ଆସନ୍ତାକାଲିଠାରୁ ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ଟେଷ୍ଟ: ସିରିଜ୍ ହାତେଇବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲିଠାରୁ ଆରମ୍ଭ ହେଉଛି ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ଟେଷ୍ଟ ମ୍ୟାଚ। ଅଷ୍ଟ୍ରେଲିଆର ମେଲବର୍ଣ୍ଣ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବ ଏହି ବକ୍ସିଂ ଡେ’ ଟେଷ୍ଟ। ଏଥିପାଇଁ ପ୍ରସ୍ତୁତ ହୋଇଛି ଭାରତୀୟ ଦଳ। ମ୍ୟାଚ...
ଆସିଲା ଚାମ୍ପିୟନ୍ସ ଟ୍ରଫି ଖେଳସୂଚୀ: ଫେବ୍ରୁଆରି ୨୩ରେ ଭାରତ-ପାକିସ୍ତାନ ଟକ୍କର
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ ପାକିସ୍ତାନରେ ଆୟୋଜିତ ହେବାକୁ ଯାଉଛି। ଫେବ୍ରୁଆରି ୧୯ ତାରିଖରେ କରାଚିରେ ଏହାର ପ୍ରଥମ ମ୍ୟାଚ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ସେହିପରି ଭାରତ ଫେବ୍ରୁଆରି...
ୟୁରୋ-ବଲକାନ କପ୍ ୱିଣ୍ଟର ଗେମ୍ସ: ଭାରତରୁ ପ୍ରତିନିଧିତ୍ଵ କରିବେ ଓଡ଼ିଶାର ‘ସ୍ନୋ ଗାର୍ଲ’ ରଞ୍ଜିତା ବେହେରା
ଓଡ଼ିଶାଲାଇଭ୍ ବ୍ୟୁରୋ
ଶୀତକାଳୀନ କ୍ରୀଡ଼ାରେ ଜାତୀୟ ସ୍ତରରେ ତରକା ଭାବେ ଉଭା ହୋଇଛନ୍ତି ଓଡ଼ିଶାର ‘ସ୍ନୋ ଗାର୍ଲ’ ରଞ୍ଜିତା ବେହେରା। ସେ ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ସ୍କିଂ ପ୍ରତିଯୋଗିତାରେ ପ୍ରଦର୍ଶନ କରି ରାଜ୍ୟକୁ...
ଅନ୍ତର୍ଜାତୀୟ କ୍ରିକେଟ୍ରୁ ସନ୍ନ୍ୟାସ ନେଲେ ରବିଚନ୍ଦ୍ରନ ଅଶ୍ଵିନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଅନ୍ତର୍ଜାତୀୟ କ୍ରିକେଟରେ ଆଉ ଦେଖା ଦେବେନି ସ୍ପିନ ଲିଜେଣ୍ଡ ରବିଚନ୍ଦ୍ରନ ଅଶ୍ଵିନ। କାରଣ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାକୁ ସେ ଘୋଷଣା କରିଛନ୍ତି।
ଗାବା ଟେଷ୍ଟ ଡ୍ର ହେବା ପରେ ଅନ୍ତର୍ଜାତୀୟ କ୍ରିକେଟରୁ...
ଛୋଟ ବୟସରେ ବଡ଼ ସଫଳତା: ବିଶ୍ୱ ଚେସ୍ ଚାମ୍ପିୟନ୍ ଡୋମ୍ମାରାଜୁ ଗୁକେଶ
ଆଶିଷ କୁମାର ରାୟ
ଭାରତୀୟ କ୍ରୀଡ଼ା ଇତିହାସର ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ସିଙ୍ଗାପୁରରେ ଲିପିବଦ୍ଧ ହୋଇଛି। ସ୍ଥାନୀୟ ୱାର୍ଲଡ ସେଣ୍ଟୋସା ରିସୋର୍ଟରେ ଚାଲିଥିବା ୨୦୨୪ ବିଶ୍ୱ ଚେସ୍ ଚାମ୍ପିୟନଶିପରେ ବିଜୟୀ ହୋଇଛନ୍ତି ଭାରତର ୧୮...
ଡୋମ୍ମାରାଜୁ ଗୁକେଶ ବନିଲେ ସର୍ବ କନିଷ୍ଠ ବିଶ୍ଵ ଚେସ୍ ଚାମ୍ପିୟନ
ଓଡ଼ିଶାଲାଇଭ୍ ବ୍ୟୁରୋ
ସିଙ୍ଗାପୁରରେ ଅନୁଷ୍ଠିତ ବିଶ୍ୱ ଚେସ୍ ଚାମ୍ପିୟନଶିପରେ ବିଜୟୀ ହୋଇଛନ୍ତି ଭାରତର ଡୋମ୍ମାରାଜୁ ଗୁକେଶ। ଗୁରୁବାର ସେ ଏହି ପ୍ରତିଯୋଗିତାର ୧୪ତମ ଗେମରେ ଚୀନର ଡିଙ୍ଗ ଲିରେନଙ୍କୁ ପରାସ୍ତ କରିଛନ୍ତି। ଏହି ବିଜୟ...
ବାଲେଶ୍ଵର: ବଳାଙ୍ଗୀ ଡିଗ୍ରୀ କଲେଜରେ ଅନୁଷ୍ଠିତ ହେଲା ଫିଟ୍ ଇଣ୍ଡିଆ କାର୍ଯ୍ୟକ୍ରମ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲା ବଳାଙ୍ଗୀ ଡିଗ୍ରୀ କଲେଜରେ ଫିଟ୍ ଇଣ୍ଡିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡକ୍ଟର ରତ୍ନାକର ସିଂହଙ୍କ ପୌରୋହିତ୍ୟରେ ଈଶାଣୀ ମିନି ଷ୍ଟାଡିୟମଠାରେ...
କଟକ: ‘ଓଡ଼ିଶା ମାଷ୍ଟର୍ସ ସୁପର ୧୦୦’ ଅନ୍ତର୍ଜାତୀୟ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକର ଜବାହରଲାଲ୍ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଉଦ୍ଘାଟିତ ହୋଇଛି ‘ବିଡବ୍ଲ୍ୟୁଏଫ୍ ଓଡ଼ିଶା ମାଷ୍ଟର୍ସ ସୁପର ୧୦୦’ ଅନ୍ତର୍ଜାତୀୟ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ। ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥି ଭାବେ...
ଭାରତ-ଅଷ୍ଟ୍ରେଲିଆ ଦ୍ଵିତୀୟ ଟେଷ୍ଟ: ଅଷ୍ଟ୍ରେଲିଆର ଦମଦାର ବ୍ୟାଟିଂ, ସଙ୍କଟରେ ଟିମ୍ ଇଣ୍ଡିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଛି ବର୍ଡର-ଗାଭାସ୍କର ଟ୍ରଫିର ଦ୍ଵିତୀୟ ଟେଷ୍ଟ ମ୍ୟାଚ। ଆଡିଲେଡରେ ଖେଳାଯାଉଥିବା ଏହି ଟେଷ୍ଟରେ ନିଜର ସ୍ଥିତି ସୁଦୃଢ଼ କରିଛି ଅଷ୍ଟ୍ରେଲିଆ। ପ୍ରଥମ ଇନିଂସରେ ୧୫୭ ରନର...
ବାଲେଶ୍ଵର: ପୂର୍ବ ଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ପୁରୁଷ ଖୋ ଖୋ ଟୁର୍ଣ୍ଣାମେଣ୍ଟ ଉଦଯାପିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରସ୍ଥିତ ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ଆୟୋଜିତ ୪ ଦିନିଆ ପୂର୍ବ ଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ପୁରୁଷ ଖୋ ଖୋ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି।
ଗୁରୁବାର ଦିନ ସମସ୍ତ...