ଭୁବନେଶ୍ୱର: ରବିନ୍ଦ୍ର ମଣ୍ଡପରେ ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ ଉଦ୍ଘାଟିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ୱରରେ ଆରମ୍ଭ ହୋଇଛି ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ। ମଙ୍ଗଳବାର ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଏହି ଉତ୍ସବ ଉଦ୍ଘାଟିତ ହୋଇଛି। ଚଳିତ ବର୍ଷ ଏହି ଉତ୍ସବ ୧୮ତମ ପ୍ରବାସୀ ଭାରତୀୟ ଦିବସ...
ପାକିସ୍ତାନ ଅଧିକୃତ କାଶ୍ମୀରରୁ ମିଳିଲା ପ୍ରାଚୀନ ସଂସ୍କୃତ ଅଭିଲେଖ: ରହିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ପାକିସ୍ତାନ ଅଧିକୃତ କାଶ୍ମୀରର (ପିଓକେ) ଗିଲଗଟ ଅଞ୍ଚଳରୁ ଏକ ପ୍ରାଚୀନ ସଂସ୍କୃତ ଅଭିଲେଖ ଉଦ୍ଧାର କରାଯାଇଛି। ଏହି ପ୍ରାଚୀନ ଅଭିଲେଖରେ ଅନେକ ଗୁରୁତ୍ୱପୂର୍ଣ୍ଣ ଐତିହାସିକ ତଥ୍ୟ ରହିଛି। ଏହା ୪ର୍ଥ ଶତାବ୍ଦୀର...
ଡକ୍ଟର ଭି. ନାରାୟଣନ – ଇସ୍ରୋର ନୂଆ ଅଧ୍ୟକ୍ଷ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତୀୟ ମହାକାଶ ଗବେଷଣା ସଂସ୍ଥାର (ଇସ୍ରୋ) ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି ଡକ୍ଟର ଭି. ନାରାୟଣନ। ସେ ଜାନୁଆରି ୧୪ ତାରିଖରେ ଦାୟିତ୍ଵ ଗ୍ରହଣ କରିବେ। ଏନେଇ କେନ୍ଦ୍ର ସରକାରଙ୍କ...
ବରଗଡ଼ ଧନୁଯାତ୍ରାରେ ପ୍ରମୁଖ ଆକର୍ଷଣ ପାଲଟେ ହାତୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବରଗଡ଼ ଧନୁଯାତ୍ରାରେ ନାୟକ କଂସ ମହାରାଜାଙ୍କ ରାଜଦରବାରକୁ ରାଜମହଲରୁ ଆସିବା ଓ ଶାସନ ପାଇଁ ନଗର ଭ୍ରମଣ କରିବା ଏକ ପ୍ରମୁଖ ଦୃଶ୍ୟ। ପୌରାଣିକ ଘଟଣାକ୍ରମରେ ଧନୁଯାତ୍ରା ଅଭିନୟ କରାଯାଉଥିବାରୁ ଏଥିପାଇଁ ବହୁ...
ସର୍ଭାଇକାଲ କ୍ୟାନ୍ସର କାହିଁକି ହୁଏ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=CBzXAlwCYlE
ଜରାୟୁ କର୍କଟକୁ ନେଇ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଜାନୁଆରି ମାସକୁ ସର୍ଭାଇକାଲ କ୍ୟାନ୍ସର ସଚେତନତା ମାସ ଭାବେ ପାଳନ କରାଯାଏ।
ସର୍ଭାଇକାଲ କ୍ୟାନ୍ସର ବା ଜରାୟୁ କର୍କଟ ରୋଗ...
ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ପଞ୍ଚମ ଦିନରେ ମନ ମୋହିଲା ଶ୍ରୀକୃଷ୍ଣଙ୍କ କାଳୀୟ ଦଳନ ଦୃଶ୍ୟ
ଓଡ଼ିଶାଲାଇଭ୍ ବ୍ୟୁରୋ
ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପ୍ରତିଦିନ ଲୋକଙ୍କ ମନରେ ଛାପ ଛାଡ଼ୁଛି। ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ଏବଂ ତ୍ରିପୁର ବିଜୟୀ ମହାରାଜ କଂସଙ୍କ ଦୃଶ୍ୟାଭିନୟ ସମସ୍ତଙ୍କୁ ବାନ୍ଧି ରଖୁଛି। ଧନୁଯାତ୍ରା ଦେଖିବା ପାଇଁ ରାଜ୍ୟ...
ଭୁବନେଶ୍ଵରରେ ୧୮ତମ ‘ପ୍ରବାସୀ ଭାରତୀୟ ଦିବସ’ ସମାରୋହର ଶୁଭାରମ୍ଭ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵରରେ ଆରମ୍ଭ ହୋଇଛି ୧୮ତମ ‘ପ୍ରବାସୀ ଭାରତୀୟ ଦିବସ ସମାରୋହ’। କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର, କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଓ...
ଓଡ଼ିଶାରେ ୭୫୪୦ଟି ଏଲଟିଆର ଶିକ୍ଷକ ପଦବୀରେ ନିଯୁକ୍ତି ସୁଯୋଗ: ଫେବ୍ରୁଆରି ୫ ଆବେଦନର ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅନେକ ଲିଭ୍ ଟ୍ରେନିଂ ରିଜର୍ଭ (ଏଲଟିଆର) ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ରାଜ୍ୟରେ ଥିବା ସରକାରୀ ମାଧ୍ୟମିକ ବିଦ୍ୟାଳୟ ଖାଲି...
ବରଗଡ଼ ଧନୁଯାତ୍ରାର ମା’ ଯଶୋଦା ମୁଗ୍ଧା ଦାସ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=LG_JqIkKLkk
ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ଅନ୍ୟ ଏକ ପ୍ରମୁଖ ଚରିତ୍ର ହେଉଛନ୍ତି ମା’ ଯଶୋଦା। ଯଶୋଦାଙ୍କ ଭୂମିକାରେ ଚଳିତ ବର୍ଷ ଅଭିନୟ କରିଛନ୍ତି ମୁଗ୍ଧା ଦାସ। ସେ ଜଣେ ନୃତ୍ୟଶିଳ୍ପୀ। ବିଭିନ୍ନ ମଞ୍ଚରେ...
ଭୁବନେଶ୍ୱର: ରାଜ୍ୟର ପ୍ରଥମ ଇଲେକ୍ଟ୍ରିକ୍ ଡବଲ୍ ଡେକର ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ପ୍ରଥମଥର ପାଇଁ ଆରମ୍ଭ ହୋଇଛି ଇଲେକ୍ଟ୍ରିକ୍ ଡବଲ୍ ଡେକର ବସ୍ ସେବା। ମଙ୍ଗଳବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବସର ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସ...





















