ନୂଆବର୍ଷରେ ଭୁବନେଶ୍ଵର ବିମାନବନ୍ଦରରୁ ୫ ନୂଆ ସହରକୁ ବିମାନ ସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ନୂଆବର୍ଷରୁ ଭାରତର ନୂଆ ନୂଆ ସହର ସହ ଆକାଶମାର୍ଗ ଯୋଗେ ଯୋଡ଼ି ହେବ ଭୁବନେଶ୍ଵର। ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ୫ଟି ସହରକୁ ଆରମ୍ଭ ହେବ ବିମାନ ସେବା। ଇଣ୍ଡିଗୋ ଓ ଏୟାର...

ଆସନ୍ତାକାଲିଠାରୁ ପ୍ରଧାନମନ୍ତ୍ରୀଙ୍କ ୩ ଦିନିଆ ଓଡ଼ିଶା ଗସ୍ତ: ଭୁବନେଶ୍ଵରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଓଡ଼ିଶାଲାଇଭ୍ ବ୍ୟୁରୋ ଆସନ୍ତାକାଲି ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ ଭୁବନେଶ୍ଵରରେ ଡିଜିପି ସମ୍ମିଳନୀରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ମଧ୍ୟ ଏହି...

ସଂରକ୍ଷଣ ସୁବିଧା ପାଇଁ ଧର୍ମ ପରିବର୍ତ୍ତନ ସମ୍ବିଧାନ ପ୍ରତି ଠକେଇ – ସୁପ୍ରିମକୋର୍ଟ

ପୁଷ୍ପମିତ୍ର ମହାନ୍ତି ଭାରତରେ ସଂରକ୍ଷଣ ପାଇଁ ଧର୍ମ ପରିବର୍ତ୍ତନ କରିବା ନେଇ ଗୁରୁତ୍ଵପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ସଂରକ୍ଷଣ ସୁବିଧା ହାସଲ ପାଇଁ କରାଯାଇଥିବା ଧର୍ମ ପରିବର୍ତ୍ତନ ‘ସମ୍ବିଧାନ ପ୍ରତି ଠକେଇ’ ସହ ସମାନ...

ଶୀତଦିନେ କେମିତି ନେବେ ଶିଶୁଙ୍କ ଯତ୍ନ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=ZGfH1yJdFv4 ଖାସ୍‌କରି ଶୀତଦିନେ ଶିଶୁଙ୍କର ଯତ୍ନ ନେବା ନିହାତି ଜରୁରୀ। କାରଣ ଅତ୍ୟଧିକ ଶୀତ ଯୋଗୁଁ ପିଲାମାନଙ୍କୁ ହାଇପୋଥର୍ମିଆ ହେବାର ଆଶଙ୍କା ଅଧିକ ଥାଏ। ଶୀତଦିନେ ଶିଶୁଙ୍କର ଯତ୍ନ କିପରି ନେବେ, ସେ...

ପୁଣି ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆଳୁ ରପ୍ତାନି ବନ୍ଦ: ରାଜ୍ୟରେ ବଢ଼ିପାରେ ଆଳୁ ଦର!

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାକୁ ପୁଣି ଆଳୁ ରପ୍ତାନି ବନ୍ଦ କଲା ପଶ୍ଚିମବଙ୍ଗ। ଓଡ଼ିଶା ଆସୁଥିବା ଆଳୁ ବୋଝେଇ ଟ୍ରକଗୁଡ଼ିକୁ ଓଡ଼ିଶା ପଶ୍ଚିମବଙ୍ଗ ସୀମାରେ ଅଟକା ଯାଇଛି। ପଶ୍ଚିମବଙ୍ଗ ସରକାରଙ୍କ ନିର୍ଦ୍ଦେଶରେ ଆଳୁ ରପ୍ତାନି ବନ୍ଦ ହୋଇଥିବା...

ଆଜିଠାରୁ ରାଜ୍ୟରେ କମିବ ଶୀତ: ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା!

ଓଡ଼ିଶାଲାଇଭ୍ ବ୍ୟୁରୋ ଗତ କିଛିଦିନ ଧରି ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ରାତି ତାପମାତ୍ରା କମି ଅଧିକ ଥଣ୍ଡା ଅନୁଭୂତ ହେଉଛି। ତେବେ ଗୁରୁବାର ରାତିରୁ ରାଜ୍ୟରେ ଶୀତ କମିବାର ସମ୍ଭବନା ରହିଛି।...
OSSC

ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ପକ୍ଷରୁ ସିଏଚଏସଏଲ୍ ପରୀକ୍ଷା ପାଇଁ ଆବେଦନ ଆରମ୍ଭ, ଡିସେମ୍ବର ୨୬ ଶେଷ ତାରିଖ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସସି) ପକ୍ଷରୁ କମ୍ବାଇନ ହାଇୟର ସେକେଣ୍ଡାରି ଲେଭାଲ (ସିଏଚଏସଏଲ୍) ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷା ମାଧ୍ୟମରେ ଓଡ଼ିଶା କୃଷି ଓ କୃଷକ...

ନୂଆଦିଲ୍ଲୀର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ‘ଓଡ଼ିଶା ମଣ୍ଡପ’ ପୁରସ୍କୃତ

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୪ରେ ‘ଓଡ଼ିଶା ମଣ୍ଡପ’ କୁ ରୌପ୍ୟ ପଦକ କ୍ରମାଗତ ଭାବେ ତୄତୀୟ ଥର ପାଇଁ ପୁରସ୍କୃତ ହେଲା ଓଡ଼ିଶା (ନୂଆଦିଲ୍ଲୀ/ଭୁବନେଶ୍ୱର): ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ...

ଅବାଞ୍ଛିତ ଗର୍ଭଧାରଣକୁ ରୋକିବେ କିପରି? 

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=CzefIK8gKwI ଅଧିକାଂଶ ସମୟରେ ଅସାବଧାନତା କାରଣରୁ ଗର୍ଭ ରହିବାର ସମ୍ଭାବନା ଥାଏ। ଅନିଛା ସତ୍ତ୍ୱେ ଗର୍ଭଧାରଣକୁ ନେଇ କିଛି ମହିଳାଙ୍କର ଚିନ୍ତା ବଢ଼ିଯାଏ। ତେବେ ଗର୍ଭ ଚାହୁନଥିଲେ କ’ଣ କରିବେ, କେଉଁ ଗର୍ଭନିରୋଧ...

ତିରୁପତି ମନ୍ଦିରରେ ଆଧ୍ୟାତ୍ମିକ ଏବଂ ପ୍ରଶାସନିକ ଢାଞ୍ଚାରେ ପରିବର୍ତ୍ତନ

ପୁଷ୍ପମିତ୍ର ମହାନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱରେ ନବଗଠିତ ତିରୁମାଲା ତିରୁପତି ଦେବସ୍ଥାନମ୍ (ଟିଟିଡି) ବୋର୍ଡ ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିର ଏବଂ ଆଧ୍ୟାତ୍ମିକ ସହର ତିରୁମାଲାର ଉନ୍ନତି ପାଇଁ ଅନେକ ପରିବର୍ତ୍ତନମୂଳକ...