ମଣ୍ଡେଇ କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ: ଫାଇନାଲରେ ନବରଙ୍ଗପୁର ପୌରପାଳିକା ଦଳ

ଓଡ଼ିଶାଲାଇଭ୍ ବ୍ୟୁରୋ (ନବରଙ୍ଗପୁରରୁ ଗୌରଙ୍ଗ ପାତ୍ର): ମଣ୍ଡେଇ କପ୍ ଫୁଟଲ ଟୁର୍ଣ୍ଣାମେଣ୍ଟରେ ଫାଇନାଲକୁ ଯାଇଛି ନବରଙ୍ଗପୁର ପୌରପାଳିକା ଦଳ। ସ୍ଥାନୀୟ କଲେଜ ପଡ଼ିଆଠାରେ ଅନୁଷ୍ଠିତ ମଣ୍ଡେଇ କପ୍ ଫୁଟବଲ ଟୁର୍ଣ୍ଣମେଣ୍ଟର ସେମି ଫାଇନାଲରେ ନବରଙ୍ଗପୁର...

ନୟାଗଡ଼: ଅସ୍ତ୍ରୋପଚାର ପରେ ମହିଳା ଗୁରୁତର

ଓଡ଼ିଶାଲାଇଭ୍ ବ୍ୟୁରୋ ଅସ୍ତ୍ରୋପଚାର ପରେ ଜଣେ ମହିଳା ଗୁରୁତର ହୋଇ ବର୍ତ୍ତମାନ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ଏହିଭଳି ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଭାପୁର ବ୍ଲକର ତରବାଲୋ ଗାଁରେ। ତରବାଲୋ ଗାଁର ରଶ୍ମିତା ବାରିକଙ୍କର ଡିସେମ୍ବର...

୧୩୪ ଆସନରେ ବିଜୟ ସହ ଦିଲ୍ଲୀରେ ଏମସିଡି ନିର୍ବାଚନ ଜିତିଲା ଆପ୍‌, ଭାଙ୍ଗିଲା ୧୫ ବର୍ଷର ବିଜେପି ଗଡ଼

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ନଗର ନିଗମ (ଏମସିଡି) ନିର୍ବାଚନରେ ଆମ ଆଦମୀ ପାର୍ଟି (ଆପ୍)କୁ ମିଳିଲା ବହୁମତ। ୨୫୦ଟି ଆସନରୁ ଆପକୁ ସର୍ବାଧିକ ୧୩୪ଟି ଆସନ ମିଳିଥିବା ବେଳେ ବିଜେପିକୁ ୧୦୪, କଂଗ୍ରେସ  ୯...

ବଲିଉଡରେ ପାଦ ଦେବାକୁ ଯାଉଛନ୍ତି ଆର୍ଯ୍ୟନ ଖାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଗତ କିଛିଦିନ ହେବ ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନଙ୍କ ବଲିଉଡ ପ୍ରବେଶକୁ ନେଇ ଚର୍ଚ୍ଚା ହେଉଥିଲା। ଏହାକୁ ନେଇ ସ୍ପଷ୍ଟ କରିଛନ୍ତି ଖୋଦ ଆର୍ଯ୍ୟନ ଖାନ। ମଙ୍ଗଳବାର ଦିନ...

ଆସନ୍ତାକାଲି ସକାଳ ୮ଟାରୁ ପଦ୍ମପୁର ଭୋଟ ଗଣତି: ୧୪ଟି ଟେବୁଲରେ ୨୩ ରାଉଣ୍ଡ ଗଣତି ହେବ

ଓଡ଼ିଶାଲାଇଭ୍ ବ୍ୟୁରୋ ରାତି ପାହିଲେ ଆସିବ ପଦ୍ମପୁର ପରୀକ୍ଷାର ଫଳାଫଳ। ଡିସେମ୍ବର ୫ ତାରିଖରେ ସରିଛି ପଦ୍ମପୁର ବିଧାନସଭା ଉପନିର୍ବାଚନ ଲାଗି ମତଦାନ। ଡିସେମ୍ବର ୮ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ...

ରେପୋ ରେଟ୍ ୦.୩୫ ପ୍ରତିଶତ ବୃଦ୍ଧି କଲା ରିଜର୍ଭ ବ୍ୟାଙ୍କ

ଓଡ଼ିଶାଲାଇଭ୍ ବ୍ୟୁରୋ ବୁଧବାର ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ରେଟରେ ୩୫ ବେସିସ୍ ପଏଣ୍ଟ(୦.୩୫ ପ୍ରତିଶତ) ବୃଦ୍ଧି କରିଛନ୍ତି। ଏବେ ରେପୋ ରେଟ୍ ୫.୯୦ ପ୍ରତିଶତରୁ ବଢ଼ି ୬.୨୫ ପ୍ରତିଶତ ହୋଇଛି। ରିଜର୍ଭ ବ୍ୟାଙ୍କ...

ଅର୍ଚ୍ଚନା ନାଗ ବ୍ଳାକମେଲିଂ ମାମଲା: ଇଡିରେ ହାଜର ହେଲେ ଆର୍କିଟେକ୍ଟ ରଞ୍ଜିତ ବେହେରା

ଓଡ଼ିଶାଲାଇଭ୍ ବ୍ୟୁରୋ ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ବୁଧବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହୋଇଛନ୍ତି ଆର୍କିଟେକ୍ଟ ରଞ୍ଜିତ ବେହେରା। ରଞ୍ଜିତ ବେହେରା ଆଜି ଦ୍ୱିତୀୟ ଥର ପାଇଁ ଇଡିରେ ହାଜର ହୋଇଛନ୍ତି।...

ବିଜୁବାବୁଙ୍କୁ ମରଣୋତ୍ତର ଭାରତରତ୍ନ ସମ୍ମାନ ଦାବି କଲା ଜେଡିୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ, ଦେଶ ଓ ଦେଶ ବାହାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଷ୍ଟ୍ରପ୍ରୀତି, ବୀର ଗାଥା କାହାକୁ ଅଛପା ନାହିଁ। ଏକ ସମୟରେ ଦେଶର ଶୀର୍ଷ ରାଜନୈତିକ ନେତା ଭାବରେ ସେ...

ଖଲ୍ଲିକୋଟ: ରାଗିଂ କରିବା ମହଙ୍ଗା ପଡ଼ିଲା, ୭ ଛାତ୍ର କଲେଜ କ୍ୟାମ୍ପସରୁ ଆଉଟ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଗିଂ ଅଭିଯୋଗ ପରେ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ସ୍କୁଲର ୭ ଜଣ ଛାତ୍ରଙ୍କୁ ସବୁଦିନ ପାଇଁ କ୍ୟାମ୍ପସରୁ ସସପେଣ୍ଡ କରାଯାଇଛି। ଆଣ୍ଟି ରାଗିଂ କମିଟିର ସୁପାରିସ ଅନୁସାରେ ସମ୍ପୃକ୍ତ...

ଯବାନ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ: ୨ ମହିଳା ମାଓବାଦୀ ମୃତ

ଓଡ଼ିଶାଲାଇଭ୍ ବ୍ୟୁରୋ (ଫୁଲବାଣୀରୁ ସଦାଶିବ ପାତ୍ର): କନ୍ଧମାଳ ଓ ବୌଦ୍ଧ ଜିଲ୍ଲା ସୀମାନ୍ତ ଗୋଚ୍ଛାପଡ଼ା ଥାନା ମାଟାକୁପା ସଂରକ୍ଷିତ ଜଙ୍ଗଲରେ ମଙ୍ଗଲବାର ଯବାନ ଓ ମାଓବଦୀଙ୍କ ମଧ୍ୟରେ ଜୋରଦାର ଗୁଳି ବିନିମୟ ହୋଇଛି। ଏଥିରେ...