ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳାଫଳ

ଓଡ଼ିଶାଲାଇଭ୍ ବ୍ୟୁରୋ ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳାଫଳ। ରାଜ୍ୟର ମୋଟ ୩,୪୫୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ କୃତକାର୍ଯ୍ୟ ହୋଇଛନ୍ତି ୧,୯୪୪ ଜଣ। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି...

ଶ୍ରୀମନ୍ଦିରରେ ପାଳନ ହେବ ନନ୍ଦୋତ୍ସବ

ଓଡ଼ିଶାଲାଇଭ୍ ବ୍ୟୁରୋ ପବିତ୍ର ଜନ୍ମାଷ୍ଟମୀରେ ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିବା ପରେ ଶନିବାର ଶ୍ରୀମନ୍ଦିରରେ ନନ୍ଦୋତ୍ସବ ପାଳିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ...

ଭାତ ନା ରୁଟି – କ’ଣ ଖାଇଲେ କମିବ ଓଜନ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=CoREvHIaVtk ସାଧାରଣତଃ ଭାରତୀୟ ନାଗରିକଙ୍କ ପାଇଁ ଭାତ ହେଉଛି ପ୍ରଧାନ ଖାଦ୍ୟ। ଭାରତୀୟ ଖାଦ୍ୟଶୈଳୀରେ ରନ୍ଧା ଯାଉଥିବା ତରକାରିକୁ ଭାତ ଏବଂ ରୁଟି ସହ ଭୋଜନ କରାଯାଏ। କିନ୍ତୁ ଯେତେବେଳେ ଓଜନ...

ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀରେ ଦହିହାଣ୍ଡି ଭାଙ୍ଗିବାର ପରାମ୍ପରା

ଓଡ଼ିଶାଲାଇଭ୍ ବ୍ୟୁରୋ ଶ୍ରୀକୃଷ୍ଣଙ୍କ ଜନ୍ମଦିନ ଅର୍ଥାତ ଜନ୍ମାଷ୍ଟମୀରେ କାହିଁକି ରହିଛି ଦହିହାଣ୍ଡି ଭଙ୍ଗା ପରାମ୍ପରା। ହିନ୍ଦୁଧର୍ମରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀର ମହାନ ପରମ୍ପରା ରହିଛି। ଭଗବାନ ଶ୍ରୀକୃଷ୍ଣ ଏହି ଦିନ ଜନ୍ମ ନେଇଥିଲେ। ଭାଦ୍ରବ ମାସ କୃଷ୍ଣପକ୍ଷ...

ଆଜି ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଆଜି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ। ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ପରମ୍ପରା ଅନୁସାରେ ଆଜି ପୁରୀ ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ନୀତି ଅନୁଷ୍ଠିତ ହେବ। ସନ୍ଧ୍ୟା ଧୂପ ଶେଷ ହେବା ପରେ...

ଆସନ୍ତାକାଲି ସ୍ୱାଧୀନତା ଦିବସ: ଭୁବନେଶ୍ଵର ପାଇଁ ଜାରି ହେଲା ଟ୍ରାଫିକ ନିୟମ

ଓଡ଼ିଶାଲାଇଭ୍ ବ୍ୟୁରୋ ଭୁବନେଶ୍ଵରସ୍ଥିତ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ଵାଧୀନତା ଦିବସ ପ୍ୟାରେଡ ଅନୁଷ୍ଠିତ ହେବ। ଏହି ଅବସରରେ ଜନସାଧାରଣଙ୍କ ଗମନାଗମନ ସୁବିଧା ଏବଂ ପାର୍କିଂ ନିମନ୍ତେ କମିଶନରେଟ ପୋଲିସ ପକ୍ଷରୁ ଟ୍ରାଫିକ୍ ନିୟମ...

ଆମେରିକାରେ ବିକ୍ରି ହେଉଥିବା ୭୮ ପ୍ରତିଶତ ଆଇଫୋନ ‘ମେଡ ଇନ ଇଣ୍ଡିଆ’

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/shorts/RaDtHlnYk0E ଟେକ୍ନୋଲୋଜି ଜଗତରେ ଭାରତ ଏକ ନୂଆ ମାଇଲଖୁଣ୍ଟ ସ୍ଥାପନ କରିଛି। ପ୍ରଥମ ଥର ପାଇଁ ଚୀନକୁ ପଛରେ ପକାଇ ଆମେରିକାର ସର୍ବବୃହତ ସ୍ମାର୍ଟଫୋନ ଯୋଗାଣକାରୀ ପାଲଟିଛି ଭାରତ। ଗତ ୩ ମାସ ମଧ୍ୟରେ,...

କାର୍ଡିଆକ୍ ଆରେଷ୍ଟର ଲକ୍ଷଣକୁ କେମିତି ଚିହ୍ନିବେ?

ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ https://www.youtube.com/watch?v=6Du9D_cHFVI କାର୍ଡିଆକ୍‌ ଆରେଷ୍ଟ ହେଉଛି ଏକ ଅବସ୍ଥା, ଯେଉଁଥିରେ ହୃଦୟ ହଠାତ୍‌ କାମ କରିବା ବନ୍ଦ କରିଦିଏ। ଏହି ଅବସ୍ଥାରେ ବ୍ୟକ୍ତିଙ୍କୁ ଅସହଜ ମନେ ହୁଏ, ଛାତି ମଝିରେ ଯନ୍ତ୍ରଣା ହୁଏ,...

୭ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ: ଓଡ଼ିଶାରେ ଖୋଲିବ ୩୮ଟି ମଡେଲ ମଣ୍ଡି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟ କ୍ୟାବିନେଟରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବୁଧବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକରେ ୬ଟି ବିଭାଗର ୭ଟି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି...

ବାଲେଶ୍ଵରରେ ରାଜସ୍ୱ ଅମଲାଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଓଡ଼ିଶାଲାଇଭ୍ ବ୍ୟୁରୋ (ବାଲେଶ୍ଵରରୁ କୃଷ୍ଣ କୁମାର ମହାନ୍ତି): ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା ରାଜସ୍ଵ ଅମଲା ସଂଘ। ସାମୁହିକ ରହିଛନ୍ତି ସଂଘ କର୍ମଚାରୀ। ବାଲେଶ୍ଵର ଜିଲ୍ଲାର ସମସ୍ତ ଅମଲା ଆଜିଠାରୁ...