ପ୍ରବାସୀ ଭାରତୀୟ ଦିବସ: ଜାନୁଆରି ୮ରେ ଭୁବନେଶ୍ୱର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ। ଏଥିରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ସେ ଜାନୁଆରି ୮ ତାରିଖରେ ଭୁବନେଶ୍ଵର ଆସିବେ। ପ୍ରଧାନମନ୍ତ୍ରୀ ଜାନୁଆରି ୮ ତାରିଖ ରାତିରେ ଏକ...

ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା: ପ୍ରଥମ ଦିନରୁ ଆରମ୍ଭ ହେଲା ମହାରାଜ କଂସଙ୍କ ଶାସନ

ଓଡ଼ିଶାଲାଇଭ୍ ବ୍ୟୁରୋ ଆକର୍ଷଣୀୟ ପରିବେଶ ଭିତରେ ଶୁକ୍ରବାରଠାରୁ ଶୁଭାରମ୍ଭ ହୋଇଛି ୭୭ତମ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଆରମ୍ଭ ହୋଇଛି ତ୍ରିପୁର ବିଜୟୀ ମହାରାଜ କଂସଙ୍କ ଶାସନ। କଂସଙ୍କ ଅଟ୍ଟହାସ୍ୟରେ ଥରହର ହେଉଛି ମଥୁରାନଗରୀ। ଏହି ପୌରାଣିକ...

ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାକୁ ଉଦଘାଟନ କଲେ ସାଂସଦ ପ୍ରଦୀପ ପୁରୋହିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଏକ ବର୍ଣ୍ଣାଢ୍ୟ ସାଂସ୍କୃତିକ ଶୋଭାଯାତ୍ରା ସହ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହୋଇଛି। ଧନୁଯାତ୍ରାକୁ ଶୁକ୍ରବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ। ଉଦଘାଟନୀ...

ଆଜି ଭୁବନେଶ୍ୱର ବିମାନବନ୍ଦରରୁ ଜୟପୁର ଓ କୋଚିକୁ ଆରମ୍ଭ ହେଲା ବିମାନ ସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଭୁବନେଶ୍ୱରରୁ ଦେଶର ପ୍ରମୁଖ ସ୍ଥାନଗୁଡ଼ିକୁ ବିମାନ ସେବାର ଶୁଭାରମ୍ଭ ହୋଇଛି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଜୟପୁର ଓ କୋଚିକୁ ବିମାନ ଚଳାଚଳ କରିଛି। ଭୁବନେଶ୍ୱର ବିମାନବନ୍ଦରରେ...

ଚୀନରେ ବିଶ୍ୱର ଦ୍ରୁତତମ ବୁଲେଟ୍ ଟ୍ରେନ୍ ଲୋକାର୍ପିତ: ଘଣ୍ଟା ପ୍ରତି ବେଗ ୪୫୦ କିଲୋମିଟର

ଓଡ଼ିଶାଲାଇଭ୍ ବ୍ୟୁରୋ ଚୀନ୍ ଏକ ଅତ୍ୟାଧୁନିକ ହାଇସ୍ପିଡ୍ ବୁଲେଟ୍ ଟ୍ରେନର ଲୋକାର୍ପଣ କରିଛି। ଏହି ସିଆର୍୪୫୦ ବୁଲେଟ୍ ଟ୍ରେନ ଘଣ୍ଟା ପ୍ରତି ୪୫୦ କିଲୋମିଟର ବେଗରେ ଯାତ୍ରା କରିଛି। ଏହା ବିଶ୍ୱର ଦ୍ରୁତତମ ବୁଲେଟ୍...

ଧନୁଯାତ୍ରା ମହୋତ୍ସବ ସମୟରେ ବରଗଡ଼ ସହର ପାଇଁ ଟ୍ରାଫିକ୍ ନିୟମ: ଜାଣନ୍ତୁ କେମିତି କେଉଁଠିକୁ ଯିବେ?

ଓଡ଼ିଶାଲାଇଭ୍ ବ୍ୟୁରୋ ଆରମ୍ଭ ହୋଇଛି ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଧନୁଯାତ୍ରା ମହୋତ୍ସବ ସମୟରେ ବରଗଡ଼ ପୋଲିସ ପକ୍ଷରୁ ପାଇଁ ଜାରି ହୋଇଛି ଟ୍ରାଫିକ୍ ନିୟମାବଳୀ। ବରଗଡ଼ ପ୍ରାଇଭେଟ ବସଷ୍ଟାଣ୍ଡରୁ ବରପାଲି-ବଲାଙ୍ଗିର, ସୋହେଲା-ପଦମପୁର, ସରେଇପାଲି ଅଭିମୁଖେ...

ଛତିଶଗଡ଼: ଗରିଆବନ୍ଧ ଜିଲ୍ଲା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ଜଣ ମାଓବାଦୀ ନିହତ

ଓଡ଼ିଶାଲାଇଭ୍ ବ୍ୟୁରୋ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାର ଜଙ୍ଗଲରେ ଶୁକ୍ରବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବନ୍ଧୁକ ଓ...

ବରଗଡ଼ ଧନୁଯାତ୍ରା ବୁଲିବା ପାଇଁ ‘ଓଟିଡିସି’ ପକ୍ଷରୁ ସ୍ଵତନ୍ତ୍ର ଟୁର୍ ପ୍ୟାକେଜ, ଆସନ୍ତୁ ଜାଣିବା

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହୋଇଛି ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଚଳଚଞ୍ଚଳ ହୋଇ ଉଠିଛି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ସହର। ଚଳିତ ବର୍ଷ ଧନୁଯାତ୍ରା ଦେଖିବାକୁ ଆସୁଥିବା ପର୍ଯ୍ୟଟକଙ୍କ ସୁବିଧା...

ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ସ୍ଵତନ୍ତ୍ର ୱେବସାଇଟ ଲୋକାର୍ପିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଆରମ୍ଭ ହେଉଛି ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚରେ ୧୧ ଦିନ ଧରି ଚାଲିବ ମହାରାଜା କଂସଙ୍କ ରାଜୁତି। ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ସମ୍ପର୍କରେ ସମସ୍ତ ତଥ୍ୟ...

ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୫’ ଉଦଘାଟିତ

ଓଡ଼ିଶାଲାଇଭ୍ ବ୍ୟୁରୋ ଉଦଘାଟିତ ହେଲା ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୫’। ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ପଡ଼ିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଉଦଘାଟନ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ତଥା...