ଆସନ୍ତାକାଲି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: କମିଶନରେଟ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ପବିତ୍ର ଅଶୋକାଷ୍ଟମୀ। ଭୁବନେଶ୍ୱରରେ ଅନୁଷ୍ଠିତ ହେବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଏହାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ସହରରେ ଟ୍ରାଫିକ କଟକଣା ଜାରି ହୋଇଛି।
ଶନିବାର ରୁକୁଣା ରଥଯାତ୍ରା...
‘ସିଏପିଏଫ’ରେ ୩୫୭ଟି ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ପଦବୀରେ ନିଯୁକ୍ତି ସୁଯୋଗ, ମାର୍ଚ୍ଚ ୨୫ରେ ସରିବ ଆବେଦନ
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ଅଧିନସ୍ଥ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବଳରେ (ସିଏପିଏଫ) ଅନେକ ‘ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ସିଏପିଏଫର ବିଭିନ୍ନ ସଂସ୍ଥାରେ ଖାଲିଥିବା ୩୫୭ଟି...
କିଡ୍ନି ଫେଲ୍ୟୁଅର କାହିଁକି ହୁଏ?
ଓଡ଼ିଶାଲାଇଭ୍ ସ୍ୱାସ୍ଥ୍ୟ ବ୍ୟୁରୋ
https://youtu.be/8pknhgvtzm0
ଆମ ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ହେଉଛି କିଡ୍ନି। ଶରୀରର ବିଭିନ୍ନ ଅଙ୍ଗକୁ ଏହା ସନ୍ତୁଳିତ କରିବାରେ ସହାୟକ ହୋଇଥାଏ। ବିଭିନ୍ନ କାରଣରୁ କିଡ୍ନିଜନିତ ରୋଗ ଦେଖାଦେବା ସହ କିଡ୍ନି...
ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ଘଟଣା: କୋର୍ଟରେ ଅଭିଯୁକ୍ତ ପୁଞ୍ଜିଲାଲଙ୍କ ବୟାନ ରେକର୍ଡ
ଓଡ଼ିଶାଲାଇଭ୍ ବ୍ୟୁରୋ
ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଗୁରୁବାର କୋର୍ଟରେ ହଜାର କରାଯାଇଛି। ଏଠାରେ ତାଙ୍କର ବୟନ ରେକର୍ଡ ହୋଇଛି। ପୁଞ୍ଜିଲାଲଙ୍କ ବୟାନ ରେକର୍ଡ ପରେ...
ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫: ଆସନ୍ତାକାଲି ପ୍ରଥମ ସେମିଫାଇନାଲରେ ଭାରତ-ଅଷ୍ଟ୍ରେଲିଆ ମୁହାଁମୁହିଁ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆସନ୍ତାକାଲି ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମିଫାଇନାଲ। ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଏହି ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ। ମ୍ୟାଚକୁ ନେଇ ଉଭୟ ଦଳର ଖେଳାଳି ପ୍ରସ୍ତୁତ ଜାରି ରଖିଛନ୍ତି।...
ଉତ୍ତରାଖଣ୍ଡ: ବଦ୍ରିନାଥ ନିକଟରେ ବଡ଼ଧରଣର ହିମସ୍ଖଳନ, ଫସିଛନ୍ତି ୪୦ରୁ ଅଧିକ ଶ୍ରମିକ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତରାଖଣ୍ଡର ବଦ୍ରିନାଥରେ ଶୁକ୍ରବାର ବଡ଼ଧରଣର ହିମସ୍ଖଳନ ହୋଇଛି। ଏଥିରେ ୪୦ରୁ ଅଧିକ ଶ୍ରମିକ ଫସି ରହିଛନ୍ତି। ଏବେ ଶୁଦ୍ଧା ୧୫ ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଫସି ରହିଥିବା ଶ୍ରମିକମାନେ ଏକ...
ପରଲୋକରେ ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତି
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଉ ନାହାନ୍ତି ଓଡ଼ିଆ ସିନେ ଜଗତର ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତି। ଗୁରୁବାର ରାତିରେ ଗୁରଗାଁଓସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି।
ଫେବ୍ରୁଆରି ପ୍ରଥମ ସପ୍ତାହରେ...
ଆୟକର ରିଟର୍ଣ୍ଣ ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ – ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଓଡ଼ିଶାଲାଇଭ୍ ବ୍ୟୁରୋ
ଏଣିକି ଆୟକର ରିଟର୍ଣ୍ଣ ଫାଇଲ କରିଥିଲେ କଟିବନି ରାସନ କାର୍ଡ। ଏଥିପାଇଁ ସରକାରଙ୍କ ପକ୍ଷରୁ ଭେରିଫିକେସନ କରାଯିବ। ଯୋଗ୍ୟ ହିତାଧିକାରୀ ହୋଇ ମଧ୍ୟ ଆୟକର ରିଟର୍ଣ୍ଣ ଫାଇଲ ଯୋଗୁଁ ରାସନ କାର୍ଡ...
ଓଡ଼ିଶାରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ଥିଲା ରାସନକାର୍ଡ – ଖାଦ୍ୟ ଯୋଗାଣ ମନ୍ତ୍ରୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶାରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନକାର୍ଡ ରହିଥିଲା। ସେମାନଙ୍କ ନାଁରେ ଚାଉଳ ନିଆଯାଉଥିଲା। ଏବେ ଜାରି ରହିଥିବା ଇ-କେୱାଇସି ଅପଡେଟ୍ ସମୟରେ ଏହି ତଥ୍ୟ ସାମ୍ନାକୁ ଆସିଛି।...
ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହୋଇଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା। ସିବିଏସଇ ଅଧୀନରେ ଥିବା ଦେଶର ସବୁ ସ୍କୁଲର ପ୍ରାୟ ୪୨ ଲକ୍ଷ ଛାତ୍ରଛାତ୍ରୀ...