ଆପଣ ଜାଣନ୍ତି, କେଉଁମାନେ ନେଇପାରିବେ ଇନସୁଲିନ୍?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=Tw9ukkhT4e4
ଇନସୁଲିନ୍ ହରମୋନ ହେଉଛି ଆମ ଶରୀରର ଏକ ପ୍ରକାରର ଜୀବକୋଷ। ଇନସୁଲିନ୍ ହରମୋନ ଆମ ଶରୀରରୁ କମ କ୍ଷରଣ ହେଲେ ଆମକୁ ଡାଏବେଟିସ୍ ରୋଗ ହୁଏ। ତେଣୁ ଇନସୁଲିନ୍ ହରମୋନକୁ...
ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୫-୨୬ ଜୁନ ସେସନରେ ନାମଲେଖା: ଅନଲାଇନ ଆବେଦନର ଶେଷ ତାରିଖ ମେ’ ୩
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ୱ ଦକ୍ଷତା କେନ୍ଦ୍ରରେ ମୋଟ ୭ଟି ବିଷୟରେ ଅତ୍ୟାଧୁନିକ ତାଲିମ ପାଠ୍ୟକ୍ରମ
ଅନ୍ତର୍ଜାତୀୟ ମାନର ଭିତ୍ତିଭୂମି ସାଙ୍ଗକୁ ଅତ୍ୟାଧୁନିକ ଲାବୋରେଟୋରି
ଅନ୍ୟ ରାଜ୍ୟର ପ୍ରାର୍ଥୀଙ୍କ ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସିଟ୍ ସଂରକ୍ଷଣ
(ଭୁବନେଶ୍ୱର): ଭୁବନେଶ୍ୱର...
ଓରେରାର ପ୍ରଶାସନିକ ସଦସ୍ୟ ପ୍ରଦୀପ କୁମାର ବିଶ୍ଵାଳଙ୍କ ଅବସର ଗ୍ରହଣ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ଵର): ଓଡ଼ିଶା ରିୟଲ ଇଷ୍ଟେଟ ରେଗୁଲେଟୋରି ଅଥରିଟି (ଓରେରା) ର ପ୍ରଶାସନିକ ସଦସ୍ୟ ପ୍ରଦୀପ କୁମାର ବିଶ୍ଵାଳ ଶୁକ୍ରବାର ଦିନ ଅବସର ଗ୍ରହଣ କରିଛନ୍ତି।
ଏହି ଅବସରରେ ଓରେରା ସମ୍ମିଳନୀ କକ୍ଷଠାରେ ଏକ...
ଢେଙ୍କାନାଳ: ଆଇଆଇଏମସିରେ ଓଡ଼ିଆ ସାମ୍ବାଦିକତା ପାଠ୍ୟକ୍ରମ ପାଇଁ ଆବେଦନର ଶେଷ ତାରିଖ ମେ’ ୧୦
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ୱର): ଢେଙ୍କାନାଳ ସ୍ଥିତ ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମସି) ରେ ଓଡ଼ିଆ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି। ଆବେଦନର ଶେଷ ତାରିଖ...
ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ: ଏଥର ବି ବାଜି ମାରିଲେ ଝିଅ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ମାଟ୍ରିକ୍ ପରୀକ୍ଷା ୨୦୨୫ ଫଳାଫଳ ଶୁକ୍ରବାର ଦିନ ପ୍ରକାଶିତ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ...
ବାଲେଶ୍ୱରରେ ଗୀତଗୋବିନ୍ଦ ରଚୟିତା କବି ଜୟଦେବଙ୍କ ଜୟନ୍ତୀ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଚଳିତ ବର୍ଷ ବାଲେଶ୍ୱର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୀତଗୋବିନ୍ଦ ରଚୟିତା କବି ଜୟଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।
ଜୟନ୍ତୀ ସମାରୋହରେ ବାଲେଶ୍ଵର...
କେମିତି ଓଜେଏସ୍ ଟପ୍ପର ହେଲେ ସୋମେଶ ରଣବିଜୁଳି?
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=zgpoCrW9BMw
ଓଜେଏସ୍ ପରୀକ୍ଷାରେ ପ୍ରଥମ ସ୍ଥାନ ହାସଲ କରିଛନ୍ତି ସୋମେଶ ରଣବିଜୁଳି। ପ୍ରଥମରୁ ସେ ଜୁଡିସିଆଲ୍ ଅଫିସର ହେବାକୁ ଲକ୍ଷ୍ୟ ରଖିଥିଲେ। ୨୦୧୯ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସଫଳ ହୋଇ ଖଣ୍ଡପଡ଼ା...
ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଲା ବନ ବିଭାଗ
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷା ଓ ସଂରକ୍ଷଣ ପାଇଁ ବନବିଭାଗ ପକ୍ଷରୁ ଏକ ଅଭିନବ ପ୍ରୟାସ ଆରମ୍ଭ ହୋଇଛି। ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବାରିପଦାଠାରେ ଆୟୋଜିତ ହୋଇଛି...
କେମିତି ଭଲ ହେବ ଏକ୍ଜିମା?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=AsPkdYJS0qo
ଏକ୍ଜିମା ଏକ ପ୍ରକାରର ଚର୍ମ ରୋଗ। ଏକ୍ଜିମା ହେଲେ ତ୍ଵଚା କୁଣ୍ଡାଇ ହେବା, ନାଲି ପଡ଼ିଯିବା, ଚୋପା ଛାଡ଼ିବା ଭଳି ଲକ୍ଷଣ ଦେଖାଦିଏ।
ତେବେ ଏକ୍ଜିମା କ’ଣ, ଏକ୍ଜିମାକୁ ଚିହ୍ନିବେ କିପରି...
ଭୁବନେଶ୍ଵର: ଓଡ଼ିଶା ରିୟଲ ଇଷ୍ଟେଟ୍ ରେଗୁଲେଟୋରି ଅଥରିଟି ପକ୍ଷରୁ ‘ରେରା’ ଦିବସ ପାଳିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ଭୁବନେଶ୍ଵର): ଓଡ଼ିଶା ରିୟଲ ଇଷ୍ଟେଟ୍ ରେଗୁଲେଟୋରି ଅଥରିଟି (ଓରେରା) ପକ୍ଷରୁ ଗୁରୁବାର ପାଳିତ ହୋଇଛି ‘ରେରା’ ଦିବସ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ମୁଖ୍ୟ ସୂଚନା କମିଶନର ମନୋଜ କୁମାର ପରିଡ଼ା ମୁଖ୍ୟ ଅତିଥି...





















