ଓଡ଼ଗାଁରେ ଶ୍ରୀରାମ ନବମୀ ମହୋତ୍ସବ ଉଦ୍‌ଯାପିତ

ଓଡ଼ିଶାଲାଇଭ୍ ବ୍ୟୁରୋ ନୟାଗଡ଼ ଜିଲ୍ଲା ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ପାବନ କ୍ଷେତ୍ରରେ ୧୨ ଦିନ ଧରି ଚାଲିଥିବା ଶ୍ରୀରାମ ନବମୀ ଯାତ୍ରା ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ଗତ ୧୦ ତାରିଖରେ ଶ୍ରୀରାମ ନବମୀ ତିଥିରୁ...

ଚିନ୍ତା ବଢ଼ାଉଛି କରୋନା: ୫ ରାଜ୍ୟରେ ବିଗୁଡୁଛି ସ୍ଥିତି

ଓଡ଼ିଶାଲାଇଭ୍ ବ୍ୟୁରୋ କିଛି ମାସ ବ୍ୟବଧାନ ପରେ ପୁଣି ଚିନ୍ତା ବଢ଼ାଇଲାଣି କରୋନା। ଦେଶରେ ଏବେ କୋଭିଡ ସଂକ୍ରମଣ ବଢ଼ିବା ଆରମ୍ଭ ହୋଇଛି। ଦେଶର ରାଜଧାନୀ ଦିଲ୍ଲୀରେ ସବୁଠାରୁ ଅଧିକ କୋଭିଡ ମାମଲା ଦେଖିବାକୁ...

ନବରଙ୍ଗପୁରରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା

ଓଡ଼ିଶାଲାଇଭ୍ ବ୍ୟୁରୋ ନବରଙ୍ଗପୁର ଜିଲ୍ଲାରେ ଶୁକ୍ରବାର ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା। ଜିଲ୍ଲାର ଦୁର୍ଗମ ଅଞ୍ଚଳର ରୋଗୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର...
Television Katha

ଖବର ସଂଗ୍ରହରେ ଇଣ୍ଟରନେଟ୍, ଈଟିଭିର ଡିଏନ୍‌ଜି ପରୀକ୍ଷଣ – ଓଡ଼ିଶାରେ ଟେଲିଭିଜନର ଯାତ୍ରା (ଭାଗ ୧୨)

ଡକ୍ଟର ଫକୀର ମୋହନ ନାହାକ ‘ଓଡ଼ିଶାରେ ଟେଲିଭିଜନର ଯାତ୍ରା’ ଡକ୍ଟର ଫକୀର ମୋହନ ନାହାକଙ୍କ ଏକ ନିୟମିତ ସ୍ତମ୍ଭ। ଓଡ଼ିଶାଲାଇଭ୍‌ରେ ପ୍ରକାଶିତ ଏହି ସ୍ତମ୍ଭ ମାଧ୍ୟମରେ ଡକ୍ଟର ନାହାକ ଗତ ୨୦ବର୍ଷ ଭିତରେ ଓଡ଼ିଆ...

ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାବାସୀଙ୍କୁ ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ହାର୍ଦ୍ଧିକ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ...

ମାନସ ମର୍ଡର ମିଷ୍ଟ୍ରି: ଫିଟିପାରୁନି ଗୁମର, ପୁଣି ରିମାଣ୍ଡରେ ଶର୍ମିଷ୍ଠା ଓ ଝୁନା

ଓଡ଼ିଶାଲାଇଭ୍ ବ୍ୟୁରୋ ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ଵାଇଁ ହତ୍ୟାକଣ୍ଡ ଉପରୁ ଏଯାଏଁ ପରଦା ହଟି ପାରୁନାହିଁ। କେବଳ ହତ୍ୟାକାଣ୍ଡ ନୁହେଁ ‘ମେମୋରି ଚିପ’ର ରହସ୍ୟ ମଧ୍ୟ ଉନ୍ମୋଚନ ହୋଇପାରୁ ନାହିଁ। ମାନସ ହତ୍ୟାକାଣ୍ଡର...

୨୦୨୨-୨୩ ପାଇଁ ଆସିଲା କାମଚଳା ବଜେଟ: କେଉଁ ଯୋଜନାକୁ କେତେ?

ଓଡ଼ିଶାଲାଇଭ୍ ବ୍ୟୁରୋ ବିଧାନସଭାରେ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବୁଧବାର କାମଚଳା ବଜେଟ ଆଗତ କରିଛନ୍ତି। କାମଚଳା ବଜେଟର ପରିମାଣ ୧ ଲକ୍ଷ ୬ ହଜାର ୪୯୬ କୋଟି...

ପିତଳ ଛକରେ ୪ ଭାଇଙ୍କ ହତ୍ୟା ଘଟଣା, ୫ ଜଣଙ୍କୁ ଗିରଫ କଲା ଗଞ୍ଜାମ ପୋଲିସ୍

ଓଡ଼ିଶାଲାଇଭ୍ ବ୍ୟୁରୋ ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ଅନ୍ତର୍ଗତ ପିତଳ ଛକରେ କମେଣ୍ଟ ମରାକୁ ନେଇ ୪ ଭାଇଙ୍କୁ ହତ୍ୟା କରାଯିବା ଘଟଣାରେ ପୋଲିସ୍ ମଙ୍ଗଳବାର ୫ ଜଣଙ୍କୁ ଗିରଫ କରିଛି।...

ସୁଲୋଚନା ଦାସ ଭୁବନେଶ୍ଵରର ପ୍ରଥମ ମହିଳା ମେୟର

ଓଡ଼ିଶାଲାଇଭ୍ ବ୍ୟୁରୋ ଦୀର୍ଘ ଦିନ ଧରି ନିର୍ବାଚନକୁ ନେଇ ଲାଗି ରହିଥିବା ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଲା। କିଏ ହେବ ଭୁବନେଶ୍ଵର ମହାନଗର ନିଗମର ପ୍ରଥମ ମହିଳା ମେୟର, ତାକୁ ନେଇ ସମସ୍ତଙ୍କ...

ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣି ବଢ଼ିଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ। ଲଗାତର ଦ୍ଵିତୀୟ ଦିନରେ ଡିଜେଲ ଓ ପେଟ୍ରୋଲ ମୂଲ୍ୟରେ ବୃଦ୍ଧି ହୋଇଛି। ଗତକାଲି ଅର୍ଥାତ୍ ମାର୍ଚ୍ଚ ୨୨ ତାରିଖରେ ପେଟ୍ରୋଲ ଏବଂ ଡିଜେଲ...