ଓଡ଼ିଶାରେ ଆଉ ୪ ଦିନ ପ୍ରବଳ ବର୍ଷା, ବିଭିନ୍ନ ଜିଲ୍ଲାକୁ ଚେତାବନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଉ ୪ ଦିନ ରାଜ୍ୟରେ ବର୍ଷା ଜାରି ରହିବ। ଏ ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ...
ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’ ପାଇଁ ଭୁବନେଶ୍ଵରରେ ଟ୍ରାଫିକ୍ ନିୟମ: ଜାଣନ୍ତୁ କେଉଁ ରାସ୍ତା ଦେଇ ଯିବେ?
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂରଣ ଅବସରରେ ଭୁବନେଶ୍ଵରଠାରେ ହେବାକୁ ଥିବା ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଶୁକ୍ରବାର ଦିନ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ଣ...
ବାଲେଶ୍ୱର: ‘ଚନ୍ଦ୍ର କୁମାର ମହାନ୍ତି କବିତା ପୁରସ୍କାର’ ପାଇବେ ଶୁଭଶ୍ରୀ ଶୁଭସ୍ମିତା ମିଶ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
(ବାଲେଶ୍ୱରରୁ କୃଷ୍ଣ କୁମାର ମହାନ୍ତି): ଘୋଷଣା ହୋଇଛି ‘ଚନ୍ଦ୍ର କୁମାର ମହାନ୍ତି କବିତା ପୁରସ୍କାର ୨୦୨୫’। ଚଳିତ ବର୍ଷ କବି ଶୁଭଶ୍ରୀ ଶୁଭଶ୍ମିତା ମିଶ୍ର ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଥିବା...
ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ ପାଇଁ କ’ଣ ଖାଇବେ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=M8KD0rIWdjs
ଆଜିକାଲି ହାଇ ବ୍ଲଡପ୍ରେସର ବା ଉଚ୍ଚ ରକ୍ତଚାପ ଏକ ସାଧାରଣ ସମସ୍ୟା ପାଲଟିଛି। ଅଧିକାଂଶ ଲୋକ ଉଚ୍ଚ ରକ୍ତଚାପର ଶିକାର ହେଉଛନ୍ତି। ଏହାଦ୍ୱାରା କେବେକେବେ ଲୋକଙ୍କ ଜୀବନ ବି ଚାଲିଯାଉଛି।...
ଓଡ଼ିଶାରେ ଜୁନ ୨୫ ଯାଏଁ ପ୍ରବଳ ବର୍ଷିବ!
ଓଡ଼ିଶାଲାଇଭ୍ ବ୍ୟୁରୋ
ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଜୁନ ୨୫ ତାରିଖ ଯାଏଁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଜାରି ରହିବା ନେଇ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ...
ବାରିପଦାଠାରେ ଉଦଘାଟନ ହେଲା ରାଜ୍ୟସ୍ତରୀୟ ‘ଆଦିବାସୀ ଶକ୍ତି ସମାବେଶ’
ଓଡ଼ିଶାଲାଇଭ୍ ବ୍ୟୁରୋ
(ମୟୂରଭଞ୍ଜ): ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆଠାରେ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ ଉଦଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଉଦଘାଟନ କରିଛନ୍ତି।
ଏହି...
ସୁବ୍ରତ କୁମାର ସେନାପତି ପାଇବେ ସାହିତ୍ୟ ଏକାଡେମି ଯୁବ ପୁରସ୍କାର
ଓଡ଼ିଶାଲାଇଭ୍ ବ୍ୟୁରୋ
ଘୋଷଣା ହେଲା କେନ୍ଦ୍ର ସାହିତ୍ୟ ଏକାଡେମି ଯୁବ ଓ ବାଲ୍ ସାହିତ୍ୟ ପୁରସ୍କାର। ଓଡ଼ିଆ ଭାଷାରେ ଯୁବ ପୁରସ୍କାର ପାଇବେ ଲେଖକ ସୁବ୍ରତ କୁମାର ସେନାପତି। ସେହିପରି ବାଲ୍ ସାହିତ୍ୟ ପୁରସ୍କାର...
ବଲାଙ୍ଗିରରେ ଉଦଘାଟିତ ହେଲା ‘କଲେକ୍ସନ-୩୦’ ସମୂହ ଚିତ୍ରକଳା ପ୍ରଦର୍ଶନୀ
ଓଡ଼ିଶାଲାଇଭ୍ ବ୍ୟୁରୋ
(କୃଷ୍ଣ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ରୁଗୁଡ଼ିଢିପା ସ୍ଥିତ ଓଡ଼ିଶା ଲଳିତ କଳା ଏକାଡେମୀ ଆଞ୍ଚଳିକ ଆର୍ଟ ଗ୍ୟାଲେରୀରେ ‘କଲେକ୍ସନ-୩୦’ ନାମକ ସମୂହ ଚିତ୍ରକଳା ପ୍ରଦର୍ଶନୀ ଉଦଘାଟିତ ହୋଇଯାଇଛି। ଏହି ପ୍ରଦର୍ଶନୀ...
ମାଲକାନଗିରି ସୀମାନ୍ତ ମରଡ଼ାପଲ୍ଲୀ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଟପ୍ ମାଓବାଦୀ ନିହତ
ଓଡ଼ିଶାଲାଇଭ୍ ବ୍ୟୁରୋ
ମାଲକାନଗିରି ଜିଲ୍ଲା ସୀମାନ୍ତ ମରଡ଼ାପଲ୍ଲୀ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ଟପ୍ ମାଓବାଦୀ ନିହତ ହୋଇଛନ୍ତି।
ବୁଧବାର ସକାଳେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ମାଲକାନଗିରି...
ବର୍ଷା ଋତୁରେ କାହିଁକି ଆଖି ଧରେ?
ଓଡ଼ିଶାଲାଇଭ୍ ସ୍ଵାସ୍ଥ୍ୟ ବ୍ୟୁରୋ
https://www.youtube.com/watch?v=fxSU59vs4Yg
ସାଧାରଣତଃ ବର୍ଷା ଋତୁରେ ଆଖି ଧରିବା ଭଳି ସମସ୍ୟା ଅଧିକ ଦେଖାଦେଇଥାଏ। ଏହା ସାଧାରଣତଃ ବ୍ୟାକ୍ଟେରିଆ ସଂକ୍ରମଣ ଯୋଗୁଁ ହୋଇଥାଏ ବୋଲି ଡାକ୍ତର କୁହନ୍ତି।
ଏହି ସମୟରେ ଆଖି ଧରିଥିବା ବ୍ୟକ୍ତିଙ୍କଠାରୁ...





















