ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ – ମୁଖ୍ୟମନ୍ତ୍ରୀ

ଓଡ଼ିଶାଲାଇଭ୍ ବ୍ୟୁରୋ https://www.youtube.com/watch?v=O93GLnusKgE ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟାକୁ ନେଇ ବଢ଼ୁଛି ଚିନ୍ତା। ସମ୍ଭାବ୍ୟ ବାତ୍ୟାକୁ ନେଇ ସୋମବାର ଦିନ ଭୁବନେଶ୍ଵରସ୍ଥିତ ଲୋକସେବା ଭବନଠାରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା...

ପୁରୀ ଓ ପଶ୍ଚିମବଙ୍ଗର ସାଗରଦୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ‘ଦାନା’!

ଓଡ଼ିଶାଲାଇଭ୍ ବ୍ୟୁରୋ ଅକ୍ଟୋବର ୨୩ ତାରିଖ ବେଳକୁ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଅକ୍ଟୋବର ୨୪ ତାରିଖ ବେଳକୁ ଏହା ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗକୁ ଛୁଇଁବ ବୋଲି ପୂର୍ବାନୁମାନ...

ଅପରାହ୍ଣ ୫ଟା ସୁଦ୍ଧା ବାତ୍ୟା ଅପଡେଟ୍‌

ଓଡ଼ିଶାଲାଇଭ୍ ବ୍ୟୁରୋ ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଅକ୍ଟୋବର ୨୩ ତାରିଖ ବେଳକୁ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଅକ୍ଟୋବର ୨୪ ତାରିଖ ବେଳକୁ ଏହା ଭୀଷଣ ବାତ୍ୟାର ରୂପ...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଅକ୍ଟୋବର ୨୩ରେ ବାତ୍ୟା ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଲଘୁଚାପରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି। ପରେ ଏହା...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା! ଆଜି ବର୍ଷା ପାଇଁ ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରର ଉତ୍ତର ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଅତି ଭୀଷଣ ବାତ୍ୟାର ରୂପ ନେଇପାରେ। ଏହା ପ୍ରଭାବରେ ଅକ୍ଟୋବର ୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା...

ଆସୁଛି ଲଘୁଚାପ: ଅକ୍ଟୋବର ୧୯ରୁ ଓଡ଼ିଶାରେ ପ୍ରବଳ ବର୍ଷା!

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର ଆଣ୍ଡାମାନ ସାଗରରେ ଅକ୍ଟୋବର ୨୦ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅକ୍ଟୋବର ୨୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ଶୁକ୍ରବାର ସୁଦ୍ଧା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ...

ଓଡ଼ିଶାରେ ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଜାରି: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଲଗାଣ ବର୍ଷା ଜାରି ରହିଛି। ଟ୍ଵିନସିଟି କଟକ ଓ ଭୁବନେଶ୍ୱରରେ ବୁଧବାର ରାତିରୁ ପ୍ରବଳ ବର୍ଷା ଜାରି ରହିଛି। ବର୍ଷା ଯୋଗୁଁ ଜନଜୀବନ...

ସେପ୍ଟେମ୍ବର ୨୭ ଯାଏଁ ଭିଜିବ ଓଡ଼ିଶା: ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ...

ଓଡ଼ିଶାଲାଇଭ୍ ବ୍ୟୁରୋ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ଓଡ଼ିଶାରେ ସେପ୍ଟେମ୍ବର ୨୭ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଓଡ଼ିଶାଲାଇଭ୍ ବ୍ୟୁରୋ ଓଡ଼ିଶାରେ ଏବେ ମୌସୁମୀ ସକ୍ରିୟ ରହିଥିବାବେଳେ ସେପ୍ଟେମ୍ବର ୨୩ ତାରିଖରେ ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ୨ରୁ ୩ ଦିନ...