ବ୍ରେନ ଟ୍ୟୁମରକୁ ଚିହ୍ନିବେ କେମିତି ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=nD5i071FGUY ମସ୍ତିଷ୍କର ଯେକୌଣସି ଭାଗରେ ଅନିୟନ୍ତ୍ରିତ ବୃଦ୍ଧି ଘଟିଲେ ପରବର୍ତ୍ତୀ ସମୟରେ ତାହା ଟ୍ୟୁମରର ରୂପ ନେଇଥାଏ। ମସ୍ତିଷ୍କରେ ଟ୍ୟୁମର ହେଲେ ଭୀଷଣ ମୁଣ୍ଡ ବ୍ୟଥା ହୁଏ। ମୁଣ୍ଡ ବ୍ୟଥା ସହ...

ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିରରେ ଦଳାଚକଟା, ଚାଲିଗଲା ୬ ଭକ୍ତଙ୍କ ଜୀବନ

ଓଡ଼ିଶାଲାଇଭ୍ ବ୍ୟୁରୋ ଅଧା ରହିଗଲା ତିରୁପତି ଦର୍ଶନ। ଟୋକନ ବାଣ୍ଟିବା ପୂର୍ବରୁ ଦଳାଚକଟାରେ ଚାଲିଗଲା ୬ ଜଣ ଭକ୍ତଙ୍କ ଜୀବନ। ଆନ୍ଧ୍ରପ୍ରଦେଶସ୍ଥିତ ତିରୁପତି ମନ୍ଦିରରେ ଟୋକନ ନେବାବେଳେ ଦଳାଚକଟା ଘଟି ୬ ଜଣ ଭକ୍ତଙ୍କର ମୃତ୍ୟୁ...

ସର୍ଭାଇକାଲ କ୍ୟାନ୍ସରକୁ ରୋକିବେ କିପରି?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=vHovuV0RwEg ଜରାୟୁ କର୍କଟ ବା ସର୍ଭାଇକାଲ କ୍ୟାନ୍ସରକୁ ନେଇ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଜାନୁଆରି ମାସକୁ ସର୍ଭାଇକାଲ କ୍ୟାନ୍ସର ସଚେତନତା ମାସ ଭାବେ ପାଳନ କରାଯାଏ। ଜରାୟୁ କର୍କଟ ରୋଗ...

ପ୍ରବାସୀ ଭାରତୀୟ ଦିବସ ମହାକୁମ୍ଭକୁ ଉଦଘାଟନ କଲେ, ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରସ୍ଥିତ ଜନତା ମଇଦାନଠାରେ ଆୟୋଜିତ ତିନିଦିନିଆ ପ୍ରବାସୀ ଭାରତୀୟ ମହାକୁମ୍ଭକୁ ଗୁରୁବାର ଦିନ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ...

କଳା-କଳାକାର-ଦର୍ଶକଙ୍କ ତ୍ରିବେଣୀ ସଙ୍ଗମ: ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ଓଡ଼ିଶାଲାଇଭ୍ ବ୍ୟୁରୋ ସିନେମା, ଥିଏଟର ଯିବା ବଦଳରେ ଲୋକେ ଏବେ ମନୋରଞ୍ଜନ ପାଇଁ ସୋସିଆଲ୍ ମିଡିଆକୁ ବାଛି ନେଇଛନ୍ତି। ସୋସିଆଲ ମିଡିଆର ବହୁଳ ବ୍ୟବହାର ସତ୍ତ୍ଵେ ଲୋକେ ‘ଧନୁଯାତ୍ରା’କୁ ଭୁଲି ନାହାନ୍ତି। ପ୍ରତିବର୍ଷ ଯୋଡ଼ି ହେଉଛନ୍ତି ଲକ୍ଷ ଲକ୍ଷ ଦର୍ଶକ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ୧୧ ଦିନ ଧରି ଚାଲେ। ବିଶ୍ଵର ସର୍ବ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ରେ ମହାନାୟକ ସାଜନ୍ତି ଦ୍ଵାପର ଯୁଗର ଖଳନାୟ ମହାରାଜା କଂସ।...

ଅଭିନୟରେ ଧୋକା ପାଇ ପ୍ରଯୋଜକ ହେଇଗଲେ ଶ୍ରୀଧର ମାର୍ଥା

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=iCzY--GbonY&t=1s ଓଡ଼ିଆ ସିନେମା ଜଗତର ଜଣେ ପରିଚିତ ନାଁ ଶ୍ରୀଧର ମାର୍ଥା। ପ୍ରଯୋଜନା ପାଇଁ ଓଡ଼ିଆ ସିନେ ଜଗତରେ ନିଜର ଏକ ସ୍ଵତନ୍ତ୍ର ପରିଚୟ ସେ ହାସଲ କରିଛନ୍ତି। ସିନେମା ନିର୍ମାଣ ପାଇଁ ସେ...

ଦୁଷ୍କର୍ମ ମାମଲା: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଅନ୍ତରୀଣ ଜାମିନ

ଓଡ଼ିଶାଲାଇଭ୍ ବ୍ୟୁରୋ ୨୦୧୩ ରେ ହୋଇଥିବା ଏକ ଦୁଷ୍କର୍ମ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ୮୬ ବର୍ଷୀୟ ବିବାଦୀୟ ଧର୍ମଗୁରୁ ଆଶାରାମ ବାପୁଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ। ଅସୁସ୍ଥତା କାରଣରୁ ଆଶାରାମ...

ଏଲନ ମସ୍କଙ୍କ ବଡ଼ ଯୋଜନା: ଏଣିକି ‘ଏକ୍ସ’ରେ ମିଳିବ ଟିଭି ଏବଂ ପେମେଣ୍ଟ ଫିଚର!

ଓଡ଼ିଶାଲାଇଭ୍ ବ୍ୟୁରୋ ବିଶ୍ଵର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’କୁ ନେଇ ପୁଣି ଚର୍ଚ୍ଚା ଜୋର ଧରିଛି। ଏଲନ ମସ୍କ ‘ଏକ୍ସ’ ପ୍ଲାଟଫର୍ମରେ ବଡ଼ ପରିବର୍ତ୍ତନ ଆଣିବାକୁ ଯାଉଥିବା...

ସନ୍ଦେହ ଘେରରେ ଇଞ୍ଜିନିୟର ସୁଚିର ବାଲାଜୀଙ୍କ ମୃତ୍ୟୁ: ‘ଓପନ୍ ଏଆଇ’ ବିରୋଧରେ ଆଣିଥିଲେ ସାଂଘାତିକ ଅଭିଯୋଗ

ଓଡ଼ିଶାଲାଇଭ୍ ବ୍ୟୁରୋ ଚାଟ୍ ଜିପିଟି ବିକାଶ କରିଥିବା ଆମେରିକାର ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କମ୍ପାନି ‘ଓପନ୍ ଏଆଇ’ ଏଆଇର ପୂର୍ବତନ ଇଞ୍ଜିନିୟର ସୁଚିର ବାଲାଜୀଙ୍କ ମୃତ୍ୟୁ ଏବେ ବି ସନ୍ଦେହ ଘେରରେ ରହିଛି। ୨୦୨୪ ନଭେମ୍ବର...

ଟାଟା କମ୍ପାନି ନିଯୁକ୍ତି ଠକେଇ ମାମଲା: ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ ଦୋଷମୁକ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ଟାଟା କମ୍ପାନି ନିଯୁକ୍ତି ଠକେଇ ମାମଲାରୁ ଦୋଷମୁକ୍ତ ହୋଇଛନ୍ତି ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ। ବ୍ରହ୍ମପୁର ଜେଏମଏଫସି କୋର୍ଟ ପ୍ରଦୀପ କୁମାର ପାଣିଗ୍ରାହୀଙ୍କୁ ସମସ୍ତ ୫ଟି ମାମଲାରେ ନିର୍ଦ୍ଦୋଷ ସାବ୍ୟସ୍ତ...