ଦିଲ୍ଲୀ ବିସ୍ଫୋରଣକୁ ନେଇ ପ୍ରଧାନମନ୍ତ୍ରୀ କହିଲେ – “ଦୋଷୀକୁ ଛଡ଼ାଯିବ ନାହିଁ”
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀ ଲାଲକିଲ୍ଲା ନିକଟରେ ହୋଇଥିବା ଭୟଙ୍କର କାର୍ ବୋମା ବିସ୍ଫୋରଣକୁ ନେଇ ସାରା ଦେଶରେ ଆତଙ୍କ ଖେଳିଯାଇଛି। ସୋମବାର ସନ୍ଧ୍ୟାରେ ଘଟିଥିବା ଏହି ବିସ୍ଫୋରଣ ଯୋଗୁଁ ବର୍ତ୍ତମାନ ସୁଦ୍ଧା ୧୩ ଜଣଙ୍କର...
ଭାରତର ସବୁଠାରୁ ବଡ଼ ଦାନୀ – ଶିବ ନାଦର
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/jekIFtOTtcc
ଭାରତର ସବୁଠାରୁ ବଦାନ୍ୟ ବ୍ୟକ୍ତି ପାଲଟିଛନ୍ତି ଏଚସିଏଲ ଟେକ୍ନୋଲୋଜିଜ୍ ପ୍ରତିଷ୍ଠାତା ଶିବ ନାଦର। ୨୦୨୪-୨୫ ଆର୍ଥିକ ବର୍ଷରେ ସେ ଓ ତାଙ୍କ ପରିବାର ୨,୭୦୮ କୋଟି ଟଙ୍କା ଦାନ କରି ଏଡେଲଗିଭ୍...
ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଚାଲିଛି ମତଦାନ
ଓଡ଼ିଶାଲାଇଭ୍ ବ୍ୟୁରୋ
ନେତା ବାଛୁଛନ୍ତି ନୂଆପଡ଼ା ଜନତା। ନୂଆପଡ଼ା ବିଧାନସଭା ଉପନିର୍ବାଚନ ଲାଗି ଚାଲିଛି ମତଦାନ। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମଙ୍ଗଳବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସନ୍ଧ୍ୟା ୫ଟା...
ଦିଲ୍ଲୀ ଲାଲ୍କିଲ୍ଲା ନିକଟରେ ବଡ଼ ଧରଣର ବିସ୍ଫୋରଣ: ୮ ଜଣଙ୍କର ମୃତ୍ୟୁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଦିଲ୍ଲୀର ଲାଲ୍କିଲ୍ଲା ନିକଟରେ ବଡ଼ ଧରଣର ବିସ୍ଫୋରଣ ଘଟି ପ୍ରାୟ ୮ ଜଣଙ୍କର ମୃତ୍ୟୁ ହୋଇଛି। ବିସ୍ଫୋରଣରେ ୩୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୁଚନା...
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଯୁବପିଢ଼ିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ: ‘ଷ୍ଟ୍ରୋକ୍କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’
ଓଡ଼ିଶାଲାଇଭ୍ ବ୍ୟୁରୋ
(ବ୍ରହ୍ମପୁର): ‘ବ୍ରେନ୍ ଷ୍ଟ୍ରୋକ୍’ ବା ‘ମସ୍ତିଷ୍କାଘାତ’ ଆଜି ସାରା ବିଶ୍ୱରେ ଏକ ବଡ଼ ଜନସ୍ୱାସ୍ଥ୍ୟ ସମସ୍ୟା ହୋଇଛି। ତେଣୁ, ଏ ବିଷୟରେ ଯୁବପିଢ଼ିଙ୍କ ଭିତରେ ସଚେତନତା ସୃଷ୍ଟି କରିବା ଲାଗି ବ୍ରହ୍ମପୁର...
ରାତି ପାହିଲେ ନୂଆପଡ଼ା ବିଧାନସଭା ଉପନିର୍ବାଚନ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/crLaWfD9K5Y
କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଇଭିଏମ ମେସିନ ତଥା ଆନୁଷଙ୍ଗିକ ସାମଗ୍ରୀ ସହ ବୁଥଗୁଡ଼ିକରେ ପହଞ୍ଚିଛନ୍ତି ପୋଲିଂ ଅଧିକାରୀ।
ମୋଟ ୩୫୮ଟି ବୁଥ ପାଇଁ ୩୬୮ ଜଣ ପୋଲିଂ ଅଧିକାରୀ ନିୟୋଜିତ...
ଘାତକ ସାଜୁଛି ବ୍ରେନ୍ ଷ୍ଟ୍ରୋକ୍
ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=cDzpberG7ss&t=1s
ବ୍ରେନ୍ ଷ୍ଟ୍ରୋକ୍ ବା ମସ୍ତିଷ୍କାଘାତ ଆଜି ସାରା ବିଶ୍ୱରେ ଏକ ବଡ଼ ଜନସ୍ୱାସ୍ଥ୍ୟ ଆହ୍ୱାନ ପାଲଟିଛି। ଉଚ୍ଚ ରକ୍ତଚାପ, ଅନିୟନ୍ତ୍ରିତ ମଧୁମେହ, ମୋଟାପଣ, ଅସ୍ୱାସ୍ଥ୍ୟକର ଜୀବନଶୈଳୀ କାରଣରୁ ବ୍ରେନ୍ ଷ୍ଟ୍ରୋକ୍...
ଜାପାନ ପାରା ବ୍ୟାଡମିଣ୍ଟନରେ ପ୍ରମୋଦ ଭଗତଙ୍କୁ ୩ ସ୍ଵର୍ଣ୍ଣ ପଦକ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/kGkRvDsoWUk
ଟୋକିଓରେ ଆୟୋଜିତ ଜାପାନ ପାରା ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲରେ ଦାମଦାର ପ୍ରଦର୍ଶନ କରି ତିନିଟି ସ୍ଵର୍ଣ୍ଣ ପଦକ ଜିତିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ।
ନଭେମ୍ବର ୫ରୁ ୯ ତାରିଖ ପର୍ଯ୍ୟନ୍ତ ଖେଳାଯାଇଥିବା ଏହି ପ୍ରତିଯୋଗିତାରେ...
ବାଲେଶ୍ଵରରେ ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ଅନୁଷ୍ଠିତ
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵରରେ ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଜଳେଶ୍ଵର ବିଧାୟକ ଅଶ୍ଵିନୀ ପାତ୍ର।...
ବାଲେଶ୍ଵର: ବସ୍ତାରେ ଅନୁଷ୍ଠିତ ହେଲା ଗ୍ରାମ ପଞ୍ଚାୟତ ସ୍ତରୀୟ ଜନଶୁଣାଣି ଶିବିର
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ବାଲେଶ୍ଵର ଜିଲ୍ଲାବସ୍ତା ଓ ବାଲିଆପାଳ ବ୍ଲକରେ ଅନୁଷ୍ଠିତ ହେଲା ଗ୍ରାମ ପଞ୍ଚାୟତ ସ୍ତରୀୟ ଜନଶୁଣାଣି ଶିବିର। ବିଧାୟିକା ସୁବାସିନୀ ଜେନା ନିଜ ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ...




















