ବାରବାଟୀ ଫ୍ଲଡ ଲାଇଟ୍ ବିଭ୍ରାଟ: ଓସିଏକୁ କ୍ରୀଡ଼ା ବିଭାଗର କାରଣ ଦର୍ଶାଅ ନୋଟିସ୍
ଓଡ଼ିଶାଲାଇଭ୍ ବ୍ୟୁରୋ
ବାରବାଟୀ ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ଦିନିକିଆ ସମୟରେ ବନ୍ଦ ହୋଇଯାଇଥିଲା ଫ୍ଲଡ ଲାଇଟ୍। ଫଳରେ ଖେଳ ଅଧ ଘଣ୍ଟା ପାଇଁ ବନ୍ଦ ରହିଥିଲା। ତେବେ ଏତେ ବଡ଼ ବିଭ୍ରାଟ କେମିତି ଓ କାହିଁକି...
ରୋହିତ ବାହିନୀର ବାରବାଟୀ ବିଜୟ: ମ୍ୟାଚ୍ ସହିତ ସିରିଜ୍ ଜିତିଲା ଟିମ୍ ଇଣ୍ଡିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ବାରବାଟୀ ଷ୍ଟାଡିୟମରେ ଇଂଲଣ୍ଡ ବିପକ୍ଷ ଦିନିକିଆକୁ ଜିତି ନେଇଛି ଭାରତ। ଏହି ମ୍ୟାଚ ଜିତିବା ସହ ସିରିଜ୍ କବ୍ଜା କରିଛି ଟିମ୍ ଇଣ୍ଡିଆ। ଅଧିନାୟକ ରୋହିତ ଶର୍ମା ନିଜର ଦମଦାର...
ଆଜି ବାରବାଟୀରେ ଭାରତ-ଇଂଲଣ୍ଡ ଲଢ଼େଇ: ସିରିଜ୍ ହାତେଇବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ବାରବାଟୀ ଷ୍ଟାଡିୟମରେ ଆଜି ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଦିନିକିଆ। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ଵରେ ମ୍ୟାଚ୍ ପାଇଁ ପ୍ରସ୍ତୁତ ହୋଇଛି ଭାରତୀୟ ଦଳ। ମ୍ୟାଚ ପାଇଁ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟ...
ଆଜି ବାରବାଟୀରେ ଅଭ୍ୟାସ କଲା ଟିମ୍ ଇଣ୍ଡିଆ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି କଟକ ବାରବାଟୀ ଷ୍ଟାଡିୟମରେ ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଦିନିକିଆ। ଏଥିପାଇଁ ଶନିବାର ସନ୍ଧ୍ୟାରେ ଅଭ୍ୟାସ କରିଛି ଟିମ୍ ଇଣ୍ଡିଆ। ଷ୍ଟାଡିୟମରେ ଖେଳାଳିଙ୍କ ଝଲକ ଟିକେ ପାଇବା ପାଇଁ ପ୍ରଶଂସକଙ୍କ ମଧ୍ୟରେ...
ବାରବାଟୀ ଦିନିକିଆ ପାଇଁ କଟକରେ ଟ୍ରାଫିକ୍ କଟକଣା, ଜାଣନ୍ତୁ କେଉଁଠି ରଖିବେ ଗାଡ଼ି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍। ଏହି ସମୟରେ କଟକରେ ଆଇନ ଶୃଙ୍ଖଳା ଓ ଟ୍ରାଫିକ୍ ବ୍ୟବସ୍ଥା ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ...
ବାରବାଟୀ ଦିନିକିଆ: ଭୁବନେଶ୍ୱରରେ ପହଞ୍ଚିଲେ ଭାରତ ଓ ଇଂଲଣ୍ଡ କ୍ରିକେଟ ଟିମ୍
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ପାଇଁ ଶୁକ୍ରବାର ଉଭୟ ଭାରତ ଓ ଇଂଲଣ୍ଡ ଟିମ୍ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଜୁ ପଟ୍ଟନାୟକ ବିମାନବନ୍ଦରରେ ସେମାନଙ୍କୁ ଭବ୍ୟ ସ୍ଵାଗତ କରାଯାଇଛି। ନିଜ ପ୍ରିୟ ଖେଳାଳିଙ୍କ...
ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ: ଆସନ୍ତାକାଲି ଭୁବନେଶ୍ୱରରେ ପହଞ୍ଚିବେ ଉଭୟ ଟିମ୍
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ବାରବାଟୀ ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ମଧ୍ୟରେ ଦିନିକିଆ ମ୍ୟାଚକୁ ନେଇ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ବଢ଼ିବାକୁ ଲାଗିଛି। ଅନଲାଇନ ପରେ ଏବେ ଅଫଲାଇନରେ ମଧ୍ୟ ମ୍ୟାଚର ସବୁ ଟିକେଟ୍ ବିକ୍ରି...
ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ: ଟିକେଟ୍ କାଉଣ୍ଟରରେ ଲୋକଙ୍କ ପ୍ରବଳ ଭିଡ଼
ଓଡ଼ିଶାଲାଇଭ୍ ବ୍ୟୁରୋ
କଟକ ବାରବାଟୀ ଷ୍ଟାଡିୟମରେ ଫେବ୍ରୁଆରି ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର କାଉଣ୍ଟରରେ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି। ଟିକେଟ କିଣିବା...
ଓଡ଼ିଶାକୁ ଫେରିବ ସେଲିବ୍ରେଟି କ୍ରିକେଟ ଲିଗ୍: ଫେବ୍ରୁଆରି ୧୬ରେ ଦୁଲୁକିବ ବାରବାଟୀ ଷ୍ଟାଡିୟମ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାକୁ ୧୧ ବର୍ଷ ପରେ ପୁଣି ଫେରିବାକୁ ଯାଉଛି ସେଲିବ୍ରେଟି କ୍ରିକେଟ ଲିଗ୍ (ସିସିଏଲ୍)। କ୍ରିକେଟ ପଡ଼ିଆରେ ଦମ୍ ଦେଖାଇବେ ଦେଶର ସିନେ ତାରକା। ଫେବ୍ରୁଆରି ୧୬ ତାରିଖରେ କଟକର ବାରବାଟୀ...
କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ୍ ପ୍ରୋ ଲିଗ୍: ମାଗଣାରେ ମ୍ୟାଚ ଦେଖିବେ ଦର୍ଶକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହେବାକୁ ଯାଉଛି ପୁରୁଷ ଏବଂ ମହିଳା ଏଫଆଇଏଚ୍ ପ୍ରୋ ଲିଗ୍ ମ୍ୟାଚ୍। ଏହି ଟୁର୍ଣ୍ଣାମେଣ୍ଟ ଫେବ୍ରୁଆରି ୧୫ରୁ ୨୫ ତାରିଖ ଯାଏଁ ଚାଲିବ। ଏଫଆଇଏଚ୍ ପ୍ରୋ...