ପୁଣି ୫ ଦିନ ଭିଜିବ ଓଡ଼ିଶା, ଆଜି ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ପୁଣି ଭିଜିବ ଓଡ଼ିଶା। ଆଗାମୀ ୫ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୨୪...

ଆଜିଠୁ ମୌସୁମୀର ପ୍ରତ୍ୟାବର୍ତ୍ତନ ଆରମ୍ଭ, ସେପ୍ଟେମ୍ବର ୨୯ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

ଓଡ଼ିଶାଲାଇଭ୍ ବ୍ୟୁରୋ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ ହୋଇଛି। ଏଥିରେ ମୌସୁମୀ ବାୟୁ ରାଜସ୍ଥାନରୁ ବାହାରି ଉତ୍ତର ଭାରତ ଏବଂ ଓଡ଼ିଶା ଦେଇ ଫେରିଯିବ। ଏଥିପାଇଁ ପାଗ ଅନୁକୂଳ ହୋଇଥିବା...

ଫେରିଯିବ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ, ଅକ୍ଟୋବରରେ ଓଡ଼ିଶାରେ ବର୍ଷା ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ ଫେରିଯିବ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ। ଏଥିପାଇଁ ପାଗ ଅନୁକୂଳ ହୋଇଛି। ସେପ୍ଟେମ୍ବର ୨୫ରୁ ପଶ୍ଚିମ ରାଜସ୍ଥାନରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହେବ। ମୌସୁମୀ ଫେରିଲାବେଳେ ଅକ୍ଟୋବର ମାସରେ ରାଜ୍ୟରେ ବର୍ଷା...

ଓଡ଼ିଶାରେ ଅକ୍ଟୋବର ଆରମ୍ଭରେ ବାତ୍ୟାର ସମ୍ଭାବନା କମ୍ – ଆଇଏମଡି ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ବାତ୍ୟାକୁ ନେଇ କୌଣସି ସୂଚନା ଦିଆଯାଇନାହିଁ। ଅକ୍ଟୋବର ପ୍ରଥମ ସପ୍ତାହରେ ରାଜ୍ୟରେ ବାତ୍ୟା ହେବା ନେଇ ଚର୍ଚ୍ଚା ହେଉଥିବାବେଳେ ଏହାକୁ ଖଣ୍ଡନ କରିଛନ୍ତି ଭାରତୀୟ ପାଣିପାଗ ବିଭାଗର (ଆଇଏମଡି)...

ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ପାଇଁ ଆଜି ଓଡ଼ିଶାର ୨୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୫ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ଵାର୍ଣ୍ଣିଂ...

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷାରେ ୫ ଦିନ ଭିଜିବ ଓଡ଼ିଶା!

ଓଡ଼ିଶାଲାଇଭ୍ ବ୍ୟୁରୋ ଆଗାମୀ ୪୮ ଘଣ୍ଟା ମଧ୍ୟରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ରାଜ୍ୟରେ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ...

ଆଜି ଓଡ଼ିଶାରେ ପ୍ରବଳ ବର୍ଷିବ, ୬ ଜିଲ୍ଲାକୁ ରେଡ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ଏହା ପ୍ରଭାବରେ ଓଡ଼ିଶାରେ ଆସନ୍ତା ସେପ୍ଟେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବା ନେଇ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ...

ଆଜି ପ୍ରବଳ ବର୍ଷା, ୫ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ଏହା ପ୍ରଭାବରେ ଓଡ଼ିଶାରେ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର ଆଞ୍ଚଳିକ...

ଆଜିଠୁ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ!

ଓଡ଼ିଶାଲାଇଭ୍ ବ୍ୟୁରୋ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବାରୁ ଏହା ପ୍ରଭାବରେ ମଙ୍ଗଳବାର ଦିନଠାରୁ ଓଡ଼ିଶାରେ ପୁଣି ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ...

ବଙ୍ଗୋପସାଗରରେ ପୁଣି ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷିବ

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାକୁ ଆସୁଛି ବଡ଼ ବର୍ଷା। ବଙ୍ଗୋପସାଗରରେ ସକ୍ରିୟଥିବା ଘୂର୍ଣ୍ଣିବଳୟ ଆଗକୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏଥିପାଇଁ ସୋମବାରଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ଏନେଇ ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ...