ବିଗତ ବର୍ଷ ତୁଳନାରେ ଚଳିତ ବର୍ଷ ମୟୂରଭଞ୍ଜ ଜିଲ୍ଲାରେ ବଢ଼ିଛି ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା

ଓଡ଼ିଶାଲାଇଭ୍ ବ୍ୟୁରୋ (ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ବିଗତ ବର୍ଷଠାରୁ ଚଳିତ ବର୍ଷ ମୟୂରଭଞ୍ଜ ଜିଲ୍ଲାରେ ବଢ଼ିଛି ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା। ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ପରେ ଏହି ସୂଚନା...

୨୦୨୭ ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ ୨୦୨୭ ସୁଦ୍ଧା ସରିବ। ଏଥିରେ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୂଳିଆ ଯାଏଁ ୨୬ କିଲୋମିଟରରେ ୨୦ଟି ଷ୍ଟେସନ ରହିବ। ଶନିବାର ଏହି ମେଟ୍ରୋ ପ୍ରକଳ୍ପର...

ଭୁବନେଶ୍ୱରରେ ଭାରତର ‘ଜେମ୍ସ ବଣ୍ଡ’ ଅଜିତ ଡୋଭାଲ

ପୁଷ୍ପମିତ୍ର ମହାନ୍ତି ଭୁବନେଶ୍ଵରରେ ସର୍ବଭାରତୀୟ  ଡିଜିପି ସମ୍ମିଳନୀ ୨୦୨୪ ଆୟୋଜିତ ହେଉଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲଙ୍କ...

ଓଡ଼ିଶାରେ ରହିଛି ୩୬,୮୯୦ କୋଟି ଟଙ୍କାର ସର୍ବସାଧାରଣ ଜମି

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ଵର): ଓଡ଼ିଶାରେ ରହିଛି ପ୍ରାୟ ୫ ନିୟୁତ ହେକ୍ଟର ସର୍ବସାଧାରଣ ଜମି, ଯାହାର ମୂଲ୍ୟ ପ୍ରାୟ ୩୬,୮୯୦ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି। 'ଓଡ଼ିଶାରେ ସର୍ବସାଧାରଣ ଜମିର ଅର୍ଥନୈତିକ...

ପୁଣି ଭୁବନେଶ୍ଵରକୁ ଖାଲିସ୍ତାନୀ ଆତଙ୍କବାଦୀଙ୍କ ଟାର୍ଗେଟ: ଆସିଲା ଧମକପୂର୍ଣ୍ଣ ଇମେଲ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ଆୟୋଜିତ ହେଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩-ଦିନିଆ ଓଡ଼ିଶା ଗସ୍ତରେ ରହିଛନ୍ତି। ଏହାରି ମଧ୍ୟରେ ରାଜ୍ୟକୁ ମିଳୁଛି ଖାଲିସ୍ତାନୀ ଆତଙ୍କବାଦୀଙ୍କ ଧମକ।...

ବାଲେଶ୍ୱର: କେନ୍ଦ୍ର ସାହିତ୍ୟ ଅକାଦେମିର ଗୁରୁପ୍ରସାଦ ମହାନ୍ତି ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର ଉଦଯାପିତ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): କେନ୍ଦ୍ର ସାହିତ୍ୟ ଅକାଦେମି ପକ୍ଷରୁ ଆୟୋଜିତ ଗୁରୁପ୍ରସାଦ ମହାନ୍ତି ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର ଉଦଯାପିତ ହୋଇଯାଇଛି। ଭୁବନେଶ୍ଵର ସ୍ଥିତ ବୁଦ୍ଧମନ୍ଦିର ସଭାଗୃହରେ ଆୟୋଜିତ ଏହି ଆଲୋଚନାଚକ୍ରର ଦ୍ଵିତୀୟ...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ମହିଳା ‘ଏସପିଜି’ କମାଣ୍ଡୋ

ମିନତି ମିଶ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସୁରକ୍ଷା ଦେଉଥିବା ଜଣେ ମହିଳା ଏସପିଜି କମାଣ୍ଡୋଙ୍କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା। ସଂସଦ ଭିତରେ ପ୍ରଧାନମନ୍ତ୍ରୀଙ୍କ ପଛରେ ଛିଡ଼ା ହୋଇଥିବା ସେହି ମହିଳା ଜଣଙ୍କ...

କେମିତି ଭଲ ହେବ ମେରୁଦଣ୍ଡ ଯନ୍ତ୍ରଣା?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=rMyloDDd81U ବର୍ତ୍ତମାନ ମେରୁଦଣ୍ଡ ଯନ୍ତ୍ରଣା ଏକ ସାଧାରଣ ସମସ୍ୟା ପାଲଟିଛି। ଭୁଲ ଶୈଳୀରେ ଅଧିକ ସମୟ ବସି ରହିବା, ମୋଟାପଣ ଓ ବର୍ତ୍ତମାନର ଜୀବନଶୈଳୀ ମେରୁଦଣ୍ଡ ଯନ୍ତ୍ରଣାର କାରଣ ପଲଟୁଥିବା ଡକ୍ତାର...

ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି: ଶ୍ରାଦ୍ଧ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜିଠାରୁ ଶ୍ରୀମନ୍ଦିରରେ ପାଳିତ ହେବ ଦେବ ଦୀପାବଳି। ମାର୍ଗଶିର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ୩ ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ...

ଭୁବନେଶ୍ଵର: ଡିଜିପି ସମ୍ମିଳନୀକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରରେ ଚାଲିଛି ୩-ଦିନିଆ ଡିଜିପି ସମ୍ମିଳନୀ। ଭାରତର ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ଏଠାରେ ବିଚାରବିମର୍ଶ କରାଯାଉଛି। ଶନିବାର ସମ୍ମିଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହ...