ସାଢ଼େ ୫ କୋଟି ଟଙ୍କା ପାଇଁ ନିଜ ଗୋଡ଼ କାଟି ଦେଲେ ଡାକ୍ତର!
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/6vjsgqbmx9k
ନିଜ ଗୋଡ଼ କାଟି ଦେଲେ ଜଣେ ସର୍ଜନ। କୌଣସି ରୋଗ କିମ୍ବା ଦୁର୍ଘଟଣା ପାଇଁ ନୁହେଁ ବରଂ ମୋଟା ଅଙ୍କର ବୀମା ରାଶି ପାଇବା ପାଇଁ ସେ ଏଭଳି କାଣ୍ଡ କରିଥିବା...
ଆକାଶ ମାର୍ଗରୁ ବନ୍ୟାଞ୍ଚଳର ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆକାଶ ମାର୍ଗରୁ ବନ୍ୟାଞ୍ଚଳର ସ୍ଥିତି ଦେଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବୁଧବାର ଦିନ ବାଲେଶ୍ଵର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ଫେରିଛନ୍ତି ମୁଖ୍ୟମନ୍ତ୍ରୀ।...
କାହିଁକି ଶବ ଉଠାଇଲେ ମଧୁସ୍ମିତା ପୃଷ୍ଟି?
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/watch?v=G4KeL-VVxoY&t=189s
ଅନେକ ଅଚିହ୍ନା ଶବ’ର ସାଥୀ ପାଲଟିଛନ୍ତି, ସେମାନଙ୍କ ଶେଷ ଯାତ୍ରାକୁ ସମ୍ମାନ ଦେଇଛନ୍ତି। ସମାଜସେବା କ୍ଷେତ୍ରରେ ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି ମଧୁସ୍ମିତା ପୃଷ୍ଟି।
ଅଜଣା ଲୋକଙ୍କ ଶବକୁ ଅପଣାର କରୁଥିବାରୁ...
ଜାଣନ୍ତୁ, ବ୍ଲଡ ପ୍ରେସରକୁ କେମିତି କରିବେ କଣ୍ଟ୍ରୋଲ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=REO99pikgfU
ଉଚ୍ଚ ରକ୍ତଚାପକୁ ସାଇଲେଣ୍ଟ୍ କିଲର୍ କହିଲେ ଅତ୍ୟୁକ୍ତି ହେବ ନାହିଁ। କାହିଁକି ନା ଏହାର କୌଣସି ଲକ୍ଷଣ ଦେଖାଯାଇନଥାଏ, କିନ୍ତୁ ଏହା ବିଭିନ୍ନ ରୋଗର କାରଣ ପାଲଟିଥାଏ। ଉଚ୍ଚ ରକ୍ତଚାପ...
ଅଗଷ୍ଟ ୯ ପରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସିଲା ଖୁସି ଖବର। ଆସନ୍ତା ଅଗଷ୍ଟ ୯ ତାରିଖ ପରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ବୟସ ହୋଇଥିବା ଯୁବତୀମାନେ ସୁଭଦ୍ରା ଯୋଜନାର ଲାଭ ଉଠାଇବା ପାଇଁ ଆବେଦନ...
ଓଭାରି କ୍ୟାନ୍ସର କାହିଁକି ହୁଏ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=DCTXHPp9NQY
ସାଧାରଣତଃ ମହିଳାମାନେ ଗର୍ଭାଶୟ, ଅଣ୍ଡାଶୟ ଏବଂ ସ୍ତନ କର୍କଟର ଅଧିକ ଶିକାର ହୋଇଥାଆନ୍ତି। ପ୍ରାୟତଃ ୫୦ ବର୍ଷରୁ ଅଧିକ ବୟସର ମହିଳାମାନଙ୍କଠାରେ ଓଭାରି ବା ଅଣ୍ଡାଶୟ କ୍ୟାନ୍ସର ହେବାର ଆଶଙ୍କା...
ଶ୍ରୀମନ୍ଦିରର ସୁରକ୍ଷାକୁ ନେଇ ପୁଣି ଉଠିଲା ପ୍ରଶ୍ନ, ଭାଇରାଲ୍ ହେଲା ଭିତର ଫଟୋ
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/SxqLmSiVrxo
ଶ୍ରୀମନ୍ଦିରର ସୁରକ୍ଷାକୁ ନେଇ ପୁଣି ଉଠିଲା ପ୍ରଶ୍ନ, ଭାଇରାଲ୍ ହେଲା ଶ୍ରୀମନ୍ଦିର ଭିତର ଫଟୋ। ଏଥର କୌଣସି ଭକ୍ତ ନୁହନ୍ତି ବରଂ ଶ୍ରୀମନ୍ଦିରରେ ଫଟୋ ଓ ଭିଡିଓକୁ ନେଇ ରହିଥିବା ଆଇନକୁ...
କାହିଁକି ପାଳନ ହୁଏ ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ?
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/hUvsMEdfvgg
ପ୍ରତିବର୍ଷ ଜୁଲାଇ ୨୯ ତାରିଖକୁ ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ଭାବେ ପାଳନ କରାଯାଉଛି। ତେବେ ମନକୁ ପ୍ରଶ୍ନ ଆସେ ବ୍ୟାଘ୍ର ଦିବସ କେବେଠୁ ଓ କାହିଁକି ପାଳନ କରାଯାଉଛି?
କ୍ରମାଗତ ଭାବେ ବାଘ...
ବଢ଼ିଲା ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ: ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ ଖାରଜ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଢ଼ିଲା ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ। ଆଗୁଆ ଜାମିନ ଆବେଦନକୁ ଖାରଜ କଲେ ଓଡ଼ିଶା ହାଇକୋର୍ଟ।
ସିବିଆଇ ମାମଲାରେ ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ବିଷ୍ଣୁପଦ ସେଠୀ ହାଇକୋର୍ଟରେ ଆଗୁଆ...
ବିଶ୍ଵର ସବୁଠାରୁ ଧନୀ ଗାଁ ‘ମାଧାପାର୍’
ଓଡ଼ିଶାଲାଇଭ୍ ବ୍ୟୁରୋ
https://www.youtube.com/shorts/UYlBp9fj6xw
ଭାରତରେ ଏପରି ଏକ ଗାଁ ଅଛି ଯାହା ବିଷୟରେ ଜାଣିଲେ ଆପଣ ଆଶ୍ଚର୍ୟ୍ୟ ହୋଇଯିବେ। ଏହା ହେଉଛି ବିଶ୍ଵର ସବୁଠାରୁ ଧନୀ ଗାଁ। ଏହି ଗ୍ରାମରେ ରହୁଥିବା ଲୋକେ ଭାରତର ଅନେକ...





















