ଆଜି ବାରବାଟୀରେ ଭାରତ-ଇଂଲଣ୍ଡ ଲଢ଼େଇ: ସିରିଜ୍ ହାତେଇବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ କଟକ ବାରବାଟୀ ଷ୍ଟାଡିୟମରେ ଆଜି ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଦିନିକିଆ। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ଵରେ ମ୍ୟାଚ୍ ପାଇଁ ପ୍ରସ୍ତୁତ ହୋଇଛି ଭାରତୀୟ ଦଳ। ମ୍ୟାଚ ପାଇଁ କ୍ରିକେଟ୍ ପ୍ରେମୀଙ୍କ ମଧ୍ୟ...

ବାଲେଶ୍ଵର: ବଳାଙ୍ଗୀ ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ସୁନହଟସ୍ଥିତ ବଳାଙ୍ଗୀ ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ରତ୍ନାକର ସିଂହଙ୍କ ପୌରୋହିତ୍ୟରେ...

ଆଜି ବାରବାଟୀରେ ଅଭ୍ୟାସ କଲା ଟିମ୍ ଇଣ୍ଡିଆ

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି କଟକ ବାରବାଟୀ ଷ୍ଟାଡିୟମରେ ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଦିନିକିଆ। ଏଥିପାଇଁ ଶନିବାର ସନ୍ଧ୍ୟାରେ ଅଭ୍ୟାସ କରିଛି ଟିମ୍ ଇଣ୍ଡିଆ। ଷ୍ଟାଡିୟମରେ ଖେଳାଳିଙ୍କ ଝଲକ ଟିକେ ପାଇବା ପାଇଁ ପ୍ରଶଂସକଙ୍କ ମଧ୍ୟରେ...

ଦିଲ୍ଲୀରେ କାହିଁକି ହାରିଲା ଆପ୍?

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି (ଆପ୍)କୁ ଲାଗିଛି ବଡ଼ ଝଟକା। ସବୁଠାରୁ ବଡ଼ କଥା ହେଲା ହାରିଗଲେ ଆପ୍ ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ। ଆପର...

ଦିଲ୍ଲୀରେ ଫୁଟିଲା ପଦ୍ମ: ୨୭ ବର୍ଷ ପରେ କ୍ଷମତାକୁ ଫେରିବ ଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ବିଧାନସଭା ନିର୍ବାଚନରେ ବଡ଼ ବିଜୟ ହାସଲ କରିଛି ବିଜେପି। ଆମ ଆଦମୀ ପାର୍ଟିକୁ ହଟାଇ ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ କ୍ଷମତାକୁ ଫେରିଛି ବିଜେପି। ଦିଲ୍ଲୀର ୭୦ରୁ ଆସନରୁ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଥର ବି ଖାତା ଖୋଲି ପାରିଲାନି କଂଗ୍ରେସ

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ରେ କଂଗ୍ରେସକୁ ପୁଣି ବଡ଼ ଝଟକା। ଗୋଟିଏ ବି ଆସନରେ ଜିତି ପାରିଲା ନାହିଁ କଂଗ୍ରେସ। ଦିଲ୍ଲୀରେ ଏହି ପରାଜୟ କଂଗ୍ରେସ ପାଇଁ ନୂଆ କଥା ନୁହେଁ। ୨୦୧୫...

ଦିଲ୍ଲୀରେ ଅରବିନ୍ଦ କେଜ୍ରିୱାଲଙ୍କୁ ହରାଇଥିବା କିଏ ଏହି ପରବେଶ ବର୍ମା?  

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ବିଧାନସଭା ନିର୍ବାଚନରେ ​​ଆମ ଆଦମୀ ପାର୍ଟିକୁ ଲାଗିଛି ଶକ୍ତ ଝଟକା। ଦିଲ୍ଲୀରେ କ୍ଷମତା ଯିବା ସହ ଦଳର ମୁଖିଆ ଅରବିନ୍ଦ କେଜ୍ରିୱାଲ ନୂଆଦିଲ୍ଲୀ ଆସନରୁ ନିର୍ବାଚନ ହାରିଯାଇଛନ୍ତି। ବିଜେପି ପ୍ରାର୍ଥୀ...

ବାରବାଟୀ ଦିନିକିଆ ପାଇଁ କଟକରେ ଟ୍ରାଫିକ୍ କଟକଣା, ଜାଣନ୍ତୁ କେଉଁଠି ରଖିବେ ଗାଡ଼ି

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍। ଏହି ସମୟରେ କଟକରେ ଆଇନ ଶୃଙ୍ଖଳା ଓ ଟ୍ରାଫିକ୍‌ ବ୍ୟବସ୍ଥା ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ...

କାହିଁକି ଝଡ଼ୁଛି କେଶ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=s9872vgRW8w ଆଜିକାଲି କେଶ ଜନିତ ସମସ୍ୟା ଅଧିକ ଦେଖିବାକୁ ମିଳୁଛି। କେଶ ଝଡ଼ିବା, ଅଳ୍ପ ବୟସରେ କେଶ ପାଚିବା, ଚନ୍ଦା ହୋଇଯିବା ଭଳି ସମସ୍ୟା ବହୁତ ସାଧାରଣ ହୋଇଯାଇଛି। ବର୍ତ୍ତମାନର ଖାଦ୍ୟଶୈଳୀ,...

ଦିଲ୍ଲୀରେ କମିଲା କେଜ୍ରିଓ୍ଵାଲଙ୍କ କ୍ରେଜ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀରେ କମିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ କ୍ରେଜ। ଆମଆଦମୀ ପାର୍ଟି ମୁଖ୍ୟ କେଜ୍ରିଓ୍ଵାଲଙ୍କୁ ନିର୍ବାଚନ ଲଢ଼େଇରେ ପଛରେ ପକାଇଲେ ବିଜେପି ପ୍ରାର୍ଥୀ ପରବେଶ ବର୍ମା। ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ରେ ନୂଆଦିଲ୍ଲୀ...