କିଏ ମାରିବ ପଞ୍ଚାୟତ ବାଜି : ଖୋଲିଲା ବାଲାଟ ବକ୍ସ, ଚାଲିଛି ଗଣତି

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇ ଶନିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ଆଜି ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଜୋନ୍‌ର ଭୋଟ ଗଣତି ଚାଲିଛି।...

ଖସୁଛି କୋଭିଡ ସଂକ୍ରମଣ ହାର : ୨୪ ଘଣ୍ଟା ୬୭୧ ପଜିଟିଭ ଚିହ୍ନଟ

ଓଡ଼ିଶାଲାଇଭ୍ ବ୍ୟୁରୋ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୮ରୁ କମ୍ ବୟସର ୧୩୧ ଜଣ ରହିଛନ୍ତି। ୩୯୩ ଜଣ ସଙ୍ଗରୋଧ କେନ୍ଦ୍ରରୁ...

ଉତ୍ତର ପ୍ରଦେଶ ନିର୍ବାଚନ : ଦ୍ଵିତୀୟ ପର୍ଯ୍ୟାୟରେ ୬୦.୪୪ ପ୍ରତିଶତ ମତଦାନ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର ପ୍ରଦେଶ ନିର୍ବାଚନ ୨୦୨୨ର ଦ୍ଵିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି। ସୋମବାର ୯ଟି ଜିଲ୍ଲାର ୫୫ ବିଧାନସଭା ଆସନ ପାଇଁ ମତଦାନ କରିଛନ୍ତି ଭୋଟର। ଦ୍ଵିତୀୟ ପର୍ଯ୍ୟାୟରେ ୬୦.୪୪...

ଆଇପିଏଲ୍ ନିଲାମ : ସବୁଠାରୁ ଦାମୀ ଖେଳାଳି ଈଶାନ କିଶନ

ଓଡ଼ିଶାଲାଇଭ୍ ବ୍ୟୁରୋ ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ) ୨୦୨୨ ମେଗା ଅକ୍ସନରେ ସବୁଠାରୁ ଦାମୀ ଖେଳାଳି ସାବ୍ୟସ୍ତ ହୋଇଛନ୍ତି ଈଶାନ କିଶନ। ୧୫.୨୫ କୋଟି ଟଙ୍କାରେ ଈଶାନ କିଶନଙ୍କୁ କିଣିଛି ମୁମ୍ବାଇ। ମୁମ୍ବାଇ ଇଣ୍ଡିଆନ ଏବଂ...

ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଲା କେନ୍ଦ୍ରାପଡ଼ା ଜିଲ୍ଲା ଆର୍ଥିକ ସଂସ୍ଥାମାନଙ୍କ ଦ୍ଵାରା କ୍ଷତିଗ୍ରସ୍ତଙ୍କ ମିଳିତ ମଞ୍ଚ

ଓଡ଼ିଶାଲାଇଭ୍ ବ୍ୟୁରୋ (କେନ୍ଦ୍ରାପଡ଼ାରୁ ନାରାୟଣ ସାହାଣୀ) : ବିଭିନ୍ନ ଚିଟଫଣ୍ଡ ସଂସ୍ଥାରେ ଅର୍ଥ ଜମା କରି କ୍ଷତିଗ୍ରସ୍ଥ ହୋଇଥିବା କେନ୍ଦ୍ରାପଡ଼ା ଜିଲ୍ଲା ଆର୍ଥିକ ସଂସ୍ଥାମାନଙ୍କ ଦ୍ଵାରା କ୍ଷତିଗ୍ରସ୍ତଙ୍କ ମିଳିତ ମଞ୍ଚ ଶୁକ୍ରବାରଠାରୁ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ବଦଳିଲା ସ୍କୁଲ ଖୋଲିବା ନିଷ୍ପତ୍ତି : ୧୪ ନୁହେଁ ୨୮ରୁ ସ୍କୁଲ ଆସିବେ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ ସ୍କୁଲ ଖୋଲିବା ନିଷ୍ପତ୍ତି ବଦଳିଛି। ଏବେ ଫେବ୍ରୁଆରି ୧୪ ନୁହେଁ ୨୮ ତାରିଖରୁ ସ୍କୁଲ ଯିବେ ପ୍ରଥମରୁ ସପ୍ତମ ଶ୍ରେଣୀର ଛାତ୍ରଛାତ୍ରୀ। ୧୪ ତାରିଖରୁ ସ୍କୁଲ ଖୋଲାଯିବ, କିନ୍ତୁ ଫେବ୍ରୁଆରି ୨୮...

ନୟାଗଡ଼ ଜିଲ୍ଲା ହସ୍ପିଟାଲରୁ ନିଖୋଜ ଶିଶୁର ପରିବାରକୁ ସରକାରୀ ସହାୟତା ଦେବାକୁ ଦାବି

ଓଡ଼ିଶାଲାଇଭ୍ ବ୍ୟୁରୋ ନୟାଗଡ଼ ଜିଲ୍ଲା ହସ୍ପିଟାଲରୁ ଜଣେ ନବଜାତ ଶିଶୁ ଗାଏବ ହେବାର ୭ ଦିନ ପରେ ତାକୁ ଭୁବନେଶ୍ୱରରୁ ଉଦ୍ଧାର କରାଯାଇଥିଲା। ପୋଲିସ କାହାଠାରୁ ଶିଶୁକୁ ଉଦ୍ଧାର କରିଥିଲା କୌଣସି ସୂଚନା ନାହିଁ।...

ବରିଷ୍ଠ ଆଇଏଏସ୍ ଅଧିକାରୀ ବିନୋଦ କୁମାର ଚାକିରିରୁ ବରଖାସ୍ତ

ଓଡ଼ିଶାଲାଇଭ୍ ବ୍ୟୁରୋ ବରିଷ୍ଠ ଆଇଏଏସ୍ ଅଧିକାରୀ ତଥା ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାରଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ରାଜ୍ୟ ସରକାର ତାଙ୍କୁ ଚାକିରିରୁ...

କୋଭିଡ ପଜିଟିଭ ହେଲେ କ’ଣ କରିବେ ?

ଓଡ଼ିଶାଲାଇଭ୍ ବ୍ୟୁରୋ [youtube https://www.youtube.com/watch?v=cc-atj5MPn8] କୋଭିଡ ପଜିଟିଭ ହେଲେ କ’ଣ କରିବେ? କେତେବେଳେ ଡାକ୍ତରଙ୍କ ପରାମର୍ଶ ନେବେ ସେ ନେଇ ଡିଜିଟାଲ ସ୍ୱାସ୍ଥ୍ୟ ପ୍ଲାଟଫର୍ମ ସ୍ୱାସ୍ଥ୍ୟପ୍ଲସ ଓଡ଼ିଆକୁ ମେଡିସିନ ସ୍ପେଶାଲିଷ୍ଟ ଡାକ୍ତର ନିରୋଜ କୁମାର ମିଶ୍ର...

ଇଣ୍ଡିଆ ଗେଟରେ ସ୍ଥାପନ ହେବ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି

ଓଡ଼ିଶାଲାଇଭ୍ ବ୍ୟୁରୋ ଦିଲ୍ଲୀ ଇଣ୍ଡିଆ ଗେଟରେ ସ୍ଥାପନ ହେବ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ବିଶାଳକାୟ ଗ୍ରାନାଇଟ୍ ପ୍ରତିମୂର୍ତ୍ତି। ଆସନ୍ତା ୨୩ ତାରିଖ ନେତାଜୀଙ୍କ ୧୨୫ ତମ ଜୟନ୍ତୀ ଅବସରରେ ଏହି ପ୍ରତିମୂର୍ତ୍ତି ସ୍ଥାପନ...