ଜାଣନ୍ତୁ ନରେନ୍ଦ୍ର ମୋଦୀଙ୍କ ତୃତୀୟ କ୍ୟାବିନେଟରେ କିଏ ହେବେ ମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ପାଇଁ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦୀ। ରବିବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଏହି ଶପଥ ଗ୍ରହଣ ସମାରୋହ ଆୟୋଜିତ ହେବ। ତେବେ ଏହାପୂର୍ବରୁ...

ରାଜନୀତିରୁ ସନ୍ୟାସ ନେଲେ ଭିକେ ପାଣ୍ଡିଆନ

ଓଡ଼ିଶାଲାଇଭ୍ ବ୍ୟୁରୋ https://youtu.be/O0nchcstz_Y?si=qykIxLZhGqXuZ4Dv ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିର ପରାଜୟ ପରେ ରାଜନୀତିରୁ ସନ୍ୟାସ ନେଇଛନ୍ତି ଭିକେ ପାଣ୍ଡିଆନ। ଏନେଇ ରବିବାର ସେ ଏକ ଭିଡିଓ ବାର୍ତ୍ତା ଜାରି କରି ଘୋଷଣା କରିଛନ୍ତି। ଚଳିତ ନିର୍ବାଚନରେ...

‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ର ଦ୍ୱିତୀୟ ଦିନ: ଭୁବନେଶ୍ୱରରେ କାଷ୍ଟିଂ ଓ ଅଡିସନ୍ ପାଇଁ ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ଖୋଲିବେ...

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ବଲିଉଡ୍ ହେଉ ବା ଓଲିଉଡ୍, ବର୍ତ୍ତମାନ ସମୟରେ ସବୁଠି ପ୍ରତିଭାସମ୍ପନ୍ନ ଅଭିନେତା ଓ ନିର୍ଦ୍ଦେଶକମାନଙ୍କର ଚାହିଦା ରହିଛି। ତେଣୁ ଏହି ଆବଶ୍ୟକତାକୁ ଦୃଷ୍ଟିରେ ରଖି ବଲିଉଡର ଖ୍ୟାତନାମା ଚଳଚ୍ଚିତ୍ର ନିର୍ଦ୍ଦେଶକ...

ଓଡ଼ିଶାର ଗଣମାଧ୍ୟମ ପରିବାର ପକ୍ଷରୁ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭାରତୀୟ ଗଣମାଧ୍ୟମ ଜଗତର ଅନ୍ୟତମ ଶୀର୍ଷ ବ୍ୟକ୍ତିତ୍ୱ ରାମୋଜୀ ରାଓଙ୍କ ବିୟୋଗରେ ଓଡ଼ିଶାର ମିଡିଆ ପରିବାର ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି। ବିଭିନ୍ନ ଗଣମାଧ୍ୟମର ସମ୍ପାଦକ, ପ୍ରତିନିଧି ଏବଂ...

ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶନିବାର ଦିନ ଓଡ଼ିଶା ଛୁଇଁଛି। ମାଲକାନଗିରି ଜିଲ୍ଲାରେ ଅଗ୍ରସର ହୋଇଛି ମୌସୁମୀବାୟୁ। ଏଥିପାଇଁ ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ମୌସୁମୀ ଏବେ ଦକ୍ଷିଣ...

ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ ମଞ୍ଚରେ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

ଓଡ଼ିଶାଲାଇଭ୍ ବ୍ୟୁରୋ (ଭୁବନେଶ୍ୱର): ଭାରତୀୟ ସିନେମା ଓ ଗଣମାଧ୍ୟମ ଜଗତର ଅନ୍ୟତମ ଶୀର୍ଷ ବ୍ୟକ୍ତିତ୍ୱ ରାମୋଜୀ ରାଓ ଆଉ ନାହାନ୍ତି। ଶନିବାର ଭୋର ସମୟରେ ହାଇଦ୍ରାବାଦଠାରେ ତାଙ୍କର ପରଲୋକ ହୋଇଛି। ଭୁବନେଶ୍ୱର ଜୟଦେବ ଭବନଠାରେ...

ଓଡ଼ିଶାକୁ ପୁଣି ଫେରିଲା ତାତି: ଜୁନ ୧୨ ଯାଏଁ ହିଟ୍ଓ୍ଵେଭ୍ ଚେତାବନୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାକୁ ପୁଣି ଫେରିଛି ତାତି। ଆଗାମୀ ଦିନରେ ତାପମାତ୍ରାରେ ଆହୁରି ବୃଦ୍ଧି ହେବାର ସମ୍ଭାବନା ରହିଛି। ଜୁନ ୧୨ ତାରିଖ ଯାଏଁ ରାଜ୍ୟର କେତେକ ଜିଲ୍ଲାକୁ ହିଟଓ୍ଵେଭ୍ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ...

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ, ଯୋଗଦେବେ ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତର ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ପାଇଁ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦୀ। ରବିବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଏହି ଶପଥ ଗ୍ରହଣ ସମାରୋହ ଆୟୋଜିତ ହେବ। ଏଥିରେ ବିଭିନ୍ନ...

ବିଜେଡିର ପରାଜୟ ପାଇଁ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିବା ଦୁର୍ଭାଗ୍ୟଜନକ – ନବୀନ ପଟ୍ଟନାୟକ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିର ପରାଜୟ ପରେ କାର୍ତ୍ତିକ ପାଣ୍ଡିଆନଙ୍କୁ ନେଇ ହେଉଥିବା ବିବାଦ ଉପରେ ମୁହଁ ଖୋଲିଛନ୍ତି ନବୀନ ପଟ୍ଟନାୟକ। ବିଜେଡିର ପରାଜୟ ପାଇଁ ପାଣ୍ଡିଆନଙ୍କୁ କରାଯାଉଥିବା ସମାଲୋଚନାକୁ ସେ...

କାର୍ତ୍ତିକ ପାଣ୍ଡିଆନଙ୍କ ବିରୋଧରେ ଇଡିରେ ଅଭିଯୋଗ

ଓଡ଼ିଶାଲାଇଭ୍ ବ୍ୟୁରୋ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ବିରୋଧରେ ଇଡିରେ ଅଭିଯୋଗ ହୋଇଛି। ସେ ଓଡ଼ିଶାରେ ଦୁର୍ନୀତି କରିଥିବା ନେଇ ଦିଲ୍ଲୀସ୍ଥିତ ଇଡି ମୁଖ୍ୟ କାର୍ଯ୍ୟାଳୟରେ ଏହି ଅଭିଯୋଗ ହୋଇଛି। ଶ୍ରୀଜଗନ୍ନାଥ ସେନାର ଆବାହକ...