ପିପିଲି ଉପନିର୍ବାଚନ – ମାର୍ଚ୍ଚ ୩୦ରେ ପ୍ରାର୍ଥିପତ୍ର ଦାଖଲ କରିବେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ

ଓଡ଼ିଶାଲାଇଭ୍ ବ୍ୟୁରୋ ପିପିଲି ଉପନିର୍ବାଚନ ପାଇଁ ଶୁକ୍ରବାର ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଛି। ଦିବଙ୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।...

ମହାରାଷ୍ଟ୍ରରେ କରୋନା ସ୍ଥିତି ସଙ୍ଗୀନ – ମାର୍ଚ୍ଚ ୨୮ରୁ ରାଜ୍ୟବ୍ୟାପୀ ନାଇଟ କର୍ଫ୍ୟୁ

ଓଡ଼ିଶାଲାଇଭ୍‌ ବ୍ୟୁରୋ ଭାରତରେ ଏବେ କରୋନା ସ୍ଥିତି ଭୟାବହ ରୂପ ନେଇଥିଲା ବେଳେ ମହାରାଷ୍ଟ୍ରରେ ସ୍ଥିତି ସବୁଠୁ ସଙ୍ଗୀନ ରହିଛି। ଗତ ୩ ଦିନ ମଧ୍ୟରେ ୧ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ...

ପଶ୍ଚିମବଙ୍ଗ ଓ ଆସାମରେ ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ – କରୋନା କଟକଣା ମାନି ଭୋଟ ଦେଲେ ଭୋଟର

ଓଡ଼ିଶାଲାଇଭ୍‌ ବ୍ୟୁରୋ ଆଜି ପଶ୍ଚିମବଙ୍ଗ ଓ ଆସାମରେ ପ୍ରଥମ ପର୍ଯ୍ୟାୟ ଭୋଟ ଅନୁଷ୍ଠିତ ହୋଇଛି। ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟରେ ୩୦ ଆସନ ଲାଗି ଭୋଟ ଗ୍ରହଣ ଚାଲିଥିଲା ବେଳେ ଆସାମର ୪୭ ଟି ଆସନରେ...

ରାଜ୍ୟରେ କରୋନା ତାଣ୍ଡବ – ଗତ ୨୪ ଘଣ୍ଟାରେ ୨୧୦ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୮୬ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।...

ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ କରୋନା

ଓଡ଼ିଶାଲାଇଭ୍‌ ବ୍ୟୁରୋ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସଚିନ ନିଜେ ଶନିବାର ଟୁଇଟ କରି ସୂଚନା ଦେଇଛନ୍ତି। ତାଙ୍କଠାରେ ସାମାନ୍ୟ ଲକ୍ଷଣ ସହ ଘରେ କ୍ୱାରେଣ୍ଟାଇନରେ ଥିବା ସେ...

ଦେଶରେ କରୋନା ସ୍ଥିତି ସାଙ୍ଘାତିକ – ଦିନକରେ ୬୨ ହଜାରରୁ ଊର୍ଦ୍ଧ୍ୱ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ ଦେଶରେ କରୋନା ସ୍ଥିତି ସାଙ୍ଘାତିକ ରୂପ ନେଲାଣି। ଦୈନିକ ବହୁ ସଂଖ୍ୟାରେ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏଥିସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଲାଣି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା...
rashi fala

ଜାଣନ୍ତୁ ଆଜିର ରାଶିଫଳ – (୨୭ ମାର୍ଚ୍ଚ ୨୦୨୧, ଶନିବାର)

ଜ୍ୟୋତିର୍ବିଦ୍ ଦୋଳଗୋବିନ୍ଦ ପଣ୍ଡା ଜାଣନ୍ତୁ କ’ଣ କହୁଛି ଆପଣଙ୍କର ରାଶି – ପ୍ରତିଦିନ ଏହି ସମୟରେ ଓଡ଼ିଶାଲାଇଭ୍ ପୋର୍ଟାଲରେ। ତିଥି ଓ ପର୍ବ-ଦିବସ: ଆଜି ଫାଲ୍‌ଗୁନ ଶୁକ୍ଳ ତ୍ରୟୋଦଶୀ ପ୍ରାତଃ ୦୬:୧୧:୫୫ ଗତେ ଚତୁର୍ଦ୍ଦଶୀ (କ୍ଷୟ),...

ନବରଙ୍ଗପୁରରେ ସଫଳ ହେଲା ଭାରତ ବନ୍ଦ – ଗଡ଼ିଲାନି ଗାଡ଼ି, ଖୋଲିଲାନି ଦୋକାନ

ଓଡ଼ିଶାଲାଇଭ୍ ବ୍ୟୁରୋ (ନବରଙ୍ଗପୁରରୁ ଗୌରାଙ୍ଗ ପାତ୍ର) : କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଶୁକ୍ରବାର ଚାଷୀମାନେ ଭାରତ ବନ୍ଦ ଡାକରା ଦେଇଥିଲେ। ଦେଶବ୍ୟାପୀ ଆଜି ବନ୍ଦ ପାଳନ କରାଯାଇଥିବା ବେଳେ ନବରଙ୍ଗପୁର...
rashi fala

ଜାଣନ୍ତୁ ଆସନ୍ତାକାଲିର ରାଶିଫଳ – (୨୭ ମାର୍ଚ୍ଚ ୨୦୨୧, ଶନିବାର)

ଜ୍ୟୋତିର୍ବିଦ୍ ଦୋଳଗୋବିନ୍ଦ ପଣ୍ଡା ଜାଣନ୍ତୁ କ’ଣ କହୁଛି ଆପଣଙ୍କର ରାଶି – ପ୍ରତିଦିନ ଏହି ସମୟରେ ଓଡ଼ିଶାଲାଇଭ୍ ପୋର୍ଟାଲରେ। ତିଥି ଓ ପର୍ବ-ଦିବସ: ଆଜି ଫାଲ୍‌ଗୁନ ଶୁକ୍ଳ ତ୍ରୟୋଦଶୀ ପ୍ରାତଃ ୦୬:୧୧:୫୫ ଗତେ ଚତୁର୍ଦ୍ଦଶୀ (କ୍ଷୟ),...

ରାଜଧାନୀରେ କରୋନା କଟକଣାକୁ ଆହୁରି କଡ଼ାକଡ଼ି କରାଯିବ – ବିଏମ୍‌ସି କମିସନର

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜଧାନୀରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି ବିଏମ୍‌ସି କମିସନର ପ୍ରେମଚନ୍ଦ୍ର ଚୌଧୁରୀ। ସେ କହିଛନ୍ତି, “ରାଜଧାନୀରେ ବଢ଼ୁଥିବା ସଂକ୍ରମଣ ପାଇଁ...