦ। ଏବେ ତାଙ୍କ ଖେଳ ଜୀବନକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତେବେ...
ଆଜିଠୁ ଭାରତ-ଆୟର୍ଲାଣ୍ଡ୍ ଟି-ଟ୍ୱେଣ୍ଟି ସିରିଜ, ଯଶପ୍ରୀତ ବୁମରାଙ୍କ ନେତୃତ୍ୱରେ ଖେଳିବ ଟିମ୍ ଇଣ୍ଡିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ-ଆୟର୍ଲାଣ୍ଡ୍ ଟି-ଟ୍ୱେଣ୍ଟି ସିରିଜ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାଙ୍କ ନେତୃତ୍ୱରେ ଏହି ସିରିଜ ଖେଳିବ ଟିମ ଇଣ୍ଡିଆ। ଏହି ସିରିଜରେ ଜରିଆରେ ସେ ଦୀର୍ଘ...
ଓଡ଼ିଆ ଆଥଲେଟ ଦୂତୀ ଚାନ୍ଦ ଡୋପ୍ ଟେଷ୍ଟରେ ବିଫଳ, ୪ ବର୍ଷ ପାଇଁ କ୍ରୀଡ଼ାରୁ ବାସନ୍ଦ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ଆଥଲେଟ ତଥା ଓଡ଼ିଆ ଝିଅ ଦୂତୀ ଚାନ୍ଦ ଡୋପ୍ ଟେଷ୍ଟରେ ବିଫଳ ହୋଇଛନ୍ତି। ଏଥିପାଇଁ ତାଙ୍କୁ ୪ ବର୍ଷ ପାଇଁ କ୍ରୀଡ଼ାରୁ ବାସନ୍ଦ କରାଯାଇଛି। ସେ ୨୦୨୭ ଜାନୁଆରି ୩...
ଭାରତୀୟ ହକିର ସ୍ୱର୍ଣ୍ଣିମ ଇତିହାସକୁ ନେଇ ଡକ୍ୟୁମେଣ୍ଟାରି ଫିଲ୍ମ ‘ଇଣ୍ଡିଆଜ୍ ଗେମ୍’ ପ୍ରଦର୍ଶିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ସ୍ଵାଧିନତା ଦିବସ ଅବସରରେ ଭାରତୀୟ ହକିର ସ୍ୱର୍ଣ୍ଣିମ ଇତିହାସକୁ ନେଇ ଡକ୍ୟୁମେଣ୍ଟାରି ଫିଲ୍ମ 'ଇଣ୍ଡିଆଜ୍ ଗେମ୍' ପ୍ରଦର୍ଶିତ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ୱର ସ୍ଥିତ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...
ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ମାଲେସିଆକୁ ହରାଇ ଚତୁର୍ଥ ଟାଇଟଲ ଜିତିଲା ଭାରତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଏସିଆନ ଚାମ୍ପିୟନ୍ସ ଟ୍ରଫି ହକିର ଟାଇଟଲ ଜିତିଛି ଟିମ୍ ଇଣ୍ଡିଆ। ଚେନ୍ନାଇରେ ଶନିବାର ହୋଇଥିବା ସୁପର ଫାଇନାଲରେ ମାଲେସିଆକୁ ୪-୩ ଗୋଲ୍ରେ ପରାସ୍ତ କରି ଚାମ୍ପିୟନ ହୋଇଛି ଭାରତ। ଏଥିସହ ଚତୁର୍ଥଥର...





















