ଏଫଆଇଏଚ୍ ପ୍ରୋ-ଲିଗ ହକି: ଆସନ୍ତାକାଲି କଳିଙ୍ଗ ଷ୍ଟାଡିୟମରୁ ଅଭିଯାନ ଆରମ୍ଭ କରିବେ ଭାରତୀୟ ପୁରୁଷ ଓ ମହିଳା ଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଏଫଆଇଏଚ୍ ପ୍ରୋ-ଲିଗ ହକି ୨୦୨୪-୨୫ରେ ଶନିବାରଠାରୁ ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି ଭାରତୀୟ ପୁରୁଷ ଓ ମହିଳା ହକି ଦଳ। ଭୁବନେଶ୍ଵରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଉଭୟ ଚଳିତ ସିଜିନରେ ନିଜର ପ୍ରଥମ...

ବାଲେଶ୍ଵର: ସ୍ୱାଧୀନତା ସଂଗ୍ରାମୀ ଡକ୍ଟର ରବୀନ୍ଦ୍ର ମୋହନ ଦାସଙ୍କ ୧୧୪ ତମ ଜୟନ୍ତୀ ପାଳିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରସ୍ଥିତ ଫକୀର ମୋହନ ବିଶ୍ଵବିଦ୍ୟାଳୟ ପରିସରରେ ସ୍ୱାଧୀନତା ସଂଗ୍ରାମୀ ଡକ୍ଟର ରବୀନ୍ଦ୍ର ମୋହନ ଦାସଙ୍କ ୧୧୪ତମ ଜୟନ୍ତୀ ପାଳିତ ହୋଇଯାଇଛି। ଫକୀର ମୋହନ ବିଶ୍ଵବିଦ୍ୟାଳୟ ଓ...

୧୦ ମାସର ବକେୟା ପାରିଶ୍ରମିକ ପାଇବେ ରାଜ୍ୟର କମ୍ୟୁନିଟି ସପୋର୍ଟ ଷ୍ଟାଫ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ କାର୍ଯ୍ୟରତ  ବ୍ୟାଙ୍କ ମିତ୍ର, ଏମ୍‌ବିକେ, ସିଆରପି ଓ ପ୍ରାଣୀମିତ୍ରଙ୍କ ପାଇଁ ବଡ଼ ଘୋଷଣା ହୋଇଛି। ସେମାନଙ୍କ ପ୍ରାୟ ୧୦ ମାସର ବକେୟା ପାରିଶ୍ରମିକ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।...

ଓଡ଼ିଶାରେ ଫେବ୍ରୁଆରି ୧୯ରୁ ୨୧ ବର୍ଷା!

ଓଡ଼ିଶାଲାଇଭ୍ ବ୍ୟୁରୋ ସରିନି ଶୀତ ବଢ଼ିଲାଣି ତାପମାତ୍ରା। ଫେବ୍ରୁଆରି ମାସରେ ତାପମାତ୍ର ବୃଦ୍ଧିକୁ ନେଇ ସାଧାରଣ ଲୋକଙ୍କ ଚିନ୍ତା ବଢ଼ିଥିବା ବେଳେ ଆଉ ଦୁଇଦିନ ପରେ ଓଡ଼ିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି...

ରଣବୀର ଆହ୍ଲାବାଦିଆଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା, ଆବେଦନ ଖାରଜ

ଓଡ଼ିଶାଲାଇଭ୍ ବ୍ୟୁରୋ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ରଣବୀର ଆହ୍ଲାବାଦିଆଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟକା। ୟୁଟ୍ୟୁବ ରିୟଲିଟି ସୋ’ ‘ଇଣ୍ଡିଆଜ ଗଟ୍ ଲାଟେଣ୍ଟ’ରେ ରଣବୀର ଅଶ୍ଳୀଳ ମନ୍ତବ୍ୟ ଦେଇ ବିବାଦରେ ଫସିଥିଲେ। ତାଙ୍କ ବିରୋଧରେ...

ଅଣ୍ଟା ବିନ୍ଧୁଛି କି, ଜାଣନ୍ତୁ କେମିତି ଭଲ ହେବ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=nv3z4zJuBCc ଆଜିକାଲି କମ୍‌ ବୟସରୁ ଅଣ୍ଟା ବିନ୍ଧା ଭଳି ସମସ୍ୟା ଦେଖାଦେଉଛି। ଏହାର କାରଣ ହେଉଛି ଭୁଲ ଶୈଳୀରେ ବସିବା, ଶାରୀରିକ ପରିଶ୍ରମର ଅଭାବ ଏବଂ ଏଭଳି ଅନେକ କାରଣ। ତେବେ ଅଣ୍ଟା...

ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ: ବିରୋଧୀଙ୍କ ହଟ୍ଟଗୋଳରେ ଗୃହ ମୁଲତବୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନର ଦ୍ଵିତୀୟ ଦିନରେ ଚାଲିପାରିନି ଗୃହ କାର୍ଯ୍ୟ। ଆରମ୍ଭରୁ ହିଁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରାଯାଇଛି।   ଶୁକ୍ରବାର ବିଧାନସଭା...

ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ

ଓଡ଼ିଶାଲାଇଭ୍ ବ୍ୟୁରୋ ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ। ଏ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଜାତି ପାଇଁ ମଣିପୁରରେ ଲାଗି ରହିଥିବା ହିଂସା ମଧ୍ୟରେ ଫେବ୍ରୁଆରି ୯ ତାରିଖରେ...

ବାରିପଦା: ଓମ୍ବାଡସି ସହାୟତାରେ ତକତପୁରସ୍ଥିତ ବୈଷୟିକ ତାଲିମ ଅନୁଷ୍ଠାନର ଆଧୁନିକୀକରଣ       

ଓଡ଼ିଶାଲାଇଭ୍ ବ୍ୟୁରୋ ତକତପୁରସ୍ଥିତ ଟିଟିଆଇରେ ବୈଷୟିକ ଶିକ୍ଷା ଓ ତାଲିମ ନେଇ ଦେଶ ବିଦେଶର ଶିଳ୍ପ ସଂସ୍ଥା ପାଇଁ ପ୍ରସ୍ତୁତ ହେଉଛନ୍ତି ଯୁବପିଢ଼ି ଅତ୍ୟାଧୁନିକ ୱେଲ୍ଡିଂରେ ଉତ୍କର୍ଷ କେନ୍ଦ୍ର ରୋବୋଟିକ୍ ଏବଂ ଭର୍ଚୁଆଲ ୱେଲ୍ଡିଂ ସିମୁଲେଟର୍ସ ବ୍ୟବସ୍ଥା...

ମାର୍ଚ୍ଚ ୧୦ ଯାଏଁ ମୁଲତବୀ ହେଲା ଲୋକସଭା: ସରିଲା ବଜେଟ୍ ଅଧିବେଶନର ପ୍ରଥମ ପର୍ଯ୍ୟାୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଲୋକସଭା ମାର୍ଚ୍ଚ ୧୦ ତାରିଖ ଯାଏଁ ମୁଲତବୀ ହୋଇଛି। ଗୁରୁବାର ଆୟକର ବିଲ୍ ଆଗତ ହେବାପରେ ବାଚସ୍ପତି ଓମ୍ ବିର୍ଲା ଲୋକସଭାକୁ ମୁଲତବୀ ଘୋଷଣା କରିଛନ୍ତି। ଏହା ସହ ବଜେଟ୍ ଅଧିବେଶନର...