ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଭାବେ ନିଯୁକ୍ତ ହେଲେ ଡକ୍ଟର ଚନ୍ଦ୍ର ଶେଖର ହୋତା
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଭାବେ ନିଯୁକ୍ତ ହେଲେ ଡକ୍ଟର ଚନ୍ଦ୍ର ଶେଖର ହୋତା। ଏ ନେଇ ମଙ୍ଗଳବାର ଦିନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି...
କିଟ୍ରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ଉଚ୍ଚସ୍ତରୀୟ କମିଟି ନିକଟରେ ହାଜର ହେବାକୁ ଆଉ ୬ ଜଣଙ୍କୁ ନୋଟିସ୍
ଓଡ଼ିଶାଲାଇଭ୍ ବ୍ୟୁରୋ
କିଟ୍ ବିଶ୍ଵବିଦ୍ୟାଳୟରେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଥମୁନି ବିବାଦ। ଏହି ଘଟଣାରେ ଉଚ୍ଚସ୍ତରୀୟ କମିଟି ନିକଟରେ ହାଜର ହେବାକୁ ଆଉ ୬ ଜଣଙ୍କୁ ନୋଟିସ ଜାରି ହୋଇଛି। ଉଚ୍ଚ...
‘ଷ୍ଟାର୍ଟଅପ୍ ଷ୍ଟୋରି’ – ଜାଣନ୍ତୁ ଯୁବ ଓଡ଼ିଆ ଉଦ୍ୟୋଗୀ ଅରବିନ୍ଦ ପାଣିଙ୍କ ସଫଳତାର କାହାଣୀ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=ESFPsZPz65Y
ଓଡ଼ିଶାଲାଇଭ୍ ପ୍ରସ୍ତୁତ ‘ଷ୍ଟାର୍ଟଅପ୍ ଷ୍ଟୋରି’ ଭିଡିଓ ସିରିଜରେ ଯୁବ ଓଡ଼ିଆ ଉଦ୍ୟୋଗୀ ତଥା ‘ରେଭରି ଲାଙ୍ଗୁଏଜ୍ ଟେକ୍ନୋଲୋଜିସ୍‘ର ସହ–ପ୍ରତିଷ୍ଠାତା ଏବଂ ସିଇଓ ଅରବିନ୍ଦ ପାଣିଙ୍କ ସହ ସୁବ୍ରତ ବାଗ୍ଚୀଙ୍କ ବାର୍ତ୍ତାଳାପ ଆସନ୍ତୁ ଦେଖିବା।
‘ଓଡ଼ିଶାଲାଇଭ୍’ର ଓ୍ୱେବ ସିରିଜ୍ ‘ଷ୍ଟାର୍ଟଅପ୍...
ଦିଲ୍ଲୀ ଶିଖ ବିରୋଧୀ ଦଙ୍ଗା ମାମଲା: ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
କଂଗ୍ରେସର ପୂର୍ବତନ ସାଂସଦ ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ। ୧୯୮୪ ମସିହା ଶିଖ ବିରୋଧୀ ଦଙ୍ଗା ମାମଲାରେ ସଜ୍ଜନ କୁମାରଙ୍କ ବିରୋଧରେ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ।
ଫେବ୍ରୁଆରି...
ରାଜ୍ୟସ୍ତରୀୟ ଚିତ୍ରକଳା ପ୍ରଦର୍ଶନୀ ‘ଐକ୍ୟମ୍’ରେ ସ୍ଥାନିତ ହେଲା ୨୪ ଚିତ୍ରଶିଳ୍ପୀଙ୍କ ନିଆରା କଳାକୃତି
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ଓଡ଼ିଶାର ଚିତ୍ରଶିଳ୍ପୀମାନଙ୍କୁ ଉତ୍ସାହିତ କରିବା ଲାଗି ସମ୍ବଲପୁରସ୍ଥିତ ଓଡ଼ିଶା ଲଳିତ କଳା ଏକାଡେମୀ ଆଞ୍ଚଳିକ ଆର୍ଟ ଗ୍ୟାଲେରିରେ ରାଜ୍ୟସ୍ତରୀୟ ଚିତ୍ରକଳା ପ୍ରଦର୍ଶନ ‘ଐକ୍ୟମ୍’ ଆୟୋଜିତ ହୋଇଯାଇଛି।...
‘ଯାଆଁଳା ତୋଟା’ ଉପନ୍ୟାସ ଓଡ଼ିଆ ଅସ୍ମିତାର ବାର୍ତ୍ତାବହ – ସୂର୍ଯ୍ୟବଂଶୀ ସୂରଜ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାର ବିଶିଷ୍ଟ ଔପନ୍ୟାସିକ କାଳନ୍ଦୀ ସାମଲଙ୍କ ରଚିତ ଉପନ୍ୟାସ ‘ଯାଆଁଳା ତୋଟା’ ଉପରେ ଏକ ଅଲୋଚନାଚକ୍ର ଭୁବନେଶ୍ୱରରେ ଆୟୋଜିତ ହୋଇଛି। ଏହି ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି...
ଆସନ୍ତାକାଲି ମହାଶିବରାତ୍ରୀ, ଶିବ ମନ୍ଦିରମାନଙ୍କରେ ଜୋରସୋର ଚାଲିଛି ପ୍ରସ୍ତୁତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି, ବୁଧବାର ଦିନ ମହାଶିବରାତ୍ରୀ। ଏଥିପାଇଁ ରାଜ୍ୟର ସମସ୍ତ ଶିବମନ୍ଦିରମାନଙ୍କରେ ଜୋରସୋର ଚାଲିଛି ପ୍ରସ୍ତୁତି। ଭୁବନେଶ୍ଵରସ୍ଥିତ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ମହାଶିବରାତ୍ରୀ ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି।
ଲିଙ୍ଗରାଜ ମନ୍ଦିର ପରିସରରେ ଭକ୍ତଙ୍କ...
ସୁସ୍ଥ ଶରୀର ପାଇଁ ରାତିରେ ଭଲ ନିଦ କେତେ ଜରୁରୀ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=uvJ8sSRapHo
ଜୀବନଶୈଳୀରେ ପରିବର୍ତ୍ତନ, କାର୍ଯ୍ୟବ୍ୟସ୍ତତା, ମାନସିକ ଚାପ ଯୋଗୁଁ ଅଧିକାଂଶ ଲୋକଙ୍କୁ ସଠିକ ଭାବେ ନିଦ ହୋଇପାରୁ ନାହିଁ। ଫଳରେ ଦିନ ତମାମ ଥକ୍କାପଣ, କୌଣସି କାମରେ ମନ ନଲାଗିବା ତଥା...
ମହାଶିବରାତ୍ରୀ ପାଇଁ ଲିଙ୍ଗରାଜ ମନ୍ଦିର ଅଞ୍ଚଳରେ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ମହାଶିବରାତ୍ରୀ। ଚଳଚଞ୍ଚଳ ହୋଇଛି ରାଜ୍ୟର ସବୁ ଶୈବ ପୀଠ। ଜଗରରେ ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ମନ୍ଦିର...
ଓଡ଼ିଶାରେ ପୁଣି ଖରା, ୨ରୁ ୩ ଡିଗ୍ରୀ ବଢ଼ିବ ହାରାହାରି ତାପମାତ୍ରା!
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ କିଛି ଦିନର ବର୍ଷା ପରେ ଏବେ ପୁଣି ବଢ଼ିବାକୁ ଯାଉଛି ତାତି। ଆସନ୍ତା ୪ ଦିନ ରାଜ୍ୟରେ ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି। ଏହାପରେ ହାରାହାରି ତାପମାତ୍ରା ୨ରୁ...




















