ଓଡ଼ିଶା ହେବ ପୂର୍ବ ଭାରତର ବିକାଶ ଇଞ୍ଜିନ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫
ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ବର୍ତ୍ତମାନ ହେଉଛି ଉପଯୁକ୍ତ ସମୟ - ପ୍ରଧାନମନ୍ତ୍ରୀ
(ଭୁବନେଶ୍ୱର): ‘‘ଆଧୁନିକ ଶିଳ୍ପ ପ୍ରତିଷ୍ଠା ପାଇଁ ଓଡ଼ିଶାରେ ଅପାର ସମ୍ଭାବନା...
ଘନ କୁହୁଡ଼ି ପାଇଁ ଓଡ଼ିଶାର ୧୮ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଶୀତର ପ୍ରକୋପ କମି ଥିବାବେଳେ ଏବେ କଲବଲ କରୁଛି କୁହୁଡ଼ି। ଜାନୁଆରି ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ...
ଆଜି ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହ: ଯୋଗଦେବେ ବିଶ୍ଵର ଅନେକ ବିଶିଷ୍ଟ ବ୍ୟକ୍ତିବିଶେଷ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ନେବାକୁ ଯାଉଛନ୍ତି ଡୋନାଲ୍ଡ ଟ୍ରମ୍ପ। ସେ ଦେଶର ୪୭ତମ ରାଷ୍ଟ୍ରପତି ଭାବେ ଶପଥ ନେଇ ହ୍ୱାଇଟ ହାଉସକୁ ଫେରିବେ। ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହକୁ...
ଓଡ଼ିଶାରେ ୭୫୪୦ଟି ଏଲଟିଆର ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି, ଫେବ୍ରୁଆରି ୫ ଶେଷ ତାରିଖ
ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅନେକ ଲିଭ୍ ଟ୍ରେନିଂ ରିଜର୍ଭ (ଏଲଟିଆର) ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ସୁଯୋଗ ରହିଛି। ରାଜ୍ୟରେ ଥିବା ସରକାରୀ ମାଧ୍ୟମିକ ବିଦ୍ୟାଳୟ ଖାଲି...
ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ସ୍ଵତନ୍ତ୍ର ୱେବସାଇଟ ଲୋକାର୍ପିତ
ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜିଠାରୁ ଆରମ୍ଭ ହେଉଛି ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚରେ ୧୧ ଦିନ ଧରି ଚାଲିବ ମହାରାଜା କଂସଙ୍କ ରାଜୁତି।
ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ସମ୍ପର୍କରେ ସମସ୍ତ ତଥ୍ୟ...
ହଟିଲା କଟକଣା, ଲୋକସେବା ଭବନରେ ପ୍ରବେଶ କରିପାରିବେ ସାମ୍ବାଦିକ
ଓଡ଼ିଶାଲାଇଭ୍ ବ୍ୟୁରୋ
ସାମ୍ବାଦିକମାନଙ୍କ ପାଇଁ ଲୋକସେବା ଭବନ ପ୍ରବେଶ ଉପରେ ଲାଗିଥିବା କଟଣାକୁ ହଟାଇଛନ୍ତି ରାଜ୍ୟ ସରକାର। ଏଣିକି ଲୋକସେବା ଭବନ ମଧ୍ୟକୁ ପ୍ରବେଶ କରି ଖବର ସଂଗ୍ରହ କରିପାରିବେ ସାମ୍ବାଦିକ।
ଖବରକାଗଜ ଏବଂ ଟେଲେଭିଜନର...
ଭାରତ-ଅଷ୍ଟ୍ରେଲିଆ ଚତୁର୍ଥ ଟେଷ୍ଟ: ପ୍ରଥମ ଦିନ ଅଷ୍ଟ୍ରେଲିଆର ସ୍କୋର ୩୧୧/୬
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ଟେଷ୍ଟ ମ୍ୟାଚ ଗୁରୁବାର ଆରମ୍ଭ ହୋଇଛି। ମେଲବର୍ଣ୍ଣରେ ଖେଳାଯାଉଥିବା ଏହି ଟେଷ୍ଟରେ ପ୍ରଥମେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ। ପ୍ରଥମ ଦିନ ଖେଳ...
ଚାଲିଛି ଭେରିଫିକେସନ, ଏବେ ମିଳିବନି ସୁଭଦ୍ରା ଯୋଜନାର ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଓଡ଼ିଶାଲାଇଭ୍ ବ୍ୟୁରୋ
ଏବେ ମିଳିବନି ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ବର୍ତ୍ତମାନ ପାଇଁ ଚତୁର୍ଥ ପର୍ଯ୍ୟାୟ କିସ୍ତି ପ୍ରଦାନକୁ ସ୍ଥଗିତ ରଖାଯାଇଛି। ଯାଞ୍ଚ କାର୍ଯ୍ୟ ଶେଷ ହେବା...
ଆଇଟିବିପିରେ ୫୨୬ଟି ସବ ଇନ୍ସପେକ୍ଟର ଓ କନଷ୍ଟେବଳ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି: ଡିସେମ୍ବର ୧୪ ଶେଷ...
ଓଡ଼ିଶାଲାଇଭ୍ ବ୍ୟୁରୋ
ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ଅଧିନସ୍ଥ ଆଇଟିବିପିରେ ଅନେକ ‘ସବ ଇନ୍ସପେକ୍ଟର’ ଓ ‘କନଷ୍ଟେବଳ’ ପଦବୀ ପାଇଁ ନିଯୁକ୍ତି ସୁଯୋଗ ପ୍ରକାଶ ପାଇଛି। ଆଇଟିବିପିର ଟେଲି କମ୍ୟୁନିକେସନ ବିଭାଗରେ ଖାଲିଥିବା ପ୍ରାୟ...
ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବିସ
ଓଡ଼ିଶାଲାଇଭ୍ ବ୍ୟୁରୋ
ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଦେବେନ୍ଦ୍ର ଫଡ଼ନାବିସ। ମୁମ୍ବାଇର ଆଜାଦ ମଇଦାନଠାରେ ଆୟୋଜିତ ସ୍ଵତନ୍ତ୍ର ସମାରୋହରେ ଦେବେନ୍ଦ୍ର ଫଡ଼ନାବିସ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ...